-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||     

HOME   ଜିଲ୍ଲା

ରୋଟାରୀ କ୍ଳବ ଅଫ୍ ବ୍ରହ୍ମପୁର ଇଷ୍ଟ ତରଫରୁ ହାତଧୁଆ ଦିବସ ତାଲିମ

28-Oct-2021



ବ୍ରହ୍ମପୁର (ଉମା ମହାରଣା) ବିଶ୍ବ ହାତଧୂଆ ଦିବସ ଅବସରରେ ରୋଟାରୀ କ୍ଳବ ଅଫ୍ ବ୍ରହ୍ମପୁର ଇଷ୍ଟ ତରଫରୁ ବ୍ରହ୍ମପୁର ସହର ଉପକଣ୍ଠ ଭାବିନୀ ପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଛାତ୍ର ଛାତ୍ରୀ ମାନଙ୍କୁ ଖାଦ୍ୟ ଗ୍ରହଣ ପୂର୍ବରୁ , ଖାଦ୍ୟ ଗ୍ରହଣ ପରେ ଏବଂ ଅନ୍ୟାନ୍ୟ କାର୍ଯ୍ୟକ୍ରମ ପାଇଁ  କିଭଳି ହାତଧୁଆ ହେବ ସେ ସଂପର୍କରେ ତାଲିମ ପ୍ରଦାନ କରାଯାଇଥିଲା ।ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପୁଷ୍ପତା

ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଏବଂ କ୍ଳବ ସଭାପତି କାମରାଜୁ ମହାରଣାଙ୍କ ସଂଯୋଜନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ କ୍ଳବର ପୂର୍ବତନ ସଭାପତି  ବୃନ୍ଦ ଅଜିତ କୁମାର ପୃଷ୍ଟି, ଅସିତ୍ କୁମାର  ଦତ୍ତ, ପ୍ରଦୀପ 

କୁମାର ପଣ୍ଡା ଓ ଅରୁଣଚାନ୍ଦ୍ ଦାଶ ପ୍ରମୁଖ ହାତଧୁଆର ମହତ୍ତ୍ଵ ଓ ବିଶେଷତ୍ବ ଉପରେ ଛାତ୍ର ଛାତ୍ରୀ ମାନଙ୍କୁ ସଚେତନ କରାଇ ବକ୍ତବ୍ଯ ରଖିଥିଲେ ।ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀ ଏଇ କାର୍ଯ୍ୟକ୍ରମରେ  ସହଯୋଗ କରିଥିଲେ ଏବଂ ରୋଟାରୀ କ୍ଳବର ଏଇ ତାଲିମ କାର୍ଯ୍ୟକ୍ରମକୁ ପ୍ରଶଂସା କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ରାଜ୍ୟ  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026

You Might Also Like