-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||     

HOME   ଜିଲ୍ଲା

ଜିଲ୍ଲାପାଳଙ୍କ କାର୍ଯ୍ୟ।ଳୟ ଠାରେ ମୋ ସରକାର କକ୍ଷ ଉଦଘାଟିତ

28-Oct-2021



:ଢେଙ୍କାନାଳ(ତାପସ ଦାସ)) ଶାସନ ବ୍ୟବସ୍ଥାକୁ ଜନକୈନ୍ଦ୍ରିକ କରିବା , ସରକାରୀ କାର୍ଯ୍ୟ।ଳୟକୁ ଆସୁଥିବା ଲୋକଙ୍କୁ ମର୍ଯ୍ୟାଦାର ସହ ସେବା ଯୋଗାଇଦେବା , ଉତ୍ତମ ବ୍ୟବହାର ଓ ବୃତ୍ତିଗତ ଆଚରଣକୁ ପ୍ରୋତ୍ସାହିତ କରି ଜନସାଧାରଣଙ୍କୁ ସ୍ବଚ୍ଛ ଶାସନ ଯୋଗାଇ ଦେବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ । ଏହି ଉଦ୍ଦେଶ୍ୟରେ ଆଜି ପୂର୍ବାହ୍ନରେ ଜିଲ୍ଲା କାର୍ଯ୍ୟ।ଳୟଠାରେ ଜିଲ୍ଲାପାଳ ଶ୍ରୀ ସରୋଜ କୁମାର ସେଠୀ ମୋ ସରକାର କକ୍ଷକୁ ଉଦଘାଟନ କରିଛନ୍ତି । ରାଜ୍ୟ ସରକାରଙ୍କ ଦ୍ବାରା ପ୍ରଣିତ ବିଭିନ୍ନ ଯୋଜନାର ସଫଳ ରୂପାୟନ ଦିଗରେ ଏହା ଅଧିକ ସହାୟକ ହେବ । ବିଭିନ୍ନ କାର୍ଯ୍ୟରେ ଜିଲ୍ଲା କାର୍ଯ୍ୟ।ଳୟକୁ ଆସୁଥିବା ଲୋକମାନେ ସେମାନଙ୍କ ଅଭିଯୋଗ / ମତାମତି ସମ୍ପର୍କରେ ଏହି ମୋ ସରକାର କକ୍ଷରେ ଥିବା ରେଜିଷ୍ଟରରେ ଉଲ୍ଲେଖ କରିପାରିବେ । ଜନସାଧାରଣଙ୍କ ମତାମତ ଭିଭିରେ ଶାସନ ବ୍ୟବସ୍ଥାକୁ ଅଧିକ ଉତ୍ତରଦାୟୀ ଓ ଫଳପ୍ରଦ କରିବା ମୋ ସରକାର କକ୍ଷର ଉଦ୍ଦେଶ୍ୟ ବୋଲି ଜିଲ୍ଲାପାଳ ପ୍ରକାଶ କରିଛନ୍ତି । ମୋ ସରକାର କକ୍ଷ ଉଦଘାଟନ ସମୟରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଶଶାଙ୍କ ଶେଖର ଦାଶ , ଜିଲ୍ଲା କାର୍ଯ୍ୟ।ଳୟର ସମସ୍ତ ଡେପୁଟି କଲେକ୍ଟର , ଆସିଷ୍ଟାଣ୍ଟ କଲେକ୍ଟର ଓ ଅନ୍ୟାନ୍ୟ ପଦଧିକାରୀମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ରାଜ୍ୟ  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026

You Might Also Like