-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||     

HOME   ରାଜ୍ୟ

ମମିତା ମେହେରଙ୍କ ବିଭତ୍ସ ହତ୍ୟା ଘଟଣା ପ୍ରତିବାଦରେ ବିଜେପି ପକ୍ଷରୁ ବାର ଘଣ୍ଟିଆ ସୁବର୍ଣ୍ଣପୁର ଜିଲ୍ଲା ବନ୍ଦ

28-Oct-2021



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) -  ମମିତା ହତ୍ୟା କାଣ୍ଡ ଘଟଣା ନେଇ  ସାରା  ରାଜ୍ୟ ରେ  ଏବେ ବିଦ୍ରୋହ ର ସ୍ବର  ଉଠିଥିବା ବେଳେ ସୁବର୍ଣ୍ଣପୁର  ଜିଲ୍ଲା ରେ ଆନ୍ଦୋଳନକୁ ଯୋରଦାରକରିଛି ବିଜେପି । ଜୁନାଗଡ ବିଧାୟକ ତଥା ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ମନ୍ତ୍ରୀ ପଦରୁ ବହିଷ୍କାର ଓ ଗିରଫ ଏବଂ ଘଚଣାର ସି.ବି ଆଇ ତଦନ୍ତ ଦାବୀ

ଓ ଅନ୍ୟ ମନ୍ତ୍ରୀ ମାନଙ୍କ ର ସଂଶ୍ଲିଟ ର ତଦନ୍ତ ଦାବୀ  ନେଇ ଆଜି ସୁବର୍ଣ୍ଣପୁର ଜିଲ୍ଲା  ବିଜେପି  ପକ୍ଷରୁ 12 ଘଣ୍ଟିଆ  ସୁବର୍ଣ୍ଣପୁର ଜିଲ୍ଲା ବନ୍ଦ ଡାକରା ଦେଇଛି ।l  ବନ୍ଦ ର ପ୍ରଭାବ ସକାଳୁ ସକାଳୁ ଦେଖିବାକୁ ମିଳିଛି ।ଫଳ ରେ ସୋନପୁର ସହର  ସମେତ ବଂ ବିଭିନ୍ନ ବ୍ଲକ ସଦର ମହକୁମା ମାନଙ୍କର   ଦୋକାନ ବଜାର ସରକାରୀ ଅଫିସ ସବୁ ବନ୍ଦ ରହିଛି । ବିଜେପି କର୍ମୀ ମାନେ ବିଭିନ୍ନ ସ୍ଥାନରେ  ପିକେଟିଂ କରି ଦୋକାନ ବଜାର ବ୍ୟବସାୟିକ ପ୍ରତିଷ୍ଠାନ ବନ୍ଦ କରି ଛନ୍ତି ।ସୋନପୁର ସହର ବ୍ଲକ ଛକ ,ବୁଢ଼ାରାଜା ଛକ  ଓ ତେଲ ବ୍ରିଜ  ଛକ   ରାସ୍ତାରେ ବିଜେପି  କର୍ମୀମାନେ ରାସ୍ତା ଅବରୋଧ କରିଥିଲେ ।ଫଳରେ ସୋନପୁର-ସମ୍ବଲପୁର, ସୋନପୁର-ବଲାଙ୍ଗୀର ଓ ସୋନପୁର-ବୌଦ୍ଧ  ରାସ୍ତାରେ  ଯାନବାହନ ଚଳାଚଳ ବନ୍ଦ ରହିଛି ।ବନ୍ଦ କୁ ଆଖି ଆଗରେ ରଖି ବ୍ୟାପକ ପୋଲିସ ମୃତୟନ କରାଯାଇଛି ।ବନ୍ଦ ଶାନ୍ତିପୂର୍ଣ୍ଣ  ଭାବରେ ଚାଲିଛି ।  ଜ଼ିଲ୍ଲା ବିଜେପି ସଭାପତି ପ୍ରମୋଦ ମହାପାତ୍ର, ବରିଷ୍ଟ ନେତା ବଳ ଦେବ ବେଦବାକ, ଙ୍କ ନେତୃତ୍ୱ ରେ ବହୁ  କର୍ମୀ

ମହାନଦୀ ରାସ୍ତା ରେ  ଚକା ଜାମ କରି  ବନ୍ଦ ପାଳନ କରିଥିବା ବେଳେ  ତେଲନଦୀ ବ୍ରିଜ ଠାରେ  ଜ଼ିଲ୍ଲା ଏସ ସି ମୋର୍ଚ୍ଚା ସାଧାରଣ ସମ୍ପାଦକ ଅନନ୍ତ ନାରାୟଣ ପାଣିଗ୍ରାହୀ, ବାବୁଲୁ କୁମ୍ଭାର  ଏସ ସି ମୋର୍ଚା କାର୍ଯ୍ୟ କାରିଣୀ , ଶ୍ରୀକାନ୍ତ ପାଣିଗ୍ରାହୀ  ମୋର୍ଚ୍ଚା ସହ ସମ୍ପାଦକ,  ମୋର୍ଚ୍ଚା ସଦସ୍ୟ ନବଘନ ସାଗର ଓ ଲମ୍ବୋଧର ସୁନା  ପ୍ରମୁଖ  ସକ୍ରିୟ ସାମିଲ ହୋଇ  ରାସ୍ତା ରୋକ  କରି  ବନ୍ଦ ପାଳନ କୁ  ସଫଳ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ରାଜ୍ୟ  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026

You Might Also Like