-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||     

HOME   ଜିଲ୍ଲା

ବିନ୍ଧ୍ୟବାସିନୀ ଡିଗ୍ରୀ କଲେଜରେ ସଂକୁଳ ସ୍ତରୀୟ ଯୁବ ରେଡକ୍ରସ ପ୍ରଶିକ୍ଷଣ ଶିବିର ଉଦଯାପିତ

28-Oct-2021



ପଦ୍ମପୁର(ନିରଞ୍ଜନ ତ୍ରିପାଠୀ) : ପାଇକମାଲ ସ୍ଥିତ ବିନ୍ଧ୍ୟବାସିନୀ ଡିଗ୍ରୀ ମହାବିଦ୍ୟାଳୟରେ ତ୍ରିଦିବସୀୟ ସଂକୁଳ ସ୍ତରିୟ ଯୁବ ରେଡକ୍ରସ ଶିବିର ଗୁରୁବାର ଉଦଯାପିତ ହୋଇଯାଇଛି । ପ୍ରଥମ ଅଧିବେଶନରେ ଅଧ୍ୟକ୍ଷ ଲୋହିତ କୁମାର ବାରିକ ଅଧ୍ୟକ୍ଷତା କରିଥିବା ବେଳେ ଅଧ୍ୟାପିକା ରଂଜିତା ମହାନ୍ତି ସ୍ଵାଗତ ଭାଷଣ ଦେଇଥିଲେ ।  ପାଇକମାଲ ଥାନା ଆଇଆଇସି

ବିଶ୍ଵଜିତ ମନବୋଧ ଅତିଥି ଭାବରେ ଯୋଗଦେଇ ସଡ଼କ ସୁରକ୍ଷା ବିଷୟରେ ପିଲାଙ୍କୁ ସଚେତନ କରାଇଥିଲେ । ଛାତ୍ରୀ ଲିଜା ପ୍ରଧାନ ବିଗତ ଦିନର ବିବରଣୀ ପାଠ କଲେ । ଅଧ୍ୟାପକ ପ୍ରଦୀପ୍ତ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ଦ୍ଵିତୀୟ ଅଧିବେଶନର ଅଧ୍ୟାପକ ପ୍ରଭାତ କୁମାର ବିଶ୍ଵାଳ ସ୍ଵାଗତ ଭାଷଣ ଦେଇଥିବା ବେଳେ ଜିଲ୍ଲା ରେଡକ୍ରସ ସଂଯୋଜକ ପରମାନନ୍ଦ ରଥ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ପିଲାମାନଙ୍କୁ ଉଦବୋଧନ ଦେଇଥିଲେ । ଅଧ୍ଯାପକ ପ୍ରଦୀପ୍ତ କୁମାର ସାହୁ ପୁରସ୍କାର ବିତରଣୀ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ବିଜୟୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ

କରାଯାଇଥିଲା । ଯୋଗ ଦେଇଥିବା କଲେଜ ସମୂହ ର ଅଧ୍ଯକ୍ଷ ଶ୍ୟାମସୁନ୍ଦର ବେହେରା, ଶ୍ୟାମଲାଲ ପ୍ରଧାନ, ପ୍ରମୋଦ ସାହୁ ପ୍ରମୁଖ ମଞ୍ଚାସୀନ ଥିଲେ । ମାଣ୍ଡୋସିଲ, ଝାରବନ୍ଧ, ଡଭା, ବିନ୍ଧ୍ୟବାସିନୀ କଲେଜର କାଉନସିଲର ଓ ଛାତ୍ରଛାତ୍ରୀ ଶିବିରରେ ଯୋଗଦାନ କରିଥିଲେ । ମୁଖ୍ୟ ଅତିଥି ପରମାନନ୍ଦ ରଥ ରେଡକ୍ରସ ପତାକା ଅବତରଣ  କରିଥିଲେ । ମହାବିଦ୍ୟାଳୟର ସମସ୍ତ ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ ଶିବିର ସଫଳ ଆୟୋଜନ ନିମିତ୍ତ ସୁଚାରୁ ରୂପେ ନିଜ ନିଜ ଦାୟିତ୍ଵ ନିର୍ବାହ କରିଥିଲେ । ସଭା ଶେଷରେ ଅଧ୍ୟାପିକା ପୁଷ୍ପମଞ୍ଜରୀ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ରାଜ୍ୟ  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026
  ଜିଲ୍ଲା  
ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ   05-Oct-2026

You Might Also Like