-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||     

HOME   ରାଜନୀତି

ନିର୍ଭୟା ମାମଲା ଠୁ ଅଧିକ ଗୁରୁତର ମମିତା ମେହେର ହତ୍ଯା ମାମଲା,ଓଡିଶା ରେ ଏହା ଆଶ୍ଚର୍ଯ୍ୟ ର ବିଷୟ ବୋଲି କହିଲେ କଂଗ୍ରେସ ରାଷ୍ଟ୍ରୀୟ ସାଧାରଣ ପ୍ରଭାରୀ, ଆବଶ୍ୟକ ହେଲେ ମୁଁ କଲକୋର୍ଟ ପିନ୍ଧିବି,ନରସିଂହ ମିଶ୍ର

28-Oct-2021



କଣ୍ଟାବାଞ୍ଜି:(ପ୍ରେରଣା ଖବର) : ମହାଲିଙ୍ଗ ସନସାଇନ ସ୍କୁଲ ଅଧ୍ୟକ୍ଷା ମମିତା ମେହେରଙ୍କ ହତ୍ୟା ପରେ ତାଙ୍କ ଗାଁ ଝରଣୀ କୁ ଆଜି କଂଗ୍ରେସ ଦଳର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ରଣଦୀପ ସିଂ ସୁର୍ଜେ୍ୱାଲା, ରାଜ୍ୟ କଂଗ୍ରେସ ପ୍ରଭାରୀ   ଡ଼ଚେଲା କୁମାର, କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ହେଲିକେପ୍ଟର
ଯୋଗେ କଣ୍ଟାବାଞ୍ଜି ଠାରେ ଓହ୍ଲାଇ ଝରଣୀ ଗାଁ ଅଭିମୁଖେ  ଯାଇଥିଲେ, ଝରଣୀରେ ମୃତାଙ୍କ ପରିବାର ବର୍ଗଙ୍କୁ ସାକ୍ଷାତ କରି ସାନ୍ତ୍ୱନା ଦେଇଛନ୍ତି । ତୁରକେଲା ଥାନା ଅନ୍ତର୍ଗତ ଝରନି ଗ୍ରାମ ର ମମିତାଙ୍କ ମୃତଦେହ ଖେଳ ପଡିଆରୁ ଉଦ୍ଧାର ନେଇ ଏହା ନିର୍ଭୟା ଘଟଣା ରୁ ଅଧିକ ଗୁରୁତର ବୋଲି ତୀଵ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି ଟିମ ଅଧ୍ୟକ୍ଷ । ସାରା ଭାରତ ର ଓଡିଶା ରାଜ୍ୟ ରେ ଜଣେ ଗୃହ ମନ୍ତ୍ରୀ ଙ୍କ ସମ୍ପୁକ୍ତି ଅଭିଯୋଗ ଆସିବା ପରେ ତୁରନ୍ତ ପଦକ୍ଷେପ ନିଆଯିବା ତ ଦୂରର କଥା ପ୍ରମାଣ ପତ୍ର ସତ୍ୱେ ଅଭିଯୁକ୍ତ ଙ୍କୁ ଗିରଫ ନ କରିବା ଆଶ୍ଚର୍ଯ୍ୟ ର ଘଟଣା । ଅନ୍ୟ ରାଜ୍ୟରେ କେବଳ ସତ୍ୟା, ସତ୍ୟ ଦୂରର କଥା ଜଣେ ଅଭିଯୋଗ ଆସିବା ମାତ୍ରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ହୋଇଥାଏ । ଦିନ ଗଡେଇ ଜଣଙ୍କୁ ଜେଲ କରିଦେଇ ନିନ୍ଦନୀୟ ନୀତି ଏହି ରାଜ୍ୟରେ କିପରି ସମ୍ଭବ ହୋଇଛି ବୋଲି ପ୍ରଶ୍ନ କରିଛନ୍ତି । ସେହିପରି ପୂର୍ବତନ ଆଇନ ମନ୍ତ୍ରୀ ତଥା ବିରୋଧୀ ଦଳ ନେତା ବିଧାୟକ ନରସିଂହ ମିଶ୍ର ଏ ନେଇ ମୁ ପୁନଃ କଳା କୋର୍ଟ ପିନ୍ଧିବି କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ରାଜ୍ୟ  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026
  ଜିଲ୍ଲା  
ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ   05-Oct-2026

You Might Also Like