-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜିଲାରେ ଋଣ ସଂଯୋଗୀକରଣ ଯୋଜନାରେ ନୂତନ ରେକର୍ଡ - ଦ୍ଵିତୀୟ ପର୍ଯ୍ୟାୟ ରେ ୨୭ କୋଟି ୧୨ ଲକ୍ଷ ଟଙ୍କାର ଋଣ ବିତରଣ

28-Oct-2021



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) :ଆଜି ଡୁଙ୍ଗୁରିପାଲି  ବ୍ଲକ ଅଫିସ ପରିସରରେ ଭାରତ ସରକାରଙ୍କ ଋଣ ସଂଯୋଗୀକରଣ ଯୋଜନାରେ ଜିଲ୍ଲାର ଦ୍ଵିତୀୟ ପର୍ଯ୍ୟାୟ ବୃହତ ଋଣ ମେଳା ଡୁଙ୍ଗୁରିପାଲି  ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ତ୍ରିପୁରାରି ମହାନନ୍ଦିଆଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି l ଏହି ଋଣ ମେଳା ରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ୍ୟା ଶ୍ରୀମତୀ ଉଷା କୁମାରୀ ମୁଖ୍ୟ ଅତିଥିଭାବେ ଯୋଗଦାନ କରିଥିବାବେଳେ ଡୁଙ୍ଗୁରିପାଲି ବ୍ଲକ ଅଧ୍ୟକ୍ଷ୍ୟ ଶ୍ରୀ ମକରଧ୍ବଜ ସାହୁ ସମ୍ମାନିତ ଅତିଥିଭାବେ ଯୋଗଦାନ କରି ଋଣ ଗ୍ରହିତାଙ୍କୁ ଉଦବୋଧନ ଦେବାସହ ଉତ୍ସାହିତ କରିଥିଲେ l ଏହି ମେଳା ରେ ୧୫ଗୋଟି ଜାତୀୟ କରଣ ବ୍ୟାଙ୍କ ମାନଙ୍କ ସହଯୋଗରେ ଏକ କାଳୀନ ଗୋଟିଏ ଜାଗାରେ ୧୧୯୮ ଟି ଋଣ ଖାତାରେ ସମୁଦାୟ  ୨୭କୋଟି ୧୨ ଲକ୍ଷ ଟଙ୍କାର ଋଣ ବିତରଣ କରି ସମଗ୍ର ଜିଲ୍ଲାରେ ଏକ ନୂତନ ରେକର୍ଡ ସୃଷ୍ଟି ହୋଇଛି l  ଏହି କ୍ରେଡିଟ ଆଉଟରିଚ ସଭାରେ  ଡ଼ି ଜି ଏମ ନାବାର୍ଡ ତାପସ ଶଙ୍କର ରାଉତ, ଏଲ ଡ଼ି ଏମ ସରୋଜ ଦାଶ, ଷ୍ଟେଟ ବ୍ୟାଙ୍କ ଶାଖା ବରଗଡ଼ ର ରଞ୍ଜନ କୁମାର ପ୍ରଧାନ, ଜି ଏମ ଡ଼ି ଆଇ ସି ବଳଭଦ୍ର ନାୟକ,  ଯୋଗଦାନ କରିଥିବା ବେଳେ ୧୫ଗୋଟି ବ୍ୟାଙ୍କ ର ଶାଖା ପରିଚାଳକ ମାନେ ଯୋଗଦାନ କରିଥିଲେ l ଭାରତ ସରକାରଙ୍କ କାର୍ଯ୍ୟକ୍ରମ ଅନୁସାରେ କରୋନା ପରବର୍ତ୍ତୀ ସମୟରେ ବଜାରକୁ ମାନ୍ଦା ପରିସ୍ଥିତିରୁ ଉଦ୍ଧାର କରିବା ପାଇଁ ଦୁଇଟି ପର୍ଯ୍ୟାୟରେ ଏଭଳି ଋଣ ମେଳା ଅନୁଷ୍ଠିତ ହେବ l ଏହି ଋଣ ମେଳାରେ  ବିଭିନ୍ନ କ୍ଷେତ୍ରରେ 27କୋଟି 12ଲକ୍ଷ ଟଙ୍କାର ଋଣ ମଞ୍ଜୁର କରାଯାଇଛି l ସମଗ୍ର ଜିଲ୍ଲାରେ ଗୋଟିଏ ଦିନରେ ଏତେ ପରିମାଣର ଋଣ ମଞ୍ଜୁର ହେବାରେ ଏହା ରେକର୍ଡ ସୃଷ୍ଟି କରିଛି l ଏହି କାର୍ଯ୍ୟକ୍ରମର ସଫଳତା ପାଇଁ ସୁବର୍ଣ୍ଣପୁର ଜିଲ୍ଲା ଲିଡ଼ ବ୍ୟାଙ୍କ ମ୍ୟାନେଜର ଶ୍ରୀ ସରୋଜ ଦାଶ ସମସ୍ତ ବ୍ୟାଙ୍କ, ସ୍ୱୟଂ ସହାୟକ ଦଳଙ୍କୁ ଧନ୍ୟବାଦ ଦେଇଛନ୍ତି ଏବଂ ନୂତନ ଉଦ୍ୟୋଗୀ ମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ସଫଳତା କାମନା କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ରାଜ୍ୟ  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026
  ଜିଲ୍ଲା  
ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ   05-Oct-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   05-Oct-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   05-Oct-2026
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026

You Might Also Like