-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||     

HOME   ଜିଲ୍ଲା

ବିଏନ ନିଉଜ ଖବର କାର୍ଯ୍ୟାଳୟ ଗୃହ ଉଦଘାଟନ

28-Oct-2021



ପଦ୍ମପୁର/ବରପାଲି:- ଆଜିକାର ଏକ ଶୁଭ ମୁହୂର୍ତ୍ତ ରେ ମାନ୍ୟବର ଶ୍ରମମନ୍ତ୍ରୀ ଶ୍ରୀ ସୁଶାନ୍ତ ସିଂ ଙ୍କ କୋମଳ ହସ୍ତରେ ବରପାଲି ସହର ର ବିଏନ କାର୍ଯ୍ୟାଳୟ ଗୃହ ଉଦଘାଟନ କଲେ lଏ ଅବସରରେ ମନ୍ତ୍ରୀ ଶ୍ରୀ ସିଂ ମୁଖ୍ୟଅତିଥି ଭାବେ ଯୋଗ ଦେଇ ନିରପେକ୍ଷ ଭାବେ ଅନବରତ ବିଏନ ନିଉଜ ଗ୍ରାମାଞ୍ଚଳ ଠୁ ଆରମ୍ଭ କରି ସହରାଞ୍ଚଳ ଯାଏଁ ସମ୍ବାଦ ପରିବେଷଣ କରି

ବେଶ ଲୋକଙ୍କ ଆସ୍ଥାଭାଜନ ହୋଇପାରିଛି lଆଗକୁ ଏହାର ସଫଳତା ସହ ଆମ ଅଞ୍ଚଳ ଗର୍ବ ହୋଇ ରହିବ ବୋଲି ମତବ୍ୟକ୍ତ କରିଥିଲେ lଏ ଅବସରରେ ବିଏ ନିଉଜ ର ପ୍ରତିଷ୍ଠାତା ଅଭୟ ପଟ୍ଟନାୟକ, ବିଜେପୁର ବିଧାୟିକା ରୀତା ସାହୁ,ଆମ ଅଞ୍ଚଳ ର ଦୁଃଖ ସୁଖ ର ସାଥି ଓଡ଼ିଶା ମୋ ପରିବାର ବରଗଡ ଜିଲ୍ଲା ସଂଯୋଜକ ଶ୍ରୀମାନ ଗୌରହରି ମିଶ୍ର, ବରପାଲି ରାଜା ଲାଲ ବିକ୍ରମ ସିଂ ଦେଓ, ରାଜ୍ୟ ବିଜେଡି ମହିଳା ସଦସ୍ୟା ଶ୍ରୀମତୀ ଝରଣା ମେହେର, ବରପାଲି ମହିଳା ସଭାପତି ଜୟନ୍ତୀ ମେହେର, ବରଗଡ଼ ବିଜୁ ଯୁବ ଜନତା ଦଳ ୟୁଥ ପ୍ରେସିଡେଣ୍ଟ ପ୍ରଦ୍ୟୁମ୍ନ ତ୍ରିପାଠୀ,ବାନ୍ଧକଳା ରେ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ସୁରେନ୍ଦ୍ର ମେହେର, ବିଶିଷ୍ଟ ସମାଜସେବୀ ପ୍ରିୟ ଟିକାୟତ ମହାତ୍ମା, ମଧୁ ପ୍ରଧାନ, ପୂର୍ବତନ ଜିଲ୍ଲାପରିଷଦ ଦିଲ୍ଲିପ ପ୍ରଧାନ,ଚନ୍ଦନ ଅଗ୍ରୱାଲ,ବିଏନ ନିଉଜର ମେନେଜିଙ୍ଗଡାଇରେକ୍ଟର ବିନୋଦ ଅଗ୍ରୱାଲ,କୁମ୍ଭାରୀ ସରପଞ୍ଚ ପ୍ରତିନିଧି ସମାଜସେବୀ ଶ୍ରୀମାନ ରବି କିର୍ତ୍ତୀ,କୁମ୍ଭାରୀ କୋପରେଟିଭ ସୋସାଇଟି ର ପୂର୍ବତନ ସଭାପତି କୈାସ୍ତବ

ସାହୁ ,ଯୁବ ଓକିଲ ମନୋଜ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ l ଏ କାର୍ଯ୍ୟକ୍ରମ ରେ ଅନେକ ଙ୍କୁ ସମ୍ମାନିତ କରାଯାଇଥିଲା l ଶେଷରେ ଅତି ଆପଣାର ପ୍ରିୟ ଶିକ୍ଷକ ତଥା ସମାଜସେବୀ ଅଶୋକ ପଣ୍ଡା ଧନ୍ୟବାଦ ଦେଇ ସଭା ସାଙ୍ଗ କରାଯାଇଥିଲା ବୋଲି ବରପାଲି ବ୍ଳକ ଡିଜିଟାଲ ସେକ୍ରେଟାରୀ ସୁଜିତ ଗଡତିଆ ଙ୍କ ଠାରୁ ପ୍ରକାଶ


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ରାଜ୍ୟ  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026
  ଜିଲ୍ଲା  
ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ   05-Oct-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   05-Oct-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   05-Oct-2026
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026

You Might Also Like