-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||     

HOME   ଜିଲ୍ଲା

ମମିତା ମେହେରଙ୍କ ବିଭତ୍ସ ହତ୍ୟା ଘଟଣା ପ୍ରତିବାଦରେ ବିଜେପି ପକ୍ଷରୁ ବାର ଘଣ୍ଟିଆ ସୁବର୍ଣ୍ଣପୁର ଜିଲ୍ଲା ବନ୍ଦ

28-Oct-2021



ସୁବର୍ଣ୍ଣପୁର,(ମନୋରଞ୍ଜନ ତ୍ରିପାଠୀ) -  ମମିତା ହତ୍ୟା କାଣ୍ଡ ଘଟଣା ନେଇ  ସାରା  ରାଜ୍ୟ ରେ  ଏବେ ବିଦ୍ରୋହ ର ସ୍ବର  ଉଠିଥିବା ବେଳେ ସୁବର୍ଣ୍ଣପୁର  ଜିଲ୍ଲା ରେ ଆନ୍ଦୋଳନକୁ ଯୋରଦାରକରିଛି ବିଜେପି । ଜୁନାଗଡ ବିଧାୟକ ତଥା ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ମନ୍ତ୍ରୀ ପଦରୁ ବହିଷ୍କାର ଓ ଗିରଫ ଏବଂ ଘଚଣାର ସି.ବି ଆଇ ତଦନ୍ତ ଦାବୀ ଓ ଅନ୍ୟ ମନ୍ତ୍ରୀ ମାନଙ୍କ ର ସଂଶ୍ଲିଟ ର ତଦନ୍ତ ଦାବୀ  ନେଇ ଆଜି ସୁବର୍ଣ୍ଣପୁର ଜିଲ୍ଲା  ବିଜେପି  ପକ୍ଷରୁ 12 ଘଣ୍ଟିଆ  ସୁବର୍ଣ୍ଣପୁର ଜିଲ୍ଲା ବନ୍ଦ ଡାକରା ଦେଇଛି ।l  ବନ୍ଦ ର ପ୍ରଭାବ ସକାଳୁ ସକାଳୁ ଦେଖିବାକୁ ମିଳିଛି ।ଫଳ ରେ ସୋନପୁର ସହର  ସମେତ ବଂ ବିଭିନ୍ନ ବ୍ଲକ ସଦର ମହକୁମା ମାନଙ୍କର   ଦୋକାନ ବଜାର ସରକାରୀ ଅଫିସ ସବୁ ବନ୍ଦ ରହିଛି । ବିଜେପି କର୍ମୀ ମାନେ ବିଭିନ୍ନ ସ୍ଥାନରେ  ପିକେଟିଂ କରି ଦୋକାନ ବଜାର ବ୍ୟବସାୟିକ ପ୍ରତିଷ୍ଠାନ ବନ୍ଦ କରି ଛନ୍ତି ।ସୋନପୁର ସହର ବ୍ଲକ ଛକ ,ବୁଢ଼ାରାଜା ଛକ  ଓ ତେଲ ବ୍ରିଜ  ଛକ   ରାସ୍ତାରେ ବିଜେପି  କର୍ମୀମାନେ ରାସ୍ତା ଅବରୋଧ କରିଥିଲେ ।ଫଳରେ ସୋନପୁର-ସମ୍ବଲପୁର, ସୋନପୁର-ବଲାଙ୍ଗୀର ଓ ସୋନପୁର-ବୌଦ୍ଧ  ରାସ୍ତାରେ  ଯାନବାହନ ଚଳାଚଳ ବନ୍ଦ ରହିଛି ।ବନ୍ଦ କୁ ଆଖି ଆଗରେ ରଖି ବ୍ୟାପକ ପୋଲିସ ମୃତୟନ କରାଯାଇଛି ।ବନ୍ଦ ଶାନ୍ତିପୂର୍ଣ୍ଣ  ଭାବରେ ଚାଲିଛି ।  ଜ଼ିଲ୍ଲା ବିଜେପି ସଭାପତି ପ୍ରମୋଦ ମହାପାତ୍ର, ବରିଷ୍ଟ ନେତା ବଳ ଦେବ ବେଦବାକ, ଙ୍କ ନେତୃତ୍ୱ ରେ ବହୁ  କର୍ମୀ ମହାନଦୀ ରାସ୍ତା ରେ  ଚକା ଜାମ କରି  ବନ୍ଦ ପାଳନ କରିଥିବା ବେଳେ  ତେଲନଦୀ ବ୍ରିଜ ଠାରେ  ଜ଼ିଲ୍ଲା ଏସ ସି ମୋର୍ଚ୍ଚା ସାଧାରଣ ସମ୍ପାଦକ ଅନନ୍ତ ନାରାୟଣ ପାଣିଗ୍ରାହୀ, ବାବୁଲୁ କୁମ୍ଭାର  ଏସ ସି ମୋର୍ଚା କାର୍ଯ୍ୟ କାରିଣୀ , ଶ୍ରୀକାନ୍ତ ପାଣିଗ୍ରାହୀ  ମୋର୍ଚ୍ଚା ସହ ସମ୍ପାଦକ,  ମୋର୍ଚ୍ଚା ସଦସ୍ୟ ନବଘନ ସାଗର ଓ ଲମ୍ବୋଧର ସୁନା  ପ୍ରମୁଖ  ସକ୍ରିୟ ସାମିଲ ହୋଇ  ରାସ୍ତା ରୋକ  କରି  ବନ୍ଦ ପାଳନ କୁ  ସଫଳ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026
  ଜିଲ୍ଲା  
ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ   05-Oct-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   05-Oct-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   05-Oct-2026
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026

You Might Also Like