-+91-9937148622 |
prerana_bgr@rediffmail.com |
Sunday 8th March 2026 |
R.N.I. Regd No. ODIODI/2010/46693
Breaking News
04-Nov-2020
କଟକ (ପ୍ରେରଣା ଖବର) - ମାନବପ୍ରେମୀ ଆଦିତ୍ୟ ଦାସ ମୁତ୍ଯୁ ମାମଲା। ହାଇକୋର୍ଟରେ ତଦନ୍ତ ରିପୋର୍ଟ ଦାଖଲ କରିପାରିଲାନି କ୍ରାଇମବ୍ରାଞ୍ଚ। ପୂର୍ବରୁ ମାମଲାର ଶୀଘ୍ର ତଦନ୍ତ ଶେଷ କରି ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ।ରିପୋର୍ଟ ଦାଖଲ କରିନପାରିବାରୁ ଅସନ୍ତୋଷ ପ୍ରକାଶ କଲେ ହାଇକୋର୍ଟ।
ଆସନ୍ତା ୧୧ ତାରିଖରେ ମାମଲାର ପୂର୍ଣ୍ଣାଙ୍ଗ ରିପୋର୍ଟ ଦାଖଲ କରିବାକୁ କ୍ରାଇମବ୍ରାଞ୍ଚକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ।