-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||     

HOME   ଜିଲ୍ଲା

ଜିଲ୍ଲା ଆଇନ ସେବା ପ୍ରାଧିକରଣ , ଢେଙ୍କାନାଳ ଦ୍ବାରା ଭିଜିଲାନ୍ସ ସଚେତନତା ସପ୍ତାହ ପାଳିତ

28-Oct-2021



 ଢେଙ୍କାନାଳ (ତାପସ ଦାସ) : ଢେଙ୍କାନାଳ ସିଭିଲକୋର୍ଟ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣ ଦ୍ବାରା ଭିଜିଲାନ୍ସସ ଚେତନତା ସପ୍ତାହ ପାଳିତ ହୋଇଯାଇଅଛି ।ଏହି ସଚେତନତା ସପ୍ତାହ ପାଳନ ସମାରହରେ ପ୍ରାଧିକରଣର ଅଧ୍ୟକ୍ଷ ତଥା ଜିଲ୍ଲା ଦୌରାଜଜ୍ ଶ୍ରୀ ଶରତ କୁମାର ଦେହୁରୀ ଅଧ୍ୟକ୍ଷତା କରି ନିଷ୍ଠାପର ଭାବରେ ସମର୍ପଣ ମନୋଭାବ ନେଇ କାର୍ଯ୍ୟ କରିବା ପାଇଁ ସିଭିଲ୍‌ କୋର୍ଟ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣର ସମସ୍ତ କର୍ମଚାରୀ ମାନଙ୍କୁ ଉପଦେଶ ଦେଇଥିଲେ । ଏହି ଶିବିରରେ ଅତିରିକ୍ତ ଜିଲ୍ଲାଜଜ୍ ତଥା ଫାଷ୍ଟଟ୍ରାକ୍‌ କୋର୍ଟ ଶ୍ରୀ ସୂର୍ଯ୍ୟମଣୀ ମହାପାତ୍ର , ପାରିବାରିକ ଅଦାଲତର ବିଚାରପତି ସୂର୍ଯ୍ୟନାରାୟଣ ଦ୍ବିବେଦି , ଅତିରିକ୍ତ ଜିଲ୍ଲାଜଜ୍ ତଥା ସ୍ପେସିଆଲ ଜଜ୍ ( ଭିଜିଲାନ୍ସ ) ଶ୍ରୀ ରଶ୍ମି ମୋହନ ଆଚାର୍ଯ୍ୟ , ଅତିରିକ୍ତ ଜିଲ୍ଲାଜଜ୍ ଶ୍ରୀ ରାଶୋର ମହାପାତ୍ର , ରେଜିଷ୍ଟ୍ରାର ସିଭିଲକୋର୍ଟ ଶ୍ରୀ ଚିନ୍ମୟ ମିଶ୍ର , ବରିଷ୍ଟ ଦେୱାନୀ ବିଚାରପତି ଶ୍ରୀ ସୁବାସ ଚନ୍ଦ୍ର ଧଳ , ଅତିରିକ୍ତ ବରିଷ୍ଟ ଦେୱାନୀ ଅଦାଲତ ବିଚାରପତି ଲୋପାମୁଦ୍ରା ପଣ୍ଡା , ବରିଷ୍ଟ ଦେୱାନୀ ଅଦାଲତ ( ଏଲ.ଆର.ଓ ଏଲ୍ . ଟି.ଭି ) ବିଚାରପତି ଶ୍ରୀ ସୁଶିଲ କୁମାର ସାହୁ , ବରିଷ୍ଟ ଦେୱାନୀ ବିଚାରପତି ( ମହିଳା ଅଦାଲତ ) ଶ୍ରୀମତୀ ସାବିତ୍ରୀ ନାୟକ , ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ସୁକାନ୍ତ କିଶୋର ଜେନା , ଉପଖଣ୍ଡ ବିଚାରବିଭାଗିୟ ମାଜିଷ୍ଟ୍ରେଟ ଶ୍ରୀମତି ସଂନ୍ଧ୍ୟା ରଥ , ପ୍ରଥମ ଶ୍ରେଣୀ ବିଚାରବିଭାଗିୟ ମାଜିଷ୍ଟ୍ରେଟ ଶ୍ରୀମୟୀ ନନ୍ଦ , ସିଭିଲ ଜଜ୍ ଅନ୍ ପ୍ରୋବେସନ ଗାର୍ଗୀ ରାୟ ଓ ଚନ୍ଦନ ଦେହୁରୀ ପ୍ରମୁଖ ଉପସ୍ଥିତ ଥିଲେ । ତତ୍ ସଙ୍ଗେ ସଙ୍ଗେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଓ ସିଭିଲ କୋର୍ଟ ଢେଙ୍କାନାଳର ସମସ୍ତ କର୍ମଚାରୀ ମାନଙ୍କୁ କାର୍ଯ୍ୟ ସପାଂଦନ ସମୟରେ ସାଧୁତା ଓ ସନ୍ତୋଟତା ବଜାୟ ରଖିବାକୁ ଜିଲ୍ଲା ଦୌରାଜଜ୍ ତଥା ପ୍ରାଧିକରଣର ଅଧ୍ୟକ୍ଷ ଶପଥ ପାଠକରାଇଥିଲେ । ଏହା ସହିତ ଜିଲ୍ଲାର ସମସ୍ତ ଗାଁ ରୁ ଗାଁ ଜିଲ୍ଲା ଆଇନ ସେବା ପ୍ରାଧିକରଣର PLVs ମାନେ ଜାଇ ଆଇନ ସଚେତନତା କରାଉଛନ୍ତି । ଏହି କାର୍ଯ୍ୟକ୍ରମରେ ଲୋକ ମାନଙ୍କୁ ଜିଲ୍ଲା ଓ ରାଜ୍ୟ ଆଇନ୍ ସେବା ପ୍ରାଧିକାରଣ କର୍ଯ୍ୟକାରିତା ଓ କନ ଉପଯୋଗି ସେବା ବିଷୟରେ ବିଷଦ ଭାବରେ ବୁଝାଯାଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   05-Oct-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   05-Oct-2026
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026

You Might Also Like