-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||     

HOME   ରାଜ୍ୟ

ଗ୍ରୀଡ଼କୋକୁ ରିଲାଏନ୍ସ କମ୍ପାନୀ ଦେବ ୪ହଜାର ୨୩୪ କୋଟି ଟଙ୍କାର କ୍ଷତିପୂରଣ

29-Oct-2021



ଭୁବନେଶ୍ବର (ପ୍ରେରଣା ଖବର) ଦୀର୍ଘ ଦିନ ଧରି ଚାଲିଥିବା ଅଦାଲତ ମାମଲାରେ ପଡ଼ିଛି ପୂର୍ଣ୍ଣଛେଦ । ରାଜ୍ୟରେ ବିଦ୍ୟୁତ ବିତରଣ ଘରୋଇକରଣ ହେବା ପରେ ଏପ୍ରିଲ ୧୯୯୯ରୁ ଏହି ଦାୟିତ୍ବ ନେଇଥିଲା ରିଲାଏନ୍ସ-ଇନଫ୍ରା । ଉଦ୍ଦେଶ୍ୟ ଥିଲା, ସୁଦୃଢ ଭିତ୍ତିଭୂମି ପ୍ରସ୍ତୁତ କରିବା ଏବଂ ଗ୍ରାହକଙ୍କୁ ଉନ୍ନତ ମାନର ବିଦ୍ୟୁତ ସେବା ଯୋଗାଇବା । ହେଲେ ରାଜ୍ୟବାସୀଙ୍କୁ ଏସବୁ ଯୋଗାଇବାରେ ବିଫଳ ହୋଇଥିଲା ରିଲାଏନ୍ସ କମ୍ପାନୀ । ଗ୍ରୀଡ଼କୋ ଅଧିନରେ ସାଉଥକୋ, ଓ୍ବେସ୍କୋ ଓ ନେସ୍କୋ ତିନୋଟି ବିତରଣ କମ୍ପାନୀ ରିଲାଏନ୍ସ କମ୍ପାନୀ ଚଲାଉଥିଲା । ବୁଝାମଣା ଅନୁସାରେ ରିଲାଏନ୍ସ ହାତରେ ୫୧ ପ୍ରତିଶତ ଅଂଶଧନ ଥିବା ବେଳେ ଗ୍ରୀଡ଼କୋ ପାଖରେ ୪୯ ପ୍ରତିଶତ ସେୟାର ଥିଲା । ହେଲେ ଯେଉଁ ଉଦ୍ଦେଶ୍ୟରେ ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗଙ୍କ ନିର୍ଦ୍ଦେଶ କ୍ରମେ ଗ୍ରୀଡ଼କୋ ରିଲାଏନ୍ସ କମ୍ପାନୀକୁ ଏହି ଦାୟିତ୍ବ ଦେଇଥିଲା, ତାହାର ସୁଫଳ ମିଳିନଥିଲା । ଏପରିକି ଚୁକ୍ତିନାମାକୁ ଉଲ୍ଲଙ୍ଘନ ବି କରିଥିଲା ରିଲାଏନ୍ସ । ଯେଉଁଥିପାଇଁ ରିଲାଏନ୍ସ-ଇନଫ୍ରା ର ତିନୋଟି ଲାଇସେନ୍ସକୁ ୨୦୧୫ରେ ରଦ୍ଦ କରିଥିଲେ ଓଇଆରସି । ହେଲେ ୧୫ ବର୍ଷ ଧରି ବିଦ୍ୟୁତ ବିତରଣ ଦାୟିତ୍ବରେ ଥିବା ରିଲାଏନ୍ସ କମ୍ପାନୀର ମନମାନୀ ଯୋଗୁଁ ଗ୍ରୀଡ଼କୋ ଅନେକ କ୍ଷତି ସହିଥିଲା । ନା କୌଣସି ଭିତ୍ତିଭୂମି ପ୍ରସ୍ତୁତ କରିଥିଲା ନା ଗ୍ରାହକଙ୍କୁ ଉନ୍ନତ ମାନର ସେବା ଯୋଗାଇଥିଲା । ଚୁକ୍ତିନାମାର ଖିଲାପ କରିଥିବାରୁ କ୍ଷତିପୂରଣ ରାଶି ବାବଦକୁ ରିଲାଏନ୍ସ ଠାରୁ ୪ହଜାର ୨୩୪କୋଟି ଟଙ୍କା କ୍ଲେମ କରିଥିଲା ଗ୍ରୀଡ଼କୋ । ଓଇଆରସି ମଧ୍ୟ ଏହା ସପକ୍ଷରେ ରାୟ ଦେଇଥିଲେ । ହେଲେ ରିଲାଏନ୍ସ ଏହା ବିରୋଧରେ ଜାତୀୟ ବିଦ୍ୟୁତ ନିୟାମକ ଆୟୋଗ ଏବଂ ସୁପ୍ରିମ କୋର୍ଟକୁ ବି ଯାଇଥିଲା । ହେଲେ ଉଭୟ ଜାଗାରେ ରିଲାଏନ୍ସର ଯୁକ୍ତି କାଟ ଖାଇବା ସହ ଓଇଆରସିର ରାୟ କାଏମ ରହିଥିଲା । ଏବେ ଏହି ମାମଲାର ଚୁଡ଼ାନ୍ତ ଶୁଣାଣୀ କରି ଗ୍ରୀଡ଼କୋକୁ ରିଲାଏନ୍ସ ୪୨୩୪କୋଟି ୮ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ବୋଲି ଗ୍ରୀଡ଼କୋର ଓକିଲ ପ୍ରଦୀପ୍ତ ମହାନ୍ତି ସୂଚନା ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026

You Might Also Like