-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||     

HOME   ରାଜ୍ୟ

ନିର୍ଭୟା ମାମଲା ଠୁ ଅଧିକ ଗୁରୁତର ମମିତା ମେହେର ହତ୍ଯା ମାମଲା,ଓଡିଶା ରେ ଏହା ଆଶ୍ଚର୍ଯ୍ୟ ର ବିଷୟ ବୋଲି କହିଲେ କଂଗ୍ରେସ ରାଷ୍ଟ୍ରୀୟ ସାଧାରଣ ପ୍ରଭାରୀ, ଆବଶ୍ୟକ ହେଲେ ମୁଁ କଳା କୋର୍ଟ ପିନ୍ଧିବି: ନରସିଂହ ମିଶ୍ର

29-Oct-2021



କଣ୍ଟାବାଞ୍ଜି(ପ୍ରେରଣା ଖବର) : ମହାଲିଙ୍ଗ ସନସାଇନ ସ୍କୁଲ ଅଧ୍ୟକ୍ଷା ମମିତା ମେହେରଙ୍କ ହତ୍ୟା ପରେ ତାଙ୍କ ଗାଁ ଝରଣୀକୁ ଗତକାଲି କଂଗ୍ରେସ ଦଳର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ରଣଦୀପ ସିଂ ସୁର୍ଜେ୍ୱାଲା, ରାଜ୍ୟ କଂଗ୍ରେସ ପ୍ରଭାରୀ   ଡ଼ଚେଲା କୁମାର, କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ହେଲିକେପ୍ଟରଯୋଗେ କଣ୍ଟାବାଞ୍ଜି ଠାରେ ଓହ୍ଲାଇ ଝରଣୀ ଗାଁ ଅଭିମୁଖେ  ଯାଇଥିଲେ, ଝରଣୀରେ ମୃତାଙ୍କ ପରିବାର ବର୍ଗଙ୍କୁ ସାକ୍ଷାତ କରି ସାନ୍ତ୍ୱନା ଦେଇଛନ୍ତି । ତୁରକେଲା ଥାନା ଅନ୍ତର୍ଗତ ଝରନି ଗ୍ରାମ ର ମମିତାଙ୍କ ମୃତଦେହ ଖେଳ ପଡିଆରୁ ଉଦ୍ଧାର ନେଇ ଏହା ନିର୍ଭୟା ଘଟଣା ରୁ ଅଧିକ ଗୁରୁତର ବୋଲି ତୀଵ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି ଟିମ ଅଧ୍ୟକ୍ଷ । ସାରା ଭାରତ ର ଓଡିଶା ରାଜ୍ୟ ରେ ଜଣେ ଗୃହ ମନ୍ତ୍ରୀ ଙ୍କ ସମ୍ପୁକ୍ତି ଅଭିଯୋଗ ଆସିବା ପରେ ତୁରନ୍ତ ପଦକ୍ଷେପ ନିଆଯିବା ତ ଦୂରର କଥା ପ୍ରମାଣ ପତ୍ର ସତ୍ୱେ ଅଭିଯୁକ୍ତ ଙ୍କୁ ଗିରଫ ନ କରିବା ଆଶ୍ଚର୍ଯ୍ୟ ର ଘଟଣା । ଅନ୍ୟ ରାଜ୍ୟରେ କେବଳ ସତ୍ୟା, ସତ୍ୟ ଦୂରର କଥା ଜଣେ ଅଭିଯୋଗ ଆସିବା ମାତ୍ରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ହୋଇଥାଏ । ଦିନ ଗଡେଇ ଜଣଙ୍କୁ ଜେଲ କରିଦେଇ ନିନ୍ଦନୀୟ ନୀତି ଏହି ରାଜ୍ୟରେ କିପରି ସମ୍ଭବ ହୋଇଛି ବୋଲି ପ୍ରଶ୍ନ କରିଛନ୍ତି । ସେହିପରି ପୂର୍ବତନ ଆଇନ ମନ୍ତ୍ରୀ ତଥା ବିରୋଧୀ ଦଳ ନେତା ବିଧାୟକ ନରସିଂହ ମିଶ୍ର ଏ ନେଇ ମୁ ପୁନଃ କଳା କୋର୍ଟ ପିନ୍ଧିବି କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026

You Might Also Like