-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||     

HOME   ଜିଲ୍ଲା

ବର୍ଜ୍ୟବସ୍ତୁ ପରିଚାଳନା ନିମନ୍ତେ ସମସ୍ତ ପୌରସଂସ୍ଥା ଗୁଡିକ ଏବଂ ୩୩ ଗୋଟି ଆଇ.ଟି.ଆଇ ମଧ୍ୟରେ ବୁଝାମଣା ପତ୍ର ସ୍ୱାକ୍ଷରିତ  

29-Oct-2021



ଭୁବନେଶ୍ବର (ପ୍ରେରଣା ଖବର) ରାଜ୍ୟର ୧୧୪ ଟି  ପୌରାଚଂଳରେ ପ୍ରତିଷ୍ଠା କରାଯାଇଥିବା ସମ୍ପଦ କେନ୍ଦ୍ର ଏବଂ ଜୈବିକ ଖତ କେନ୍ଦ୍ର ମାନଙ୍କରେ ବ୍ୟବହୃତ ହେଉଥିବା ସରଞ୍ଜାମ ଗୁଡିକର ରକ୍ଷଣାବେକ୍ଷଣ ଓ ମରାମତି ସହିତ ନିରନ୍ତର ବର୍ଜ୍ୟବସ୍ତୁ ପରିଚାଳନା ନିମନ୍ତେ ସମସ୍ତ ପୌରସଂସ୍ଥା ଗୁଡିକ ଏବଂ ୩୩ ଗୋଟି ଆଇ.ଟି.ଆଇ ମଧ୍ୟରେ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି । 

 ୫-ଟି ମନ୍ତ୍ର ଆଧାରରେ ବିଗତ କିଛି ବର୍ଷ ମଧ୍ୟରେ ସହରାଚଂଳ ମାନଙ୍କରେ ବର୍ଜ୍ୟବସ୍ତୁ ପରିଚାଳନା ପାଇଁ ସମ୍ପଦ କେନ୍ଦ୍ର ପ୍ରତିଷ୍ଠା , ମାଇକ୍ରୋ କମ୍ପୋଷ୍ଟ କେନ୍ଦ୍ର ପ୍ରତିଷ୍ଠା ଏବଂ ମିଶନ ଶକ୍ତିର ମହିଳା ସ୍ୱୟଂସହାୟକ ଗୋଷ୍ଠାମାନଙ୍କ ଦ୍ୱାରା ଏହି ସବୁ କେନ୍ଦ୍ର ଗୁଡିକର ପରିଚାଳନା କରାଇ  ଓଡିଶା ଦେଶର ଏକ ଅଗ୍ରଣୀ ରାଜ୍ୟ ଭାବେ ପରିଗଣିତ ହୋଇଛି ।

ଏହି ସବୁ କେନ୍ଦ୍ରଗୁଡିକର ସୁପରିଚାଳନା ପାଇଁ ବ୍ୟାଟେରି ଚାଳିତ ଗାଡି ଓ ଅନ୍ୟାନ୍ୟ ଯନ୍ତ୍ରପାତିର ଆବଶ୍ୟକତା ରହିଛି । ସେହି ସବୁ ଗାଡି ଓ ଯନ୍ତ୍ରପାତି ଗୁଡିକର ନିୟମିତ ରକ୍ଷଣା ବେକ୍ଷଣ ଜରୁରୀ ଯାହା ସେହି କମ୍ପାନୀମାନେ ଠିକ୍ ସମୟରେ ଏବଂ ସ୍ଥାନୀୟ ଭାବେ ଯୋଗାଇବା ସମ୍ଭବ ହେଉ ନାହିଁ । ଏହି ସବୁ ଗାଡି ଏବଂ ଯନ୍ତ୍ରପାତି ଗୁଡିକର ରକ୍ଷଣା ବେକ୍ଷଣକୁ ସହଜ କରିବା ପାଇଁ ଆମର ନଗର ଉନ୍ନୟନ ବିଭାଗ ଏବଂ ଦକ୍ଷତା ବିକାଶ ଓ ବୈଷୟୀକ ଶିକ୍ଷା ବିଭାଗର ନିର୍ଦ୍ଦେଶାଳୟ ସ୍ଥରରେ ବୁଝାମଣା ସ୍ୱାକ୍ଷରିତ ହୋଇଛି । ସେହିପରି ରାଜ୍ୟରେ ଥିବା ସମସ୍ତ ପୌରାଚଂଳ ଓ ଆ.ଟି.ଆଇ ମାନଙ୍କ ମଧ୍ୟରେ ମଧ୍ୟ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି ।

 ଆମର ନିଜସ୍ୱ ଉପଲବ୍ଧ ସମ୍ବଳରେ ଏହି ବ୍ୟବସ୍ଥା କରାଯିବା ସହିତ ଆଇ.ଟି.ଆଇ ଗୁଡିକର ସ୍ଥାୟୀ ଆର୍ଥିକ ଆୟ ହୋଇପାରିବ ।

 ଏହି କାର୍ଯ୍ୟକ୍ରମ ଅବସରରେ ରାଜ୍ୟର ୧୧୪ ପୌରାଚଂଳ ସହିତ ୩୩ ଟି ଆଇ.ଟି.ଆଇ ସହବନ୍ଧିତ ହୋଇଛନ୍ତି ।

ଜିଲ୍ଲା ସ୍ତରରେ ଜିଲ୍ଲାପାଳ ମାନଙ୍କ ଉପସ୍ଥିତିରେ ମ୍ୟୁନିସପାଲିଟି ଓ ଏନ୍‌.ଏ.ସି ଗୁଡିକର ନିର୍ବାହୀ ଅଧିକାରୀ , ମହାନଗର ନିଗମଗୁଡିକର କମିଶନର କିମ୍ବା ତାଙ୍କ ପ୍ରତିନିଧି ମାନେ ଆଇ.ଟି.ଆଇ ଅଧ୍ୟକ୍ଷ ମାନଙ୍କ ସହିତ ବୁଝାମଣାପତ୍ର ସ୍ୱାକ୍ଷର କରିଛନ୍ତି ।

 ଏହା ଫଳରେ ରାଜ୍ୟର ସହରାଚଂଳମାନଙ୍କରେ ବର୍ଜ୍ୟ ବସ୍ତୁ ପରିଚାଳନା କ୍ଷେତ୍ରରେ ବୈପ୍ଲବିକ ପରିବର୍ତନ ଆସିପାରିବ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ସ୍ୱପ୍ନ “ସ୍ୱଚ୍ଛ ଓଡିଶା ସୁସ୍ଥ ଓଡିଶା” କୁ ସାକାର କରାଯାଇ ପାରିବ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026

You Might Also Like