-+91-9937148622 |
prerana_bgr@rediffmail.com |
Sunday 8th March 2026 |
R.N.I. Regd No. ODIODI/2010/46693
Breaking News
04-Nov-2020
ରାଉରକେଲା (ପ୍ରେରଣା ଖବର) - ପାନପୋଷ ରେଲୱେ ଓଭରଵ୍ରୀଜ ନିକଟସ୍ଥ ବ୍ରାହ୍ମଣୀ ନଦୀରୁ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର। ମୃତ୍ୟୁର କାରଣ ଅସ୍ପଷ୍ଟ। ରଘୁନାଥ ପାଲି ଥାନା ପୋଲିସ ପକ୍ଷରୁ ତଦନ୍ତ ଆରମ୍ଭ। ମୃତ ଯୁବତୀ ଛେଣ୍ଡ ଅଞ୍ଚଳର ହୋଇଥିବା ପୋଲିସ ପକ୍ଷରୁ ସୁଚନା।