-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||     

HOME   ଜିଲ୍ଲା

ଡେଙ୍ଗ ବିଦ୍ୟାଳୟରେ ଶିକ୍ଷକ ଅଭିଭାବକ ବୈଠକ

29-Oct-2021



ସଇଁନ୍ତଲା,(ପ୍ରେରଣା ଖବର ): ସଇଁନ୍ତଲା ବ୍ଲକ ଅନ୍ତର୍ଗତ ଡେଙ୍ଗ ସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ  ଶିକ୍ଷକ ଅଭିଭାବକ ବୈଠକ ଅନୁଷ୍ଠିତ ହୋଇଛି । ବିଦ୍ୟାଳୟର ପ୍ରଧାନଶିକ୍ଷକ ଚାଣ୍ଡାଳ ମିଶ୍ରଙ୍କ ପ୍ରତ୍ୟକ୍ଷ ତତ୍ବାବଧାନ

କାର୍ଯ୍ୟକ୍ରମରେ ବ୍ଲକ କଲୋନୀ ସିଆରସିସି ଅଗସ୍ତି ଦୀପ ଯୋଗଦାନ କରିଥିଲେ ।ସରକାରୀ ବିଜ୍ଞପ୍ତି ଅନୁସାରେ ନୂତନ ଶିକ୍ଷା କମିଟି ଗଠନ ପାଇଁ ଜିଲ୍ଲା ଶିକ୍ଷାଅଧିକାରଙ୍କ ନିର୍ଦ୍ଦେଶକ୍ରମେ ୧୯ଜଣ କର୍ମକର୍ତ୍ତାଙ୍କୁ ଚୟନ କରି ନୂତନ କମିଟି ଗଠନ କରାଯାଇଥିଲା । ଉକ୍ତ କମିଟିରେ ୧୨ଜଣ ସଭ୍ୟ/ ସଭ୍ୟା ନିର୍ବାଚିତ ହୋଇଥିବା ବେଳେ ୭ଜଣ ମନୋନୀତ ସଭ୍ୟ କମିଟିରେ ରହିଥିବା ପ୍ରକାଶ । ପରେ କମିଟିର ସଭାପତି ପଦ ପାଇଁ ଚୟନ କରାଯିବ ବୋଲି ସୂଚନା ମିଳିଛି । ସ୍କୁଲର ବହୁ ଅଭିଭାବକଙ୍କ ଉପସ୍ଥିତିରେ କମିଟି ଗଠନ କରାଯାଇଥିଲା ।  ସ୍କୁଲରେ

ଡେଙ୍ଗ,ବୁର୍ଡା, ଛାକୋରବାଞ୍ଝି, ସିଲେଟପଡା, ଧୁନକେଡା,  ବ୍ରାହ୍ମଣୀ,ବେନିଅଁବନ୍ଧ ପ୍ରଭୃତି ଗ୍ରାମର ଛାତ୍ରଛାତ୍ରୀ ଅଧ୍ୟୟନ କରୁଛନ୍ତି ।ଶିକ୍ଷକ ଆଦିତ୍ୟ ରାଣା , ସୁଦର୍ଶନ ଦାଶ,  ହିମାଂଶୁ ଶେଖର ବିଶ୍ବାଳ, ରାମ ନାରାୟଣ ଦାଶ, ଶିକ୍ଷୟିତ୍ରୀ ରେଣୁକା ସାହୁ, ଦ୍ରୌପଦୀ ଭୋଇ, ଯଶୋବନ୍ତୀ ସୁନା, ଗାୟତ୍ରୀ ବାରିକ, କାନ୍ତୀ ଭୋଇ ପ୍ରମୁଖ ଉପସ୍ଥିତ ଥିଲେ।   କାର୍ଯ୍ୟକ୍ରମକୁ  ଶିକ୍ଷକ  ବିଶ୍ବନାଥ ମେହେର ପରିଚାଳନା କରିଥିଲା ବେଳେ ଶିକ୍ଷକ ଲିଙ୍ଗରାଜ ନନ୍ଦ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026

You Might Also Like