-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଦିନ ପାଇଁ ତହଁକ କୁଟୁମ୍ ତରଫରୁ କବିତା ଆସର- ଦିଲ୍ଲିରୁ ପଲ୍ଲି ପର୍ଯ୍ୟନ୍ତ ଏ ଦିନଟି ସମସ୍ତଙ୍କ ପାଇଁ ମନେ ରହିବ

29-Oct-2021



ବଲାଙ୍ଗିର(ପ୍ରେରଣା ଖବର) ସ୍ଥାନୀୟ ଯାଦବ ଭବନ ଠାରେ ତହଁକ କୁଟୁମ୍ ତରଫରୁ ନଭେମ୍ବର ୦୧ ବଲାଙ୍ଗିର ଉଦ୍ଦେଶ୍ୟରେ ଏକ କବିତା ଆସର ଅନୁଷ୍ଠିତ ହୋଇଯାଇଛି । ନାଟ୍ୟକାର ଅରବିନ୍ଦ ବାଗଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ ଲୋଇସିଂହା ବିଧାୟକ ଡ. ମୁକେଶ ମହାଲିଙ୍ଗ ଯୋଗଦେଇ ଆଗାମୀ ଦିନ ରେ ସ୍ମରଣ ହିଁ ରହିଯିବ ବଲାଙ୍ଗିର ଦିନ୍ । ଦିଲ୍ଲୀର ୁପଲ୍ଲୀ ପର୍ଯ୍ୟନ୍ତ ଏ ଦିନଟି ସମସ୍ତଙ୍କ ପାଇଁ ମନେ ରହିବ, କଳା ଓ ସଂସ୍କୃତିର ପେଣ୍ଠସ୍ଥଳୀ ଏହି ବଲାଙ୍ଗିର ଆଗାମୀ ଦିନଟି ମନେ ରହିବ ବୋଲି ନିଜ ବକ୍ତବ୍ୟରେ କହିଥିଲେ । ଦିଗାମ୍ବର ନାଏକ, ଦିଲିପ କୁମାର ସିଂହଦେଓ, ଗୋପୀନାଥ ଦଣ୍ଡସେନା ମଞ୍ଚାସୀନ

ଥିଲେ ।  ଅତିଥିମାନେ ବଲାଙ୍ଗିର କଳା ସାହିତ୍ୟ, ସଂସ୍କୃତି ପରଂପରା ଉପରେ ବିଶେଷ ଆଲୋଚନା କରିଥିଲେ । କବି ଅର୍ଜୁନ କୁମାର ସାହୁ ସ୍ୱାଗତ ଭାଷଣ ଦେଇଥିବା ବେଳେ ସଂପାଦକ ରାଜେଶ ଦଣ୍ଡସେନା ଅତିଥି ପରିଚୟ ପ୍ରଦାନ କରିଥିଲେ । ବଲାଙ୍ଗିର ଦିନ୍ କମିଟିର ଉପାଧ୍ୟକ୍ଷ ବିନୋଦ କାଲସାଏ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ । ଅନୁପ୍ରିୟା ମିଶ୍ର ଏବଂ ଅନନ୍ତ ବିଶ୍ୱାଲଙ୍କ ସଂଯୋଜନାରେ କବିତା ଆସର ହୋଇଥିଲା । ଏହି କବିତା ଆସରରେ ବିଭିନ୍ନ ଅଂଚଳରୁ ଶତାଧିକ କବି ସ୍ୱରଚିତ କବିତା ପାଠ କରିଥିଲେ । କାର୍ଯ୍ୟକ୍ରମକୁ ରୁକ୍ମଣ ବିଶ୍ୱାଲ, ମନୋଜ ମହାନନ୍ଦ, କବିତା ମିଶ୍ର, ବଲାଙ୍ଗିର ଦିନର ଆୟୋଜକ କମିଟି ଅଧ୍ୟକ୍ଷ ଅଙ୍କୁଶ ପାଣ୍ଡିଆ,  ବିନୋଦ କାଲସାଏ, ସଂପାଦକ ପ୍ରଶାନ୍ତ ମହାକୁର, ଆବାହକ ଜୟକୃଷ୍ଣ ମିଶ୍ର, ଦିନେଶ କୁମାର ଶର୍ମା, ସନ୍ତୋଷ ସାହୁ ପ୍ରମୁଖ ସହଯୋଗ କରିଥିଲେ । ଶେଷରେ ରିଲୁ ରଥ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026

You Might Also Like