-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||     

HOME   ଜିଲ୍ଲା

ଗୁଜୁରାଟ ପରିଦର୍ଶନପାଇଁ ଭାରତୀୟ ରେଳବିଭାଗ ପକ୍ଷରୁ ସ୍ୱତନ୍ତ୍ର ଟ୍ରେନ

29-Oct-2021



ସୋନପୁର(ମନୋରଞ୍ଜନ ତ୍ରିପାଠୀ) :ଭାରତୀୟ ରେଲୱେ କେଟରିଙ୍ଗ ଓ ଟୁରିଜିମ୍ କର୍ପୋରେସନ ଦ୍ୱାରା ଆସନ୍ତା ୨୮/୧୧/୨୧ତାରିଖରୁ  ପିଲିଗ୍ରୀମ୍ ସ୍ପେସାଲ ଟୁରିଜିମ୍ ଟ୍ରେନ୍ ନାମରେ ଏକ ସ୍ୱତନ୍ତ୍ର ଟ୍ରେନ ଗୁଜରାଟ ପାଇଁ ପ୍ରସ୍ତୁତ ହୋଇଥିବାର ଏଖ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି ଭୂବନେଶ୍ୱର ସ୍ଥିତ ରିଜିଓନାଲ୍ ମେନେଜର ଡ଼ଃ କ୍ରାନ୍ତି

ପି ସାୱରକର।ଉକ୍ତ ଟ୍ରେନଟି ଗୁଜୁରାଟ ର ବିଭିନ୍ନ ପର୍ଯ୍ୟଟନ ସ୍ଥଳୀ ଦର୍ଶନ କରାଇବା ସହ ସୋମନାଥ ମନ୍ଦିର,, 
ଦ୍ୱ।ରିକା,ନାଗେଶ୍ୱର ମନ୍ଦିର, ବିଟ୍ ଦ୍ୱ।ରିକା,ଅହମ୍ମଦାବାଦ,ଷ୍ଟାଚ୍ୟୁ ଅଫ ୟୁନିଟି ଏପରିକି ଯାତ୍ରା ସମୟରେ ଯାତ୍ରୀ ଙ୍କ ରାତ୍ରି ରହଣି ପାଇଁ ଉଭୟ ଷ୍।ଣ୍ଡାର୍ଡ଼ ଓ କମ୍ଫର୍ଟ ଯାତ୍ରୀ ଙ୍କ ପାଇଁ ହୋଟେଲରେ ବ୍ୟବସ୍ଥା ସହ ଦିନକୁ ଦୁଇଓଳି ଟିଫିନ ଓ ସାକାହାରୀ ଭୋଜନ ବ୍ୟବସ୍ଥା ରହିଥିବା ବେଳେ କେବଳ ଏଥିପାଇଁ ଷ୍ଟାଣ୍ଡାର୍ଡ଼ କୃଟାଗୁରୀ ପାଇଁ ୧୦.୪୦୦ ଟଙ୍କା ରଖାଯାଇଥିବା ବେଳେ କମ୍ଫର୍ଟ ପାଇଁ  ୧୭.୩୩୦ ଟଙ୍କା

ରଖାଯାଇଛି ଯାହାକି ଆର୍ଥିକ ଦୃଷ୍ଟିରୁ ଅତି ସ୍ୱଳ୍ପ ହୋଇଥିବାବେଳେ ବିସ୍ତାରିତ ଭାବରେ ଅନେକ ଦର୍ଶନୀୟ ସ୍ଥାନ ପରିଭ୍ରମଣ ର ପର୍ଯ୍ୟାପ୍ତ ସୁଯୋଗ ରହିଥିବା ଉକ୍ତ ଖବରଦାତା ସମ୍ମିଳନୀ ରେ ରେଲୱେ ବିଭାଗ ତରଫରୁ ପ୍ରକାଶ କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026
  ଜିଲ୍ଲା  
ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   03-Oct-2026

You Might Also Like