-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||     

HOME   ଜିଲ୍ଲା

ଢେଙ୍କାନାଳରେ ମା ଲକ୍ଷ୍ମୀଙ୍କର ଭାଷାଣି ଉସ୍ଛବ ଆରମ୍ଭ

29-Oct-2021



ଢେଙ୍କାନାଳ (ତାପସ ଦାସ) :ଆଜି ଧରାପୃଷ୍ଠରୁ ବିଦାୟ ନେଉଛନ୍ତି ମା ଲକ୍ଷ୍ମୀ । ଢେଙ୍କାନାଳ ଲକ୍ଷ୍ମୀପୁଜାର ମଉଡମଣି ବୁଲାଉଥିବା ମିନା ବଜାର ଠାରେ ଆଜି ସକାଳୁ ଢେଙ୍କାନାଳ ଜିଲ୍ଲାପାଳ ସରୋଜ କୁମାର ସେଠୀ ନଡ଼ିଆ ଭାଙ୍ଗି ଭାଷାଣି କୁ ଆରମ୍ଭ କରିଥିଲେ । କୋରନା ନୀତିନିୟମ ଅନୁସାରେ କେବଳ ଘଣ୍ଟ, ଶଙ୍ଖ ରେ ମାଙ୍କୁ ବିଦାୟ ଦିଆଯାଉଛି । ବିଭିନ୍ନ ପୂଜା ବଜାର ର ସଦସ୍ୟ ମାନେ କୋରନା ନୀତିନିୟମ କୁ ମାନି ମାଙ୍କୁ ବିଦାୟ ଦେଉଛନ୍ତି । ଦୀର୍ଘ 10ଦିନ ଧରି ଚାଲିଥିବା ଲକ୍ଷ୍ମୀପୂଜା ର ଆଜି ଭଷାଣି ଉସ୍ଛବ ପାଳିତ ହୋଇଯାଇଛି । ଢେଙ୍କାନାଳର 38ଟି ମଣ୍ଡପରେ ପୂଜା ପାଇ ଆସୁଥିଲେ ମା ଲକ୍ଷ୍ମୀ । ଢେଙ୍କାନାଳର ପୌରପାଳିକା ତରଫରୁ ନିଷ୍ପତି ନିଆଯାଇଥିବା ପୁଷ୍କରିଣୀ ମାନଙ୍କରେ ମାଙ୍କୁ ବିସର୍ଜନ କରିବାର ବ୍ୟବସ୍ଥା କରାଯାଇଥିଲା ଯେଉଁଠି କି ମା ଲକ୍ଷ୍ମୀଙ୍କୁ ବିସର୍ଜନ କରାଯାଇଛି । ମିଳିତ ପୂଜା ବଜାର କମିଟିର ସଦସ୍ୟ, ପୋଲିସ ପ୍ରଶାସନ ଏବଂ ପୂଜା କମିଟିର ସଦସ୍ୟ ମାନଙ୍କର ସହଯୋଗରେ ଏହି ଭଷାଣୀ ଉସ୍ଛବ ସୁରୁଖୁରୁରେ ସମାପ୍ତ ହୋଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026
  ଜିଲ୍ଲା  
ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   03-Oct-2026

You Might Also Like