-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||     

HOME   ଜିଲ୍ଲା

ପାଟଣାଗଡ : ଶୋଷ ମେଣ୍ଟାଇବା ଲୋକ ମଧ୍ୟ ଶୋଷଣ ଶିକାର ହୋଇ ପ୍ରଶାସନକୁ ଗୁହାରି

29-Oct-2021



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ) ସରକାର କୋଟି କୋଟି ଟଙ୍କା ବିନିଯୋଗ କରି ଖରାଦିନେ ବାଟୋଇ ମାନଙ୍କ ପାଇଁ ଜଳଛତ୍ର ଖୋଳିବାକୁ ବ୍ଳକ ଜରିଆରେ ପଞ୍ଚାୟତ ମାନଙ୍କୁ ଆଦେଶ ଦେଇଛନ୍ତି। କିନ୍ତୁ ବ୍ଳକ ପ୍ରଶାସନ ଏବଂ ପଞ୍ଚାୟତ ଅଧିକାରୀ ମାନଙ୍କ ଦ୍ବାରା କିଛି ନା କିଛି ଆତ୍ମସାତ ହେଉଥିବା ଶୁଣିବାକୁ ମିଳେ। ସୂଚନାଯୋଗ୍ୟ ଯେ ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ବ୍ଳକ ଅନ୍ତର୍ଗତ ଭରତବାହାଲ ପଞ୍ଚାୟତ ରେ ଜଳଛତ୍ର ଦେଇଥିବା ଲୋକ ମାନଙ୍କୁ ଛଅ ମାସ ବିତିଯାଇଥିଲେ ସୁଦ୍ଧା ଆଜି ପର୍ଯ୍ୟନ୍ତ ତାଙ୍କର ପାରିଶ୍ରମିକ ପାଉଣା ମିଳିନଥିବା ଜଣାପଡିଛି। ଉକ୍ତ ପଞ୍ଚାୟତ ର ଦେବାର୍ଚନ ବାଗ ଭରତବାହାଲ, ବେଣୁଧର ନାଏକ, ରତ୍ନା ତ୍ରିପାଠୀ,ଲାଲଚି ବିଶି ଠେଲକୋଛାପର,ସାର୍ଦୁଲ ଭୋଇ ଚମ୍ପାସର, ଫକିର ଜାଲ ମୁନ୍ଦଲସର ଏମାନେ ଚଳିତ ବର୍ଷ ଗ୍ରୀଷ୍ମ କାଳରେ ପାଣିଛତ୍ର ଦେଇ ଲୋକଙ୍କୁ ପାଣି ଯୋଗାଇ ଥିଲେ। ଅପ୍ରେଲ ୧ ରୁ ଜୁନ ୧୫ ପର୍ଯ୍ୟନ୍ତ ଦେଇଥିବା ବେଳେ ଏମାନଙ୍କ ପାରିଶ୍ରମିକ ଟଙ୍କା ଆଜି ପର୍ଯ୍ୟନ୍ତ ପାଇନାହାନ୍ତି। ଅନେକ ଥର ପଞ୍ଚାୟତ ସରପଞ୍ଚ ମମତା ମହାଲିଙ୍ଗ ଓ କାର୍ଯ୍ୟ ନିର୍ବାହୀ ଅଧିକାରୀ ଗୋବିନ୍ଦ ଚନ୍ଦ୍ର ମିଶ୍ର ଜଣାଇଥିଲେ ମଧ୍ୟ ସେମାନେ କର୍ଣ୍ଣପାତ କରୁନାହାନ୍ତି।ଏ ବିଷୟରେ ବ୍ଳକ ପ୍ରଶାସନ ର ଅବଗତ କରାଇଥିଲେ ସୁଦ୍ଧା କୌଣସି ସୁଫଳ ମିଳିନାହିଁ। ସେଥିପାଇଁ ସେମାନେ ପାଟଣାଗଡ଼ ବିଧାୟକ ସରୋଜ କୁମାର ମେହେର ଙ୍କୁ ମଧ୍ୟ ଏକ ଲିଖିତ ଅଭିଯୋଗ ଦେଇଛନ୍ତି। ସାରା ରାଜ୍ୟରେ ପାଣିଛତ୍ର ବିଲ୍ ଦିଆହୋଇଥିବା ବେଳେ ଏହି ପଞ୍ଚାୟତ ଟି କେଉଁ ରାଜ୍ୟରେ ଯାଏ ଓ ଏଠାକାର ଆଇନ ପ୍ରଣୟନ ଅଲଗା କି ବୋଲି ଜନସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରୁଛି। ସବୁବେଳେ ଏହି ପଞ୍ଚାୟତ ରେ ଦୁର୍ନୀତି ର ସୀମା ଟପିଯାଉଛି ତାହା ମହାତ୍ମାଗାନ୍ଧୀ କର୍ମ ନିଯୁକ୍ତି ଯୋଜନା ହେଉ କିମ୍ବା ଯେକୌଣସି ଯୋଜନା ହେଉ।ଏହି ପଞ୍ଚାୟତ ପାଟଣାଗଡ଼ ବ୍ଳକ ର ଶେଷ ସୀମା ହୋଇଥିବା ଯୋଗୁଁ ଏଠାକୁ ବ୍ଳକ ପ୍ରଶାସନ ନଜର ପଡୁନି

ବୋଲି ପ୍ରତ୍ୟେକ କାର୍ଯ୍ୟ ରେ ଦୁର୍ନୀତି ହେଉଥିବା ଅଭିଯୋଗ ହେଉଛି। ଏ ବିଷୟରେ ପ୍ରତିକ୍ରିୟା ନେବା ପାଇଁ ଇଓ ମିଶ୍ର ବାବୁ ଙ୍କୁ ଯୋଗାଯୋଗ କରିଥିଲୁ କିନ୍ତୁ ସେ କଲ୍ ଗ୍ରହଣ କଲେନାହିଁ।ସେ ମହାତ୍ମା କାହା କଲ୍ ଗ୍ରହଣ କରନ୍ତି ନାହିଁ କିମ୍ବା ଉପରିସ୍ଥ ଅଧିକାରୀଙ୍କୁ ଭୟ କରନ୍ତି ନାହିଁ ବୋଲି ଶୁଣାଯାଏ।ଏ ବିଷୟରେ ଜିପିଇଓ କାଲସାଏ ବାବୁ ଙ୍କୁୁୁ ପଚାରି ବୁଝିବା ରୁ ସେ କହିଲେ ଯେ ମୁଁ କିଛି ଜାଣିନାହିଁ ବିଡ଼ିଓ ମହାଶୟ ଙ୍କୁ ପଚାର।ଏହା ପ୍ରତି ଜିଲ୍ଲା ପ୍ରଶାସନ ଧ୍ୟାନ ଦେବା ସଙ୍ଗେ ସଙ୍ଗେ ସରପଞ୍ଚ ଏବଂ ଇଓ ପ୍ରତି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026
  ଜିଲ୍ଲା  
ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   03-Oct-2026

You Might Also Like