-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଅପରାଧ

ନୂଆପଡ଼ା - ବିଚ୍‌ ରାସ୍ତାରେ ଯୁବତୀଙ୍କୁ ଛୁରୀରେ ଆକ୍ରମଣ କଲା ହତାସିଆ ପ୍ରେମିକ!!*

04-Nov-2020



ନୂଆପଡ଼ା, (ପ୍ରେରଣା ଖବର) - ଏକତରଫା ପ୍ରେମରୁ ବିଚ୍‌ ରାସ୍ତାରେ ପ୍ରେମିକାଙ୍କୁ ଛୁରାମାଡ଼ କଲା ହତାସିଆ ପ୍ରେମିକ! ଏପରିକି ତାଙ୍କ ସାଙ୍ଗକୁ ମଧ୍ୟ ଆକ୍ରମଣ କରିଥିବା ଅଭିଯୋଗ ହୋଇଥିଲା। ଆଜି ଏପରି ଅଭିଯୋଗ ନୂଆପଡ଼ା ଜିଲ୍ଲା ବୋଡେନ୍‌ ଥାନା ଅଞ୍ଚଳରୁ ଆସିଛି। ଏନେଇ ଅଭିଯୋଗ ହେବା ପରେ ପୁଲିସ ମାମଲା ରୁଜୁ କରି ଅଭିଯୁକ୍ତକୁ ଅଟକ ରଖି ଘଟଣାର ତଦନ୍ତ ଆରମ୍ଭ କରିଛି!! ଅଭିଯୋଗରୁ ପ୍ରକାଶ, ଲଲିତ ମାଲି ଏକ ବିଦ୍ୟାଳୟର କିରାଣୀ। ସେ ବିବାହିତ ସତ୍ତ୍ୱେ ଜେମା(ଛଦ୍ମନାମ) ନାମକ ଜଣେ ଯୁବତୀଙ୍କୁ ଏକତରଫା ଭଲ ପାଉଥିଲେ। ଆଜି ଜେମା ଓ ତାଙ୍କ ସାଙ୍ଗ ସାଇକେଲ୍‌ରେ ବୋଡେନ ବଜାରକୁ ଯାଇଥିଲେ। ସେଠାରୁ କିଣାକିଣି କରି ଘରକୁ ଫେରୁଥିବା ବେଳେ ଲଲିତ ସେମାନଙ୍କୁ ଅଟକାଇଥିଲା। ପରେ ତାଙ୍କ ପ୍ରେମିକାଙ୍କୁ ୨୦୦ ଟଙ୍କା ମାଗିଥିଲେ। ଭୟରେ ତାଙ୍କ କଥାରେ ରାଜି ହୋଇ ଜେମା ୨୦୦ ଟଙ୍କା ଦେଇଥିଲେ। ଟଙ୍କା ପାଇବା ପରେ ଲଲିତ ସେଠାରୁ ବାଇକରେ ପଳାଇ ଯାଇଥିଲେ!! କିଛି ସମୟ ପରେ ପୁଣି ଥରେ ଲଲିତ ଫେରିଥିଲେ। ବଜରଠାରୁ ଅଳ୍ପ ନୂର ଆରଆଇ ଅଫିସ୍‌ ନିକଟରେ ଜେମା ଓ ତାଙ୍କ ସାଙ୍ଗଙ୍କୁ ଅଟକାଇଥିଲେ। ସେଠାରେ ଜେମା ଓ ଲଲିତଙ୍କ ମଧ୍ୟରେ କଥା କଟାକଟି ହୋଇଥିଲେ। ପରେ ଲଲିତ ଏକ ଧାରୁଆ ଛୁରିରେ ଜେମାଙ୍କ ସାଙ୍ଗଙ୍କୁ ଆକ୍ରମଣ କରିଥିଲେ। ତା’ପରେ ଜେମାଙ୍କ ଅଣ୍ଟା, ବେକ ଓ ହାତକୁ ଛୁରାମାଡ଼ କରିଥିଲେ। ଚିତ୍କାର ଶୁଣି ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ବୋଡେନ୍‌ ମେଡିକାଲ୍‌ରେ ଭର୍ତ୍ତି କରିଥିଲେ। ଏବେ ସେମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସଙ୍କଟାପନ୍ନ ରହିଛି। ଏନେଇ ଅଭିଯୋଗ ହେବା ପରେ ପୁଲିସ ମାମଲା ରୁଜୁ କରି ଅଭିଯୁକ୍ତ ଲଲିତଙ୍କୁ ଅଟକ ରଖି ପଚରାଉଚରା କରୁଛି!!*


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like