-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||     

HOME   ରାଜ୍ୟ

ପଦ୍ମପୁର : ବିଜୁ ଜନତା ଦଳ ପକ୍ଷରୁ କର୍ମୀ ସମ୍ମିଳନୀ ଅନୁଷ୍ଠିତ

29-Oct-2021



ପଦ୍ମପୁର(ନିରଞ୍ଜନ ତ୍ରିପାଠୀ) : ପଦ୍ମପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପାଇକମାଳ ଠାରେ ଏକ ବିରାଟ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି lମୁଖ୍ୟ ଅତିଥି ଭାବେ ଓଡ଼ିଶା ର ମାନ୍ୟବର ଶ୍ରମମନ୍ତ୍ରୀ ଶ୍ରୀ ସୁଶାନ୍ତ ସିଂ ଯୋଗଦାନ କରି ଆଗାମୀ ଦିନରେ ଅନୁଷ୍ଠିତ ହେବାକୁ ଥିବା ପଞ୍ଚାୟତ ନିର୍ବାଚନ ପାଇଁ ସଜବାଜ ହେବା ସହ ସଂଗଠନ କୁ ତୃଣମୂଳ ସ୍ତରରୁ

ମଜଭୁତ କରିବାକୁ କର୍ମୀ ମାନଙ୍କୁ ଉଦବୋଧନ ଦେଇଥିଲେ lସମ୍ମାନୀତ ଅତିଥି ଭାବେ ବିଧାୟକ ଶ୍ରୀମାନ ବିଜୟ ରଞ୍ଜନ ସିଂ ବରିହା ଙ୍କ ସୁପୁତ୍ର ତଥା ଏଇ ଅଞ୍ଚଳ ର ଉଦିୟମାନ ଯୁବନେତା ଶ୍ରୀ ଭୋଜରାଜ ସିଂ ବରିହା ଯୋଗଦେଇ ଆଗାମୀ ପଞ୍ଚାୟତ ନିର୍ବାଚନ ରଣାଙ୍ଗନରେ ଅବତୀର୍ଣ୍ଣ ହେବାକୁ ଯାଉଥିବା ବିଜୁଜନତା ଦଳ ର ପ୍ରାର୍ଥୀ, ପ୍ରାର୍ଥୀନୀ ମାନଙ୍କୁ ସମସ୍ତ ପ୍ରକାରର ସହଯୋଗ କରି  ନିର୍ବାଚିତ କରିବାକୁ ଏହି କର୍ମୀ ସମ୍ମିଳନୀ ରେ ଆହ୍ୱାନ ଦେଇଥିଲେ lପାଇକମାଲ ବ୍ଳକ ରେ ଯାଉଥିବା ସମସ୍ତ ଗ୍ରାମପଞ୍ଚାୟତ ରୁ ବିଜେଡି କର୍ମୀ ଏହି କର୍ମୀ ସମ୍ମିଳନୀ ରେ ସାମିଲ ହୋଇଥିଲେ lଅନ୍ୟମାନଙ୍କ ମଧ୍ୟରେ ପାଇକମାଲ ବ୍ଳକ ଅଧ୍ୟକ୍ଷ ଅଲତାପ ମହମ୍ମଦ,ପାଇକମାଲ  ଗ୍ରାମପଞ୍ଚାୟତ ସରପଞ୍ଚ ଧବଳେଶ୍ଵର ସାହୁ,ପାଇକମାଲ ବ୍ଳକ ବିଜେଡି ସଭାପତି ରାଜେନ୍ଦ୍ର ରାଉତ, ପାଇକମାଲ ବ୍ଳକ ଯୁବ ବିଜେଡି ସଭାପତି ଗୈାତମ ସିଂ, ବିଧାୟକ ଙ୍କ ପ୍ରତିନିଧି ହୃଦାନନ୍ଦ ବାରିକ, ପାଇକମାଲ ଛାତ୍ର ବିଜେଡ଼ି ସଭାପତି ରବିନାରାୟଣ ସାହୁ, ପୂର୍ବତନ ଜିଲ୍ଲାପରିଷଦ ଅଧ୍ୟକ୍ଷା

ଗୀତାଞ୍ଜଳି ପୁଟା ପ୍ରମୁଖ ମଞ୍ଚାସୀନ ଥିଲେ lନବିନ ପଟ୍ଟନାୟକ ଙ୍କ ନିର୍ମଳ ଭାବ ମୂର୍ତ୍ତି  ତଥା ବିଜୁଜନତା ଦଳ ର ଆଦର୍ଶ ରେ ଅନୁପ୍ରାଣିତ ହୋଇ ଅନ୍ୟ ଦଳରୁ ଅନେକ କର୍ମୀ ମନ୍ତ୍ରୀ ଶ୍ରୀ ସିଂ ଙ୍କ ଉପସ୍ଥିତି ରେ ବିଜୁ ଜନତା ଦଳ ରେ ସାମିଲ ହୋଇଛନ୍ତି l କର୍ମୀସମାବେଶ ରେ ହଜାର ସଂଖ୍ୟାର କର୍ମୀ ଙ୍କ ସମାଗମ ପରିଲକ୍ଷିତ ହୋଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026
  ଜିଲ୍ଲା  
ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   03-Oct-2026
  ଜିଲ୍ଲା  
ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   03-Oct-2026

You Might Also Like