-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||     

HOME   ଜିଲ୍ଲା

ଖରମୁଣ୍ଡା ରେ ରକ୍ତଦାନ ଶିବିର ଅନୁଷ୍ଠିତ

29-Oct-2021



ପଦ୍ମପୁର(ନିରଞ୍ଜନ ତ୍ରିପାଠୀ) :: ବିଜେପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଖରମୁଣ୍ଡା ଠାରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି lଓଡିଶା ମୋ ପରିବାର ଓ ଜୀବନ ବିନ୍ଦୁ ଆନୁକୁଲ୍ୟରେ ମାଁ ବର୍ଲାକଟିଏନ ସାଂସ୍କୃତିକ ପରିଷଦ, ଜଗନ୍ନାଥ କ୍ଳବ ଓ ବିଜୁଜନତା ଦଳ ଖରମୁଣ୍ଡା ତରଫରୁ ଆୟୋଜିତ ଏହି ଶିବିରରେ ମୁଖ୍ୟଅତିଥି ଭାବେ ମାନ୍ୟବର ଶ୍ରମମନ୍ତ୍ରୀ ଶ୍ରୀ ସୁଶାନ୍ତ ସିଂ ଙ୍କ ଭାଇ ଯୁବ ସମାଜସେବୀ ଶ୍ରୀ

ସୁବ୍ରତ ସିଂ, ସମ୍ମାନିତ ଅତିଥି ଭାବେ ଓଡ଼ିଶା ମୋ ପରିବାର ର ସଦସ୍ୟ ତଥା ବରଗଡ ଜିଲ୍ଲା ଜୀବନ ବିନ୍ଦୁ ର ସଂଯୋଜକ ଶ୍ରୀମାନ ଗୌରହରି ମିଶ୍ର, ଲୋକପ୍ରିୟ ବିଜେପୁର ବିଧାୟିକା ରୀତା ସାହୁ, ସୁପୁତ୍ର ଯୁବସମାଜ ସେବୀ ସୈାରଭ ସାହୁ, ବରଗଡ ବିଜୁଜନତା ଦଳ ଜିଲ୍ଲା ସଭାପତି ଶ୍ରୀମାନ ପ୍ରଦ୍ୟୁମ୍ନ ତ୍ରିପାଠୀ,ବିଜୁ ଜିଲ୍ଲା ଜନତାଦଳ ଉପସଭାପତି ଜନାର୍ଦ୍ଦନ ପାଣିଗ୍ରାହୀ, ବିଜେପୁର ବିଜେଡି ମହିଳା ସଭାନେତ୍ରୀ ମିନୁ ଶର୍ମା, ବିଜେପୁର ବିଜୁ ଯୁବ ଜନତା ଦଳ ସଭାପତି ସର୍ଜନ ଚିରଗୁନ୍,ସରପଞ୍ଚ ସୁବାଷିନୀ ଡନସେନା, ଅଞ୍ଚଳ ର ସମାଜସେବୀ ଡକ୍ଟର ସୁଦାମ ସାହୁ, ଏକାଧାରରେ କବି ଲେଖକ ତଥା ସାହିତ୍ୟିକ ବିରଞ୍ଚି ମଲ୍ଳିକ, ମହିଳା ସମାଜସେବୀ

ଶକୁନ୍ତଳା ମହାପାତ୍ର,ଯୁବ ଓ ଛାତ୍ର ସମାଜସେବୀ ଗୈାତମ ଗଡତିଆ,ପରିତୋଷ ରାଉତ, ଅଭେଲା ଡନସେନା, ଅକ୍ଷୟ ରଣା, ବରଗଡ଼ ଜିଲ୍ଲା ମହିଳା ଡିଜିଟାଲ ସେକ୍ରେଟାରୀ ଶ୍ରୀମତୀ ରସ୍ମିତା ମେହେର ଯୋଗଦାନ କରି ରକ୍ତଦାତା ମାନଙ୍କୁ ଉତ୍ସାହିତ କରିଥିଲେ lଏହି ରକ୍ତଦାନ ଶିବିର ରେ ୧୫ଜଣ ମହିଳା ଙ୍କ ସମେତ ସମୁଦାୟ ୫୭ ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା ବୋଲି ବରପାଲି ବ୍ଳକ ବିଜେଡି ର ଡିଜିଟାଲ ସେକ୍ରେଟାରୀ ସୁଜିତ ଗଡତିଆ ଙ୍କ ଠାରୁ ପ୍ରକାଶ


News Comment




Photo in News

Advertisment
Lastest News
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026
  ଜିଲ୍ଲା  
ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   03-Oct-2026
  ଜିଲ୍ଲା  
ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   03-Oct-2026
  ଜିଲ୍ଲା  
ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   03-Oct-2026
  ଜିଲ୍ଲା  
ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   03-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   03-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ   03-Oct-2026

You Might Also Like