-+91-9937148622 |

prerana_bgr@rediffmail.com |

  Tuesday 4th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   (03-Aug-2026)       ||      ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   (03-Aug-2026)       ||      ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   (03-Aug-2026)       ||      ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   (03-Aug-2026)       ||      ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   (03-Aug-2026)       ||      *କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   (03-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   (03-Aug-2026)       ||      ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||     

HOME   ଜିଲ୍ଲା

ଏକ ରୁଦ୍ଧଦ୍ୱାର କୋଠରୀ ଭିତରେ ମିଟିଂ ନ କରି ଖୋଲାପଡିଆ ରେ ମିଟିଂ ରଖାଯାଉ:-ଚାଷୀନେତା ଅଶୋକ କୁମାର ସାହୁ

29-Oct-2021



ପଦ୍ମପୁର(ନିରଞ୍ଜନ ତ୍ରିପାଠୀ) : ବରଗଡ ଜିଲ୍ଲା ଓଡ଼ିଶାର ଭାତ ହାଣ୍ଡି ବୋଲାଉଥିବା ବେଳେ, ଭାତହାଣ୍ଡି ର ଅପରପଟ ର ଦୃଶ୍ୟ ଟି ଅତି କଦାକାର କୁତ୍ସିତ ଓ ଭୟଙ୍କର ଯାହାର ଜ୍ୱଳନ୍ତ ପ୍ରମାଣ ଚଳିତ ବର୍ଷ ୨୦୨୧ ମହିହାର ଖରିଫ ଫସଲ ର ମରୁଡି lରାଜବୋଡାସମ୍ବର ପଦ୍ମପୁର ଅଞ୍ଚଳ ଖାଲି ଚଳିତ ବର୍ଷ ର ମରୁଡି କୁ ସାମ୍ନା କରୁଛି ତାହା ନୁହେଁ ବିଗତ ୧୦ବର୍ଷ ଅର୍ଥାତ୍ ୨୦୧୦-୧୧(ଅମଳ ଧାନ ଅଦିନିଆ ବର୍ଷା ରେ ସମ୍ପୁର୍ଣ୍ଣ ଭାବେ ନଷ୍ଟହେବା)୨୦୧୫,୨୦୧୮ ଏମିତି ୧୦ ବର୍ଷରେ ଚାରି ରୁ ପାଞ୍ଚବର୍ଷ ଏ ଅଞ୍ଚଳରେ ମରୁଡି ହେବାର ଇତିହାସ ତାର ମୁକସାକ୍ଷୀ lଆହୁରି ଏଇ ଅଞ୍ଚଳ ର ୭୫ ଭାଗ ଲୋକ କୃଷିଜିବୀ ଏବଂ ଧାନ ହେଉଛି ଏମାନଙ୍କ ମୁଖ୍ୟ ଫସଲ lତେଣୁ ଧାନ ବିକ୍ରି ପଦ୍ମପୁର ଅଞ୍ଚଳ ପାଇଁ ଏକ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗ lଏମିତି ଏକ ସମ୍ବେଦନଶୀଳ ପ୍ରସଂଗ ଯାହାକି  ଏ ଅଞ୍ଚଳର ଚାଷୀମାନଙ୍କ ଅର୍ଥନୀତି  ସହ ଜଡ଼ିତ ସେଇ ପ୍ରସଙ୍ଗ ର ଡି.ଏଲ.ପି.ସି ମିଟିଙ୍ଗ ଏକ ରୁଦ୍ଧଦ୍ୱାର କୋଠରୀ ଭିତରେ ମୁଷ୍ଟିମେୟ ଲୋକଙ୍କୁ ନନେଇ ଏକ ଖୋଲା ପଡ଼ିଆରେ ସିଧାସଳଖ ଚାଷୀମାନଙ୍କ ସହ ଧାନବିକ୍ରି ସମ୍ବନ୍ଧୀତ ସମସ୍ତ ବିଭାଗ ର ମୁଖିଆ ଙ୍କୁ ନେଇ ପଦ୍ମପୁର ଠାରେ ହିଁ ଆଲୋଚନା କରାଯାଉ  ବୋଲି ରାଜବୋଡାସମ୍ବର କୃଷକ ସଂଗଠନ ପକ୍ଷରୁ ଆବାହକ ଅଶୋକ କୁମାର ସାହୁ ଦୃଢ଼ ଦାବୀ କରିଛନ୍ତି lଆଲୋଚନା ରେ ସମ୍ପୁର୍ଣ୍ଣ ଶୃଙ୍ଖଳା ଏବଂ କୋଭିଡ କଟକଣା ର ନିୟମାନୁଯାଇ,

ଜିଲ୍ଲା ପ୍ରଶାସନ କୁ ସମ୍ପୂର୍ଣ୍ଣ ସହଯୋଗ କରିବାକୁ ପ୍ରତିଶ୍ରୁତିବଦ୍ଧ ଅଟନ୍ତି lବରଗଡ ଜିଲ୍ଲା ପ୍ରଶାସନ ଏହି ଦାବୀକୁ ଗମ୍ଭୀରତା ର ସହ ବିଚାର କରି ପଦ୍ମପୁର ସ୍ତରରେ ଏକ ଡି.ଏଲ୍.ପି.ସି ମିଟିଙ୍ଗ ର ଆୟୋଜନ କରିବାକୁ ଅନୁରୋଧ କରିଛନ୍ତି lଧାନ କିଣାବିକା ନିତୀ ନିୟମାନୁସାରେ ଖରିଫ ଧାନ ସଂଗ୍ରହ ନଭେମ୍ବର ୧ ତାରିଖ ରୁ ଆରମ୍ଭ ହେବାକଥା lପଦ୍ମପୁର ଅଞ୍ଚଳ ର ଶତକଡା ୩୦ %ଫସଲ ଅମଳ ହୋଇସାରିଲାଣି lକରୋନା ମହାମାରୀ ଏବଂ ମରୁଡି ଦାଉରୁ ଉପାର୍ଜିତ ଧାନ ଅଣ୍ଡରରେଟ ରେ ବିକ୍ରି ନହେଉ ଏଥିପାଇଁ ନଭେମ୍ବର ୧ ତାରିଖ ରୁ ପଦ୍ମପୁର ଅଞ୍ଚଳ ରେ ଧାନ କିଣା ପ୍ରକ୍ରିୟା ଆରମ୍ଭ କରିବାପାଇଁ ଚାଷୀ ଭାଇମାନେ ଦାବି କରନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   03-Aug-2026
  ଜିଲ୍ଲା  
ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   03-Aug-2026
  ଜିଲ୍ଲା  
ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   03-Aug-2026
  ଜିଲ୍ଲା  
ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   03-Aug-2026
  ଜିଲ୍ଲା  
ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   03-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   03-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   03-Aug-2026
  ଜିଲ୍ଲା  
ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   02-Aug-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   02-Aug-2026

You Might Also Like