-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||     

HOME   ଜିଲ୍ଲା

ବିପର୍ଯ୍ୟୟ ପ୍ରଶମନ ଦିବସ ପାଳିତ

29-Oct-2021



ବଲାଙ୍ଗିର- ସଇଁନ୍ତଲା ବ୍ଲକ ଅନ୍ତର୍ଗତ ଡେଙ୍ଗ ସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ରେ ବିପର୍ଯ୍ୟୟ ପ୍ରଶମନ ଦିବସ ପାଳିତ ହୋଇଯାଇଛି । ପ୍ରଧାନଶିକ୍ଷକ ଚାଣ୍ଡାଳ ମିଶ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନ କାର୍ଯ୍ୟକ୍ରମରେ ଜୁନିୟର ରେଡକ୍ରସ କାଉସିଲର ରାମ ନାରାୟଣ ଦାଶ ସଂଯୋଜନା କାର୍ଯ୍ୟ ତୁଳାଇଥିଲେ । ୨୨

ବର୍ଷ ତଳେ ଅର୍ଥାତ ୧୯୯୯ ଅକ୍ଟୋବର ୨୯ରେ ଓଡିଶାରେ ତାଣ୍ଡବ ରଚିଥିଲା ମହାବାତ୍ୟା ସେ ଦିନ ମେଘ ସାଙ୍ଗକୁ ପବନ ଧ୍ୱଂସଲିଳା ରଚିଥିଲା । ସମୁଦ୍ରରୁ ୩୦ ଫୁଟ ଉଚ୍ଚର ଲୁଣଜୁଆର ଉଠି କେତେକ ଅଂଚଳକୁ ଛାରଖାର କରି ଚାଲିଗଲା । ଏହାର ପ୍ରଭାବରେ ଅନେକ ଘର ଦ୍ୱାରା, ଗଛଲତା ଭାଙ୍ଗିବା ସହ ଶତାଧିକ ମଣିଷ, ଜୀବଜନ୍ତୁଙ୍କ ଜୀବନ ଯାଇଥିଲା । ପ୍ରାରମ୍ଭରେ ପ୍ରଧାନ ଶିକ୍ଷକ ସମସ୍ତ ତଥ୍ୟ ଉପସ୍ଥାପନା କରିବା ସହିତ ବିପର୍ଯ୍ୟୟ ପ୍ରଶମନ ଦିବସ ପାଳନ ବିଷୟରେ ସୂଚନା ଦେଇଥିଲେ । ଜୁନିୟର ରେଡକ୍ରସ କାଉସିଲର ରାମନାରାୟଣ ଦାଶ ବିପର୍ଯ୍ୟୟ ପୂର୍ବରୁ ପ୍ରସ୍ତୁତି, ବିପର୍ଯ୍ୟୟ ସମୟରେ ମୁକାବିଲା, ବିପର୍ଯ୍ୟୟ ସମୟରେ ଓ ପରେ ଥଇଥାନ ବ୍ୟବସ୍ଥା ବୁଝାଇବା ସହ ଗୋଷ୍ଠି ସହଭାଗିତାରେ ସ୍ଥାନୀୟ ବିପର୍ଯ୍ୟୟ

ପରିଚାଳନା ଯୋଜନା ଓ କୌଶଳ ମାଧ୍ୟମରେ ଧନ ଜିବନକୁ ଅଧିକ ସୁରକ୍ଷା ଦିଆଯାଇପାରିବ ବୋଲି ଅବଗତ କରିଥିଲେ । ବାତ୍ୟ ପ୍ରଭାବିତ ଅଂଚଳରେ ବାତ୍ୟାରୁ ସୁରକ୍ଷା ଦୃଷ୍ଟିରୁ ହେନ୍ତାଳ ବନ ସୃଷ୍ଟି ଓ ସୁରକ୍ଷା, ବାଉଁଶ ଓ ତାଳଗଛ ଭଳି ବାତ୍ୟା ପ୍ରତିରୋଧି ବୃକ୍ଷରୋପଣ କରିବାକୁ ପଡିବ ବୋଲି ବିଜ୍ଞାନ ଶିକ୍ଷକ ବିଶ୍ୱନାଥ ମେହେର ଓ ଆଦିତ୍ୟ ରଣା ମତପ୍ରକାଶ କରିଥିଲେ । ପ୍ରକୃତି କୁ ପ୍ରକୃତ ସମ୍ମାନ ଜଣାଇପାରିଲେ ଏହା ଆମକୁ ବିପର୍ଯ୍ୟରୁ ସୁରକ୍ଷା ଦେବ । ବିକାଶ ଲକ୍ଷ୍ୟ ପୁରଣ ବେଳେ ପ୍ରକୃତି ବିରୋଧି କାର୍ଯ୍ୟକଳାପ ବନ୍ଦ କଲେ ବିପର୍ଯ୍ୟୟର ମାତ୍ରା ନିଶ୍ଚିତ ହ୍ରାସ ପାଇବ ବୋଲିି ଶିକ୍ଷକ ସୁଦର୍ଶନ ଦାଶ ଓ ହିମାଂଶୁ ଶେଖର ବିଶ୍ୱାଲ ମତବ୍ୟକ୍ତ କରିଥିଲେ । ଆଜିର ଏହି କାର୍ଯ୍ୟକ୍ରମକୁ ଶିକ୍ଷୟତ୍ରୀ ରେଣୁକା ସାହୁ ପରିଚାଳନା କରିଥିବା ବେଳେ ଗାୟତ୍ରୀ ବାରିକ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026
  ଜିଲ୍ଲା  
ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   03-Oct-2026
  ଜିଲ୍ଲା  
ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   03-Oct-2026
  ଜିଲ୍ଲା  
ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   03-Oct-2026
  ଜିଲ୍ଲା  
ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   03-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   03-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ   03-Oct-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   02-Oct-2026

You Might Also Like