-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||     

HOME   ଜିଲ୍ଲା

ସମଲେଶ୍ବରୀ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ନୂତନ ପରିଚାଳନା କମିଟି ଗଠନ

29-Oct-2021



ବରଗଡ/ପଦ୍ମପୁର(ନିରଞ୍ଜନ ତ୍ରିପାଠୀ) -ଆଜି ଶୁକ୍ରବାର ଦିନ ସକାଳ ୧୦ ଘଣ୍ଟା ସମୟରେ ବରଗଡ଼  ୱାର୍ଡ ନମ୍ବର ୦୨ ସ୍ଥିତ ସମଲେଶ୍ବରୀ ସରକାରୀ ପ୍ରାଥମିକ ବିଦ୍ୟାଳୟରେ କରୋନା କଟକଣା କୁ ପାଳନ ପୂର୍ବକ ନୂତନ ଭାବେ ସ୍କୁଲ ପରିଚାଳନା କମିଟି ଗଠନ ହୋଇ ଯାଇଛି।ଏଥିରେ ସର୍ବ ସମ୍ମତି କ୍ରମେ ସଭାପତି ଭାବେ ସାମ୍ବାଦିକ ଗୋପୀନାଥ ସାହୁଙ୍କୁ ମନୋନୀତ କରାଯାଇ ଥିବା ବେଳେ ସୁଜାତା ବିଶି ଙ୍କୁ ଉପ ସଭାପତି ଭାବେ ମନୋନୀତ କରାଯାଇଥିଲା।ଏହି ସଭାରେ  ପରିଚାଳନା କମିଟିର ବୋର୍ଡରେ ନରୋତ୍ତମ ଦଳେଇ,ରଘୁନାଥ ଭୁଏ,ରାଜୁ ମହାପାତ୍ର,ଅଜିତ ସାହୁ,ପ୍ରସନ୍ନ କୁମାର ଜେନା,ସିନ୍ଧୁସୂତା ପଟ୍ଟନାୟକ, ନନ୍ଦିନୀ ସାହୁ,ଭୂମିସୁତା ସାହୁ,ପିଙ୍କି ବାଗ, ସୁଷମା ଗଡ଼ତିଆ ପ୍ରଭୃତି ସଭାରେ ଚୟନ କରାଯାଇଅଛି। ଆଗାମୀ ଦିନରେ ବିଦ୍ୟାଳୟ ର କିପରି ସର୍ବାଙ୍ଗୀନ ଉନ୍ନତି ହୋଇ ପାରିବ ସେଥି ସକାଶେ ନୂତନ ଭାବେ ଗଠନ ହୋଇ ଥିବା ପରିଚାଳନା କମିଟିର ସଦସ୍ୟ ସଦସ୍ୟା ସମସ୍ତେ ପ୍ରତିଜ୍ଞା କରିଥିଲେ। ବିଦ୍ୟାଳୟର ପ୍ରଧାନଶିକ୍ଷୟତ୍ରୀ ଲଳିତା ପ୍ରଧାନ ଙ୍କ ଅଧ୍ୟକ୍ଷତାରେ  କାର୍ଯ୍ୟକ୍ରମ ହୋଇଥିବା ବେଳେ  ପ୍ରଦୀପ କୁମାର ଶତପଥି ସଭାକାର୍ଯ୍ୟ ସଂଯୋଜନା କରିଥିଲେ ଏବଂ ଶିକ୍ଷକ ପ୍ରମୋଦ କୁମାର ମହାପାତ୍ର କମିଟିର ରୂପରେଖ ତଥା କାର୍ଯ୍ୟକଳାପ ବିଷୟରେ ସମସ୍ତଙ୍କୁ ଅବଗତ କରାଇଥିବା ବେଳେ ଶିକ୍ଷୟତ୍ରୀ ନମିତା ଦାସ ,ମାଧବୀ ଲତା ଷାଣ୍ଢ ,ଭାଗ୍ୟବନ୍ତୀ ବିଶ୍ୱାଳ ,ଅଞ୍ଜଳୀ ହୋତା  ବିଶେଷ ସହଯୋଗ କରିଥିଲେ। ସଭା ଶେଷରେ ଶିକ୍ଷକ ପ୍ରମୋଦ କୁମାର  ମହାପାତ୍ର ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026
  ଜିଲ୍ଲା  
ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   03-Oct-2026
  ଜିଲ୍ଲା  
ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   03-Oct-2026
  ଜିଲ୍ଲା  
ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   03-Oct-2026
  ଜିଲ୍ଲା  
ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   03-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   03-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ   03-Oct-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   02-Oct-2026

You Might Also Like