-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||     

HOME   ଜିଲ୍ଲା

ରାଜ୍ୟସ୍ତରୀୟ ଇସ୍କେଟିଂଗ  ପ୍ରତିଯୋଗିତା    ଆଜି ଠାରୁ ଆରମ୍ଭ

29-Oct-2021



କଣ୍ଟାବାଞ୍ଜି(ଆନନ୍ଦ ମୋଟେ): ବଲାଙ୍ଗୀର ଜିଲ୍ଲା ରୋଲର ଇସ୍କେଟିଂଗ  ସଂଘ ତରଫରୁ ଆଜି ପ୍ରେସ କାର୍ୟ୍ଯଲୟ ପରିସର  ରେ ଗୋଟିଏ ସାମ୍ବାଦିକ ସମ୍ମିଳନୀ ର ଆୟୋଜନ ହୋଇଥିଲା   ଜିଲ୍ଲା ସଂଘର ସଭାପତି ବରିୟାମ ସିଂହ ସାଲୁଜା  ଏବଂ ଜିଲ୍ଲା ଟ୍ରେନର ରାକେଶ ଶର୍ମା ଉପସ୍ଥିତ ଥିଲେ ଏହି ପ୍ରେସ ମିଟ ଶ୍ରୀ ସାଲୁଜା ଜଣାଇଲେ ଯେ  ଦ୍ୱିତୀୟ ବର୍ଷ  ରାଜ୍ୟ ସ୍ତରୀୟ  ରୋଲିଂଗ ଇସ୍କେଟିଂଗ  ପ୍ରତିଯୋଗିତା ର ଆୟୋଜନ ୩୦ ଏବଂ ୩୧ ଅକ୍ଟୋବର ଦିନ ସ୍ଥାନୀୟ ମୁସ୍କାନ ସ୍କୁଲ ପରିସର ରେ ହେବ ବିଭିନ୍ନ ବୟସ ଶ୍ରେଣୀରେ ଏହି ରାଜ୍ୟ ସ୍ତରୀୟ ପ୍ରତିଯୋଗିତା ହେବ ଏବଂ ଏହି ଜାଗା ରୁ ବିଜୟୀ ପ୍ରତିଯୋଗୀ ମାନ ଙ୍କୁ ସର୍ଵଭାରତୀୟ ସ୍ତର ରେ ହେବା କୁ ଥିବା ଦିଲ୍ଲୀ ଏବଂ ମୋହଲୀ ଠାରେ ଆୟୋଜିତ ରୋଲିଂଗ ଇସ୍କେଟିଂଗ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବେ,ଗତ ବର୍ଷ ମଧ୍ୟ 60 ଜଣ ଚୟନ ହୋଇଥିଲେ ମଧ୍ୟ କରାନା କଟକଣା ଯୋଗୁଁ ସର୍ଵ ଭାରତୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ପାରି ନ ଥିଲେ ଏବଂ କଣ୍ଟାବାଞ୍ଜି ରେ ଦ୍ଵିତୀୟ ଥର ହେବାକୁ ଥିବା ରାଜ୍ୟସ୍ତରୀୟ ରୋଲିଂଗ ଇସ୍କେଟିଂଗ ପ୍ରତିଯୋଗିତାରେ ଏ ପର୍ଯ୍ୟନ୍ତ ୧୫୦ ରୁ ଉର୍ଦ୍ଧ୍ବ ପ୍ରତିଯୋଗୀ ନିଜର ନାଁ ପଞ୍ଜିକରଣ କରି ସାରିଛନ୍ତି ଏବଂ ଏହି ଖେଳ ପାଇଁ ଅଞ୍ଚଳରେ ଦେଖିବାକୁ ଉତ୍ସାହ ରହିଛି ଏବଂ ସମସ୍ତ ପ୍ରତିଯୋଗୀଙ୍କୁ ଉତ୍ତମ ଧରଣର ରହିବା ବ୍ୟବସ୍ଥା କରାଯାଇଛି ବୋଲି ଶ୍ରୀ ସାଲୁଜା କହିଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   03-Oct-2026
  ଜିଲ୍ଲା  
ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   03-Oct-2026
  ଜିଲ୍ଲା  
ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   03-Oct-2026
  ଜିଲ୍ଲା  
ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   03-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   03-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ   03-Oct-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   02-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   02-Oct-2026
  ଜିଲ୍ଲା  
ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   02-Oct-2026

You Might Also Like