-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||     

HOME   ରାଜ୍ୟ

ମମିତା ନିଆଁ - ଜିଲ୍ଲାରୁ ରାଜ୍ୟ ଚାରି ଆଡେ ବିଦ୍ରୋହର ସ୍ୱର ପୀଡିତାଙ୍କ ପରିବାରକୁ ଭେଟିଲେ ବିଜେପିର କେନ୍ଦ୍ରୀୟ ପ୍ରତିନିଧି ଦଳ. ଘଟଣାରେ ସଂପୃକ୍ତ ସମସ୍ତ ଦୋଷୀ ଦଣ୍ଡ ପାଆନ୍ତୁ- ବିଜେପି 

30-Oct-2021



ବଲାଙ୍ଗୀର(ପ୍ରେରଣା ଖବର)- କଳାହାଣ୍ଡି ଜିଲ୍ଲା ମହାଲିଙ୍ଗ କଲେଜ ଅଧ୍ୟକ୍ଷ ମମିତା ମେହେର ମୃତ୍ୟୁ ଘଟଣାର ନିଆଁ ବର୍ତ୍ତମାନ ଜିଲ୍ଲା ଠାରୁ ଅଅରମ୍ଭ କରି ରାଜ୍ୟ ସାରା ବ୍ୟାପିବାରେ ଲାଗିଛି । ଧର୍ମଘଟ,  ବନ୍ଦ, ଧାରଣା ଓ କୁଶପୁତ୍ତଳିକା ଦାହ ତଥା ସରକାର ବିରୋଧୀ ସ୍ଲୋଗାନରେ ବର୍ତ୍ତମାନ ସାରା ରାଜ୍ୟରେ ଅସନ୍ତୋଷର ବାତାବରଣ ଦେଖାଯାଇଛି । ଏହାରି ଭିତରେ ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧି ତଥା ରାଜ୍ୟ ମହିଳା କମିଶନ ର ଏକ ଟିମ୍ ମୃତ ମମିତା ମେହେରଙ୍କ ଝରଣୀ ଗ୍ରାମକୁ ଯାଇ ଶୋକସନ୍ତପ୍ତ ପରିବାରକୁ ସାନ୍ୱନା ଜଣାଇ ସାରିଛନ୍ତି । ଗତକାଲି ବିଜେପିର ଏକ ତିନି ଜଣିଆ କେନ୍ଦ୍ରୀୟ  ଟିମ୍ ମୃତ ମମିତାଙ୍କ ଜନ୍ମସ୍ଥାନ ଝରଣୀ ଗ୍ରାମରେ ପହଂଚି ଥିଲେ । ଏପରି ଏକ ଜଘନ୍ୟ କାଣ୍ଡର ପର୍ଦ୍ଦା ପଛର ଦୋଷୀଙ୍କ ଗିରଫ କରାଯିବା ସହ ମମିତାଙ୍କ ପରିବାରକୁ ଉଚିତ ନ୍ୟାୟ ପ୍ରଦାନ କରାଯିବାକୁ ବିଜେପି ଦାବି କରିଛି । ଏହି ଅବସରରେ ଘଟଣାର ସିବିଆଇ ତଦନ୍ତ କରାଯିବାକୁ ବିଜେପିର କେନ୍ଦ୍ରୀୟ ନେତୃମଣ୍ଡଳୀ ଦାବି କରିଛନ୍ତି । ଏ ନେଇ ସେମାନେ ଦଳର କେନ୍ଦ୍ରୀୟ ସଭାପତିଙ୍କୁ ରିପୋର୍ଟ ପ୍ରଦାନ କରିବେ ବୋଲି ଜଣାଇଛନ୍ତି । ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡାଙ୍କ ନିର୍ଦ୍ଦେଶକ୍ରମେ ବିଜେପି ରାଷ୍ଟ୍ରୀୟ ମହିଳା ମୋର୍ଚ୍ଚା ସଭାନେତ୍ରୀ  ଭାନାତ ଶ୍ରୀନିବାସନଙ୍କ ନେତୃତ୍ୱରେ ବିଜେପି ସାଂସଦ ସୁନୀତା ଦୁଗ୍‌ଗଲ ଓ ପଶ୍ଚିମବଙ୍ଗର ବିଧାୟିକ ରୂପା ମିତ୍ର ଚୌଧୁରୀ, ବଲାଙ୍ଗୀର ସାଂସଦ ସଙ୍ଗୀତ।। କୁମାରୀ ସିଂଦେଓ, ବ୍ରଜରାଜନଗର ବିଧାୟିକ ରାଧାରଣୀ ପଣ୍ଡା, କଳାହାଣ୍ଡି ଜିଲ୍ଲା ପରିଷଦ ଅଧ୍ୟକ୍ଷା ନମିତା ସାହୁ ପ୍ରମୁଖ ଝରଣୀ ଗ୍ରାମକୁ ପରିଦର୍ଶନ ରେ ଯାଇଥିଲେ । ପ୍ରାୟ ଦେଢ଼ ଘଣ୍ଟା କାଳ  ସେମାନେ ମୃତ ମମିତାଙ୍କ ବାପା ମାଁ ଙ୍କ ସହ ଆଲୋଚନା କରିଥିଲେ ।  ପୋଲିସର ତଦନ୍ତ ଉପରେ ଅସନ୍ତୋଷ ପ୍ରକାଶ କରି ଏହି ଘଟଣାରେ କିଛି ବଡବଡିଆଙ୍କୁ ପୋଲିସ ରାଜ୍ୟ ସରକାର ଅହେତୁକ ଅନୁକମ୍ପା ପ୍ରଦର୍ଶନ କରୁଛନ୍ତି ବୋଲି ବିଜେପି କେନ୍ଦ୍ରୀୟ ପ୍ରତିନିଧି ଦଳ ଅଭିଯୋଗ କରିଛନ୍ତି । ଏହି ଘଟଣାରେ ସଂପୃକ୍ତ ସମସ୍ତ ଦୋଷୀ ଆଇନ ଅନୁଯାୟୀ ଦଣ୍ଡ ପାଇବା ଉଚିତ ବୋଲି ବିଜେପି ପ୍ରତିନିଧି ଦଳ ସ୍ପଷ୍ଟ ଭାବରେ କହିଛନ୍ତି ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   02-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   02-Oct-2026
  ଜିଲ୍ଲା  
ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   02-Oct-2026
  ଜିଲ୍ଲା  
ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   02-Oct-2026
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026

You Might Also Like