-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||     

HOME   ଜିଲ୍ଲା

ଧାନ ଫସଲରେ ଚକଡ଼ା ପୋକର ପ୍ରାଦୁର୍ଭାବ ଯୋଗୁଁ ଚିନ୍ତା ରେ ସୁବର୍ଣ୍ଣପୁର ଜ଼ିଲ୍ଲା ର ଚାଷୀ

30-Oct-2021



ସୁବର୍ଣ୍ଣପୁର  : ବିନିକା ଅଞ୍ଚଳରେ ଏବେ ଧାନ ଫସଲରେ ଚକଡ଼ା ପୋକର ପ୍ରାଦୁର୍ଭାବ ବଢ଼ିବାରେ ଲାଗିଛି । ଯାହା ଫଳରେ ଶହ ଶହ ଏକର ଜମିର ଧାନ ଫସଲ ନଷ୍ଟ ହୋଇଯାଇଛି । ଧାର କରଜ କରି ଧାନ ଚାଷ କରିଥିବା ଚାଷୀ ଚିନ୍ତାଗ୍ରସ୍ତ ହୋଇ ପଡିଛି । ଚକଡ଼ା ଦମନ ପାଇଁ ଔଷଧ ସିଞ୍ଚନ କରୁଛି । ହେଲେ କୌଣସି ଔଷଧ କାମ ଦେଉନଥିବା ଅଭିଯୋଗ ହୋଇଛି । ଚକଡ଼ା ଯୋଗୁଁ ଧାନ ଗଛଗୁଡିକ ନାଲି ପଡିଯାଇ ପାଳ ହୋଇଯାଇଛି । ବିନିକା ଏନଏସି ଓ ବ୍ଲକ ର ୧୬ ଟି ଗ୍ରାମପଂଚାୟତ ଅଧୀନରେ ଥିବା ଗ୍ରାମ ଗୁଡିକରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି। ଆଉ କେତେ ଦିନ ପରେ ଅମଳ ହୋଇଥାନ୍ତା ଧାନ ଫସଲ । କିନ୍ତୁ ତା ଆଗରୁ ଚକଡ଼ା ପୋକ ଲାଗି ଶହ ଶହ ଏକଡ଼ ଧାନ ଫସଲ ଉଜୁଡିବାକୁ ବସିଲାଣି। କିନ୍ତୁ ଚାଷୀ ଙ୍କ ପାଖକୁ ଏପର୍ଯ୍ୟନ୍ତ କୋୖଣସି କୃଷି ଅଧିକାରୀ ପହଂଚିନଥିବା  ଅଭିଯୋଗ କରିଛନ୍ତି। ବିନିକା ଏନଏସି ଓ ବ୍ଲକ ର ୯ ଜଣ ଭିଏଡବ୍କୁ ପଦବୀ ଥିବାବେଳେ ୭ ଟି ପଦବୀ ଖାଲି ପଡ଼ିଛି । ବିନିକା ବ୍ଲକ ରେ ଭାରପ୍ରାପ୍ତ କୃଷି ଅଧିକାରୀ ରହିଛନ୍ତି ଏବଂ ଅନେକ ଏଏଓ ପଦବୀ ଖାଲି ପଡିଥିବା କୃଷି ବିଭାଗ ପକ୍ଷ ରୁ ସୂଚନା ମିଳିଛି । ଛୋଟ ଓ ନାମମାତ୍ର ଚାଷୀ ଙ୍କ ପାଇଁ ଅଧା ଦାମ ରେ ବିନିକା ଅଂଚଳର ର ୩୧ଟି ଡିଲର ଙ୍କ ଠାରୁ ଓଟିପି ମାଧ୍ୟମରେ ଔଷଧ ନେଇ ପାରିବାର ପ୍ରାବଧାନ ରହିଛି । ଏହା ଅତି ଏକ ନଗଣ୍ୟ ଅଟେ ବୋଲି ଚାଷୀ ମାନେ ଅଭିଯୋଗ କରୁଛନ୍ତି । ତେଣୁ ଏଥିପ୍ରତି ବିଭାଗୀୟ ଉଚ୍ଚ କତ୍ତୁପକ୍ଷ ଦ୍ରୁଷ୍ଟି ଦେବାସହ କ୍ଷେତ୍ର ପରିଦର୍ଶନ କରି ଚାଷୀ ଙ୍କୁ ସଚେତନ କରିବା ସହ ସୁଲଭ ମୂଲ୍ୟରେ ସଠିକ ଔଷଧ ଯୋଗାଇବା ବ୍ୟବସ୍ଥା କରିବାକୁ ଦାବି ହୋଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   02-Oct-2026
  ଜିଲ୍ଲା  
ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   02-Oct-2026
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026
  ଜିଲ୍ଲା  
*ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   02-Oct-2026
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026

You Might Also Like