-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||     

HOME   ଜିଲ୍ଲା

ପଦ୍ମପୁର : ବିଦାୟ କାଳୀନ ସମ୍ବର୍ଦ୍ଧନା ସମାରୋହ

30-Oct-2021



ପଦ୍ମପୁର(ନିରଞ୍ଜନ ତ୍ରିପାଠୀ) :ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ପାଇକମାଳ ବ୍ଲକ ଅଧିନସ୍ଥ ବରତୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ବିଦାୟ କାଳୀନ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି।ବିଦ୍ୟାଳୟ ପ୍ରଧାନ ଶିକ୍ଷକ ନିତ୍ୟାନନ୍ଦ ସୁନା ଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ସମାରୋହରେ ପାଇକମାଳ ସି.

ଆର.ସି.ସି.ମହାଦେବ ବେହେରା ସଭା ସଞ୍ଚାଳନ କରିଥିଲେ।ବ୍ଲକ ଶିକ୍ଷା ଅଧିକାରୀ ଚୂଡ଼ାମଣି ବାରିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଶିକ୍ଷାଦାନ କ୍ଷେତ୍ରରେ ଗୁରୁତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରି ଛାତ୍ର ଛାତ୍ରୀ ମାନଙ୍କ ଭବିଷ୍ୟତ ଗଢି ତୋଳିବା ପାଇଁ ଦାୟିତ୍ବ ତୁଲାଉଥିବାରୁ ସମାଜ ପ୍ରତି ତାଙ୍କ ମାର୍ଗ ଦର୍ଶନ ରହିଥିବା ପରିପ୍ରକାଶ କରିଥିଲେ।ସମ୍ମାନିତ ଅତିଥି ଭାବେ ଏ.ବି.ଓ.ଶିବପ୍ରସାଦ ଯୋଶୀ ଓ ପ୍ରେମାନନ୍ଦ

ବାରିକ,ଅବସର ପ୍ରାପ୍ତ ଏ.ବି.ଓ.କୁବେର ରଣା, ଅବସରପ୍ରାପ୍ତ ଶିକ୍ଷକ ସଦାନନ୍ଦ ସାହୁ,ସି. ଆର.ସି.ସି.ଅଶୋକ ସାହୁ ଯୋଗଦେଇ ଅବସର ପ୍ରାପ୍ତ ଶିକ୍ଷୟିତ୍ରୀ ଆଶିଆ ବିବି ଙ୍କ ଶିକ୍ଷାଦାନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଉପରେ ଆଲୋକପାତ କରିଥିଲେ।ପରିଶେଷରେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଉମାକାନ୍ତ ବାଗ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   02-Oct-2026
  ଜିଲ୍ଲା  
ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   02-Oct-2026
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026
  ଜିଲ୍ଲା  
*ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   02-Oct-2026
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026

You Might Also Like