-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||     

HOME   ଜିଲ୍ଲା

ଅନେକ ହଇରାଣ ମାନସିକ ଯନ୍ତ୍ରଣାରେ ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ

30-Oct-2021



ପଦ୍ମପୁର(ନିରଞ୍ଜନ ତ୍ରିପାଠୀ) :-ବରଗଡ଼ ଜିଲ୍ଲା ଅନ୍ତର୍ଗତ ରାଜବୋଡାସମ୍ବର ବ୍ଳକ ଅଧିନସ୍ଥ ସର୍ଗିବାହାଲ ରେ ଗଢି ଉଠିଥିବା ମାଁ ସମଲେଶ୍ଵରୀ ସ୍ୱୟଂ ସହାୟିକା ଗୋଷ୍ଠୀ ରାଜ୍ୟ ସରକାର ଙ୍କ ତରଫ ରୁ ମହାମାରୀ କରୋନା ସମୟରେ ନିରିହ ଅସହାୟ ମାନଙ୍କୁ ରନ୍ଧା ଖାଦ୍ୟ ଯୋଗାଇ ଆଜି ପର୍ଯ୍ୟନ୍ତ ସେମାନେ ଖର୍ଚ୍ଚ କରିଥିବା ପ୍ରାପ୍ୟ ନ ପାଇ ଅନେକ ହଇରାଣ ସହ ମାନସିକ ଭାରାକ୍ରାନ୍ତ ହୋଇପଡିଛନ୍ତି l ରନ୍ଧାଖାଦ୍ୟ କୋଭିଡ ସମୟରେ ଯୋଗାଇବାକୁ ସର୍ଗିବାହାଲ ଗ୍ରାମପଞ୍ଚାୟତ ସରପଞ୍ଚ ମାଁ ସମଲେଶ୍ଵରୀ ସ୍ୱୟଂ ସହାୟିକା ଗୋଷ୍ଠୀ ଙ୍କୁ ଆଦେଶ ପ୍ରଦାନ କରିଥିଲେ lତାଙ୍କ ଆଦେଶ ତଥା ସରକାରଙ୍କୁ ସମ୍ମାନ ଜଣାଇ ବିଭିନ୍ନ ଦୋକାନ ରୁ ଚାଉଳ ଠୁ ଆରମ୍ଭ କରି ଡାଲି ପର୍ଯ୍ୟନ୍ତ ଧାର ରେ ଆଣି ଗ୍ରୁପ୍ ର ସଦସ୍ୟ ମାନେ  ଅବହେଳା ନକରି ରନ୍ଧା ଖାଦ୍ୟ କୋଭିଡ ସମୟ ରେ ଯୋଗାଇଆସିଛନ୍ତି lସରକାରୀ ନିର୍ଦ୍ଦେଶନାମା ଅନୁଯାୟୀ ପ୍ରତି ମିଲ ପିଛା ୩୦ ଟଙ୍କା, ଟିଫିନ୍ ପ୍ରତି ୧୦ ଟଙ୍କା ହିସାବ ରେ ୩ ଲକ୍ଷ,୧୯,୦୦୦ ଟଙ୍କା ମଧ୍ୟରୁ ୨ ଲକ୍ଷ ୯୧,୦୦୦ଟଙ୍କା ପାଇ ସାରିଛନ୍ତି lବିଗତ ଏକ ବର୍ଷ ଛଅ ମାସ ବିତିଗଲାଣି ଅଥଚ

ସ୍ଥାନୀୟ ସରପଞ୍ଚ ଙ୍କୁ  ବକେୟା ପାଉଣା ସଂକ୍ରାନ୍ତରେ ବାରମ୍ବାର ପଚାରିଲେ ମଧ୍ୟ ତାଙ୍କ ପାଖରୁ ସନ୍ତୋଷ ଜନକ ଉତ୍ତର ପରିବର୍ତ୍ତେ ଭୁଆଁ ବୁଲାଇ ମିଛ ପ୍ରତିଶ୍ରୁତି ଦେଇଚାଲିଛନ୍ତି lତେଣୁ ଆସନ୍ତା ନଭେମ୍ବର ୭ ତାରିଖ ସୁଦ୍ଧା ଅଟକି ରହିଯାଇଥିବା ବକେୟା ପାଉଣା ଯଦି ନ ମିଳେ ତେବେ ସର୍ଗିବାହାଲ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ରେ ତାଲା ଦେବାକୁ ବାଧ୍ୟ ହେବୁ ବୋଲି ପଦ୍ମପୁର ଉପଜିଲ୍ଲାପାଳ ଶ୍ରୀମାନ ତ୍ରିଲୋଚନ ପାତ୍ର ଙ୍କୁ ଲିଖିତ ଭାବେ ଜଣାଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026
  ଜିଲ୍ଲା  
*ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   02-Oct-2026
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026
  ଜିଲ୍ଲା  
ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   01-Oct-2026
  ଜିଲ୍ଲା  
ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା   01-Oct-2026

You Might Also Like