-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||      ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||     

HOME   ରାଜନୀତି

ନଭେମ୍ବର ଦ୍ବିତୀୟ ସପ୍ତାହରେ କଳାହାଣ୍ଡି ଗସ୍ତ କରିବେ ନବୀନ

30-Oct-2021



ଭୁବନେଶ୍ବର (ପ୍ରେରଣା ଖବର ବ୍ୟୁରୋ) ନଭେମ୍ବର ଦ୍ବିତୀୟ ସପ୍ତାହରେ କଳାହାଣ୍ଡି ଗସ୍ତ କରିବେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ।  ସରକାରୀ କାର୍ଯ୍ୟକ୍ରମରେ ଯୋଗାଦେଇ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ହିତାଧିକାରୀଙ୍କୁ ବଣ୍ଟନ କରିବାସହ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ଉଦଘାଟନ ସହ ଶୁଭ ଦେବାର କାର୍ଯ୍ୟକ୍ରମ ରହିଛି । ତାଙ୍କ ଗସ୍ତ ପୂର୍ବରୁ ଆଜି କେଉଁଠି ହେଲିପ୍ୟାଡ୍ ହେବ, କେଉଁଠି ସଭା ହେବ ଏନେଇଁ ଶକ୍ତି, ଶିଳ୍ପ ଓ ଗୃହ ରାଷ୍ଟ୍ର ମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ସମୀକ୍ଷା କରିଛନ୍ତି । ତାଙ୍କ ସହ କଳାହାଣ୍ଡି ଜିଲ୍ଲାପାଳ ଡଃ ପରାଗ ହର୍ଷଦ ଗାଭାଲି, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଡଃ ଶ୍ରବଣ ବିବେକ ଏମ୍ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026
  ଜିଲ୍ଲା  
*ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   02-Oct-2026
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026
  ଜିଲ୍ଲା  
ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   01-Oct-2026
  ଜିଲ୍ଲା  
ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା   01-Oct-2026
  ଜିଲ୍ଲା  
ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   01-Oct-2026

You Might Also Like