-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||      ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   (01-Oct-2026)       ||      ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||     

HOME   ରାଜ୍ୟ

ଲାନ୍‌କୋ ବାବନ୍ଧ ପାୱାର ପ୍ଲାଣ୍ଟ ସମ୍ବନ୍ଧୀୟ ତ୍ରୀପାକ୍ଷିକ ବୈଠକ କ୍ଷତିପୂରଣ ମାମଲାର ଫଇସଲା ପାଇଁ କାରଖାନାକୁ ପ୍ରସ୍ତାବ

30-Oct-2021



ଢେଙ୍କାନାଳ(ତାପସ ଦାସ ) ଢେଙ୍କାନାଳ ଜିଲ୍ଲା ଓଡାପଡା ବ୍ଲକ ଅନ୍ତର୍ଗତ ଖଡ଼ଗପ୍ରସାଦ ଓ କୁରୁ ଠାରେ ଥିବା ଲାନ ବାବନ୍ଧ ପାୱାର ପ୍ଲାଣ୍ଟ ବିକ୍ରି ଓ କ୍ଷତିପୂରଣକୁ ନେଇ ପ୍ରଶାସନ , କାରଖାନା କତୃପକ୍ଷ ଓ ପ୍ରଜାସଂଘ ମଧ୍ୟରେ ତ୍ରିପାକ୍ଷୀକ ବୈଠକ ଶନିବାର ଜିଲ୍ଲା କାର୍ଯ୍ୟାଳୟର ସଦ୍‌ଭାବନା ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ପ୍ରଜାସଂଘ ସହିତ କ୍ଷତିପୂରଣ ସମ୍ବନ୍ଧୀୟ ସମସ୍ତ ମାମଲାର ଫଇସଲା କରିବା ପାଇଁ କାରଖାନାକୁ ୭ ଦିନ ସମୟ ଦିଆଯାଇଛି । ଜିଲ୍ଲାପାଳ ସରୋଜ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜିଲ୍ଲା ଆରକ୍ଷୀ ଅଧକ୍ଷକ କେ . ଶିବା ସୁବ୍ରମଣି , ସାଂସଦ ମହେଶ ସାହୁ , ବିଧାୟକ ସୁଧୀର କୁମାର ସାମଲ , କାରଖାନା ତରଫରୁ ଲିକ୍ୟୁଡେଟର ପ୍ରତିନିଧି ସଂଜୟ ଗୁପ୍ତା , ପ୍ରଜାସଙ୍ଘର ସଭାପତି ଗଙ୍ଗାଧର ସାମଲଙ୍କ ସହିତ କ୍ଷତିଗ୍ରସ୍ତ ଗ୍ରାମବାସୀମାନେ ଉପସ୍ଥିତ ଥିଲେ । କାରଖାନା କ ପକ୍ଷ ବାରମ୍ବାର ପ୍ରତାରଣା କରୁଥିବା କ୍ଷତିଗ୍ରସ୍ତ ଗଜାମାନେ ଅଭିଯୋଗ କରିଥିଲେ । ବିଭିନ୍ନ ଲୋଭନୀୟ ପରିଶତି ଦେଲ କାରଖାନା କୁ ପକ୍ଷ ବିଲ , ବାଡି , ଘର ଆଦି ହେଲେ । ପ୍ରତିଶ୍ରୁତିମୂଳକ ନିଯୁକ୍ତି , ପାରିପାର୍ଶ୍ବକ ଉନ୍ନୟନ କାର୍ଯ୍ୟ କିଛି କରାଗଲା ନାହିଁ । ଉତ୍ପାଦନ ଆରମ୍ଭ କରିବା ପୂର୍ବରୁ କାରଖାନାକୁ ଦେବାଳିଆ ଦର୍ଶାଇ ଏବେ ବନ୍ଦ କରି ଦିଆଯାଇଛି । ମାତ୍ର ପୂର୍ବରୁ ରହିଥିବା କ୍ଷତିପୂରଣ ନଦେଇ କମ୍ପାନୀ ହଠାତ୍ ଯନ୍ତ୍ରାଂଶ ଉଠାଇ ବିକ୍ରି କରିବାକୁ ଚାଲ୍ ଚଳାଇଛି । କ୍ଷତିପୂରଣ ବାବଦକୁ କମ୍ପାନୀ ୧୭୮ କୋଟି ୬୦ ଲକ୍ଷ ପ୍ରଦାନ କରି ତାର

ଯନ୍ତ୍ରାଂଶ ନେଇଯାଉ ଓ ସରକାରଙ୍କ ନିୟମ ଅନୁସାରେ ଆମ ଜମି ଆମକୁ ଫେରାଇ ଦିଆଯାଉ ବୋଲି ଦାବି କରିଥିଲେ । କାରଖାନା କ ପକ୍ଷ ପ୍ରଜାସଂଘ ସହ ବୈଠକ ନ କରି ପ୍ରଶାସନ ଜରିଆରେ ବୈଠକକୁ ବିରୋଧ କରାଯାଇଥିଲା । ନିୟମ ଅନୁସାରେ କାରଖାନାର ଲିକ୍ୟୁଡେଟର ଆଗାମୀ ୯ ତାରିଖ ସୁଦ୍ଧା ବୈଠକ କରି ପ୍ରଶାସନକୁ ଜଣାଇବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ବୈଠକରେ ନିୟମ ଅନୁସାରେ ସମସ୍ତ କ୍ଷତିପୂରଣ ବାବଦରେ ଚୂଡାନ୍ତ ଆଲୋଚନା କରି ବୈଠକକୁ ଆସିବାକୁ କାରଖାନା ପ୍ରତିନିଧିଙ୍କୁ କୁହାଯାଇଛି । କ୍ଷତିପୂରଣ ପ୍ରାପ୍ୟ ଓ ଗ୍ରାମବାସୀଙ୍କ ଜମି ଫେରାଇ ନଦେଲେ ଆଗାମୀ ଦିନରେ ହଜାର ହଜାର ଗ୍ରାମବାସୀ କାରଖାନାର ମୁଖ୍ୟ ଫାଟକ ସମ୍ମୁଖରେ ଆନ୍ଦୋଳନ କରିବେ ବୋଲି ପ୍ରକାଶ କରିଥିଲେ । ଆସନ୍ତା ସପ୍ତାହକ ଭିତରେ ସମସ୍ତ ପ୍ରକ୍ରିୟା ସାରିବା ପରେ ୯ ତାରିଖରେ ପୁନଶ୍ଚ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ତ୍ରିପାକ୍ଷୀକ ବୈଠକ କରାଯିବ ବୋଲି ନିଷ୍ପତି ହୋଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026
  ଜିଲ୍ଲା  
ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   01-Oct-2026
  ଜିଲ୍ଲା  
ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା   01-Oct-2026
  ଜିଲ୍ଲା  
ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   01-Oct-2026
  ଜିଲ୍ଲା  
ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ   01-Oct-2026
  ଜିଲ୍ଲା  
ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   01-Oct-2026
  ଜିଲ୍ଲା  
ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   01-Oct-2026
  ରାଜ୍ୟ  
ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   01-Oct-2026

You Might Also Like