ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ). ଆଜି ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ କମିଟି ତରଫରୁ ଏକ ସାଙ୍ଗଠନିକ ସଭା ସ୍ଥାନୀୟ NGOCC ହଲ ଠାରେ ଅନୁଷ୍ଠିତ ହୋଇଯାଇଛି l ଏହି ବୈଠକ ରେ ରାଜୀବ ଗାନ୍ଧୀ ସଂଗଠନ ର ରାଜ୍ୟ ସଭାପତି ତଥା ସ୍ତମ୍ଭକାର ସୁଦର୍ଶନ ଦାସ, ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପ୍ରଭାରୀ ସମରେନ୍ଦ୍ର ମିଶ୍ର, ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସକମିଟି ସଭାପତି ଗୌରୀଶ୍ୟାମ ପଣ୍ଡା, ଜିଲ୍ଲା, ପଞ୍ଚାୟତ ରାଜ ସଭାପତି ଲବକୁମାର ସାହୁ, ସୋନପୁର ର ପୂର୍ବତନ ବିଧାୟକ ବିନୋଦ ପାତ୍ର, ଜିଲ୍ଲା ସଂଗଠନ ସମ୍ପାଦକ ସୁଧୀର କୁମାର ପଣ୍ଡା, ପୂର୍ବତନ ବିଧାୟକ ପ୍ରାର୍ଥୀ ଚିତ୍ତରଞ୍ଜନ ମିଶ୍ର, ରାଜୀବ ଗାନ୍ଧୀ ସଂଯୋଜକ ଅଜୟ ବାଲି, ସୁବର୍ଣ୍ଣପୁର ଜିଲ୍ଲା ମହିଳା କଂଗ୍ରେସକମିଟି ସଭାନେତ୍ରୀ ସୂର୍ଯ୍ୟକାନ୍ତି ବାଘ, ଜିଲ୍ଲା ଯୁବ କଂଗ୍ରେସସଭାପତି ପ୍ରିୟବ୍ରତ ସାହୁ, ଜିଲ୍ଲା କିଷାନ କଂଗ୍ରେସ ସଭାପତି ନରେନ୍ଦ୍ର ପଣ୍ଡା, ଜିଲ୍ଲା ଛାତ୍ର କଂଗ୍ରେସ ସଭାପତି ଅଶ୍ୱିନୀ ଶତପଥି, ରାଜ୍ୟ ସମ୍ପାଦକ ପ୍ରଦୀପ ସେଠୀ, ଜିଲ୍ଲା ଓ ବି ସି ସଭାପତି ପ୍ରେମାନନ୍ଦ ଜଟ୍ଟୀ, ଜିଲ୍ଲା ଉପ ସଭାପତି ରାଜ ଗୋପାଳ ପାଣିଗ୍ରାହୀ, ରାଜ୍ୟ କିଷାନ ସମ୍ପାଦକ ସ୍ଵପ୍ନେଶ୍ଵର ପୃଷ୍ଟି ପ୍ରମୁଖ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ l ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଏହି ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା l "/>

-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||      ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   (01-Oct-2026)       ||      ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||     

HOME   ଜିଲ୍ଲା

ରାଜୀବ ଗାନ୍ଧୀ ପଂଚାୟତରାଜ ସଂଗଠନ ତରଫରୁ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଚୁଡାନ୍ତ ପଞ୍ଚାୟତ ଇସ୍ତାହାର ପ୍ରସ୍ତୁତି ବୈଠକ

30-Oct-2021



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ). ଆଜି ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ କମିଟି ତରଫରୁ ଏକ ସାଙ୍ଗଠନିକ ସଭା ସ୍ଥାନୀୟ NGOCC ହଲ ଠାରେ ଅନୁଷ୍ଠିତ ହୋଇଯାଇଛି l ଏହି ବୈଠକ ରେ ରାଜୀବ ଗାନ୍ଧୀ ସଂଗଠନ ର ରାଜ୍ୟ ସଭାପତି ତଥା ସ୍ତମ୍ଭକାର ସୁଦର୍ଶନ ଦାସ, ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପ୍ରଭାରୀ ସମରେନ୍ଦ୍ର ମିଶ୍ର, ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସକମିଟି ସଭାପତି ଗୌରୀଶ୍ୟାମ ପଣ୍ଡା, ଜିଲ୍ଲା, ପଞ୍ଚାୟତ ରାଜ ସଭାପତି ଲବକୁମାର ସାହୁ, ସୋନପୁର ର ପୂର୍ବତନ ବିଧାୟକ ବିନୋଦ ପାତ୍ର, ଜିଲ୍ଲା ସଂଗଠନ ସମ୍ପାଦକ ସୁଧୀର କୁମାର ପଣ୍ଡା, ପୂର୍ବତନ ବିଧାୟକ ପ୍ରାର୍ଥୀ ଚିତ୍ତରଞ୍ଜନ ମିଶ୍ର, ରାଜୀବ ଗାନ୍ଧୀ ସଂଯୋଜକ ଅଜୟ ବାଲି, ସୁବର୍ଣ୍ଣପୁର ଜିଲ୍ଲା ମହିଳା କଂଗ୍ରେସକମିଟି ସଭାନେତ୍ରୀ ସୂର୍ଯ୍ୟକାନ୍ତି ବାଘ, ଜିଲ୍ଲା ଯୁବ କଂଗ୍ରେସସଭାପତି ପ୍ରିୟବ୍ରତ ସାହୁ, ଜିଲ୍ଲା କିଷାନ କଂଗ୍ରେସ ସଭାପତି ନରେନ୍ଦ୍ର ପଣ୍ଡା, ଜିଲ୍ଲା ଛାତ୍ର କଂଗ୍ରେସ ସଭାପତି ଅଶ୍ୱିନୀ ଶତପଥି, ରାଜ୍ୟ ସମ୍ପାଦକ ପ୍ରଦୀପ ସେଠୀ, ଜିଲ୍ଲା ଓ ବି ସି ସଭାପତି ପ୍ରେମାନନ୍ଦ ଜଟ୍ଟୀ, ଜିଲ୍ଲା ଉପ ସଭାପତି ରାଜ ଗୋପାଳ ପାଣିଗ୍ରାହୀ, ରାଜ୍ୟ କିଷାନ ସମ୍ପାଦକ ସ୍ଵପ୍ନେଶ୍ଵର ପୃଷ୍ଟି ପ୍ରମୁଖ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ l ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଏହି ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026
  ଜିଲ୍ଲା  
ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   01-Oct-2026
  ଜିଲ୍ଲା  
ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା   01-Oct-2026
  ଜିଲ୍ଲା  
ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   01-Oct-2026
  ଜିଲ୍ଲା  
ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ   01-Oct-2026
  ଜିଲ୍ଲା  
ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   01-Oct-2026
  ଜିଲ୍ଲା  
ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   01-Oct-2026
  ରାଜ୍ୟ  
ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   01-Oct-2026

You Might Also Like