-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||      ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   (01-Oct-2026)       ||      ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||     

HOME   ଜିଲ୍ଲା

ବିଦ୍ୟାଳୟ ପରିଚାଳନା କମିଟୀକୁ ସମ୍ବର୍ଦ୍ଧନା

30-Oct-2021



ସାେଲେଭଟା, - ସାଲେଭଟା ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟର କମିଟୀର ସଦସ୍ୟଙ୍କୁ ସମ୍ବର୍ଦ୍ଧନା କରାଯାଇଛି । ୨୦୧୭ ରୁ କାର୍ଯ୍ୟକାରୀ ହୋଇଥିବା କମିଟୀର କାର୍ଯ୍ୟକାଳ ଏ ବର୍ଷ ଅକ୍ଟୋବରରେ ଶେଷ ହୋଇଯାଇଛି । କମିଟୀର ସଦସ୍ୟ ମାନଙ୍କ ଉଦ୍ୟମରେ ବିଦ୍ୟାଳୟର କଳେବର ସବୁଜ ଓ ସୁନ୍ଦର ହୋଇଛି । ତେଣୁ କମିଟୀର ସଦସ୍ୟ ଓ ସଦସ୍ୟ ମାନଙ୍କ ଉଦ୍ଦେଶ୍ୟରେ ଏକ ସମ୍ବର୍ଦ୍ଧନା ଉତ୍ସବ ବିଦ୍ୟାଳୟର ପ୍ରଧାନଶିକ୍ଷକ ଦୁର୍ଯ୍ୟୋଧନ ପଶାୟତ ତଥା ଜୁନିଅର ରେଡକ୍ରସ ପରାମର୍ଶଦାତାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟଅତିଥି ଭାବରେ ଆଗଲପୁପର ଏବିଇଓ ପ୍ରଭାତ କୁମାର ପାତ୍ର୍ ଯୋଗଦେଇ ବିଦ୍ୟାଳୟର ବିକାଶରେ କମିଟୀର କାର୍ଯ୍ୟକ୍ରମକୁ ପ୍ରଶଂସା କରିବା ସହିତ ଆଗାମୀ ଦିନରେ ବିଦ୍ୟାଳୟର ବିକାଶ ଦିଗରେ ହେବାକୁ ଥିବା ନୂତନ କମିଟୀ ତଥା ପିତାମାତା ମାନେ କାର୍ଯ୍ୟ କରିବାକୁ ଆହ୍ୱ।।ନ କରିଥିଲେ । କମିଟୀର ସମସ୍ତ ସଦସ୍ୟ ମାନଙ୍କୁ ବିଦ୍ୟାଳୟ ତରଫରୁ ଫୁଲତୋଡା ଓ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ଅନ୍ୟମାନଙ୍କ ମଧୟରେ ସିଆରସିସି ସଦାନନ୍ଦ ଭୁଏ, ସିଆରସିସି ସୁଶାନ୍ତ କୁମାର ନନ୍ଦ, କମିଟୀ ସଦସ୍ୟ ରୁଦ୍ରକାନ୍ତ ମେହେର, ଅନନ୍ତ ମେହେର, ଦାମୋଦର ମେହେର, କରମସିଂ ମେହେର, ବିନୟା ସାହୁ, ଲିଲୀ ରଣା, ବନିତା ଗୁରୁ, ବିଶ୍ୱଜିତ ସିଂ ବରିହା, ଅଷ୍ଟମୀ ମଟାରି, କୁନ୍ତି ମଟାରି,   ଏବଂ ଶିକ୍ଷକ ଶିକ୍ଷିକା କୁନ୍ତି ପଧାନ, ଅଳକା ପଣ୍ଡା, ଧରିତ୍ରୀ ସାହୁ, ଗୋବିନ୍ଦ ଭୋଇ ପ୍ରମୁଖ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ । ପ୍ରାରମ୍ଭରେ ଶିକ୍ଷିକା କୁନ୍ତି  ପଧାନ ସ୍ୱାଗତ ଅଭିଭାଷଣ ଦେଇଥିବା ବେଳେ ସୁଶ୍ରୀ ଧରିତ୍ରୀ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026
  ଜିଲ୍ଲା  
ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   01-Oct-2026
  ଜିଲ୍ଲା  
ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା   01-Oct-2026
  ଜିଲ୍ଲା  
ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   01-Oct-2026
  ଜିଲ୍ଲା  
ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ   01-Oct-2026
  ଜିଲ୍ଲା  
ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   01-Oct-2026
  ଜିଲ୍ଲା  
ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   01-Oct-2026
  ରାଜ୍ୟ  
ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   01-Oct-2026

You Might Also Like