-+91-9937148622 |

prerana_bgr@rediffmail.com |

  Thursday 1st October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||     

HOME   ଜିଲ୍ଲା

ଲାଞ୍ଚ ନେଇ କାବୁ ହେଲେ ଇଞ୍ଜିନିୟର ବାବୁ / ଆବାସ ଘର ବିଲ କରିଦେବାପାଇଁ ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରପଡିଲେ ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ଏନ ଏସି ଯନ୍ତ୍ରୀ ରଶ୍ମି ରଞ୍ଜନ ବେହେରା

31-Oct-2021



ଢେଙ୍କାନାଳ (ତାପସ ଦାସ) ହିନ୍ଦୋଳ - ପ୍ରଧାନ ମନ୍ତ୍ରୀ ଆବାସ ଘର ବିଲ କରିଦେବା ପାଇଁ ୩ହଜାର ଟଙ୍କା ଲାଞ୍ଚ । ଆଉ ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସରେ କାବୁ ହେଲେ ଜଣେ ସରକାରୀ ବାବୁ । ଏହି ସରକାରୀ ବାବୁ ଜଣଙ୍କ ହେଲେ ଢେଙ୍କାନା ଳ ଜିଲ୍ଲା ହିନ୍ଦୋଳ ବିଜ୍ଞାପିତ ପରିଷଦ କାର୍ଯ୍ୟାଳୟରେ କାର୍ଯ୍ୟରତ ଯନ୍ତ୍ରୀ ରଶ୍ମିରଞ୍ଜନ ବେହେରା । ଭିଜିଲାନ୍ସ ତାଙ୍କୁ ଲାଞ୍ଚ ଟଙ୍କା ନେଉଥିବା ୧୫ଶହ ଟଙ୍କା ସହ କାବୁ କରିଛି । ହିନ୍ଦୋଳ ବିଜ୍ଞାପିତ ପରିଷଦ ଅନ୍ତର୍ଗତ ୱାର୍ଡ ନଂ.୬ ସରଧାପୁରର ଶାନ୍ତି ଲତା ବେହେରା ନାମକ ଜଣେ ଆବାସ ହିତାଧିକାରୀଙ୍କୁ ତାଙ୍କ ବିଲ କରିଦେବା ପାଇଁ ୩ହଜାର ଟଙ୍କା ଦାବି କରିଥିଲେ । ତେବେ ଶାନ୍ତି ଲତାଙ୍କ ପୁଅ ମାନସ ବେହେରାଙ୍କ ଠାରୁ ପ୍ରଥମେ ୧୫ଶହ ଟଙ୍କା ନେଇଥିଲେ ମଧ୍ୟ ଆହୁରି ୧୫ଶହ ଟଙ୍କା ଦେଲେ ଯନ୍ତ୍ରୀ ରଶ୍ମି ରଞ୍ଜନ ବେହେରା ଫାଇନାଲ ବିଲ କରିବେ ବୋଲି ଦାବି କରିଥିଲେ । ଫଳରେ ମାନସ ବେହେରା ଅନୁଗୁଳ ଭିଜିଲାନ୍ସ ରେ ଅଭିଯୋଗ ମୁତାବକ ଆଜି ଭିଜିଲାନ୍ସ ଜଗି ରହିଥିଲେ । ଫଳରେ ମାନସଙ୍କ ଠାରୁ ୧୫ଶହ ଟଙ୍କା ଲାଞ୍ଚ ଗ୍ରହଣ କରିବା ବେଳେ ଛକି ରହିଥିବା ଭିଜିଲାନ୍ସ ଟିମ ଯନ୍ତ୍ରୀ ରଶ୍ମିରଞ୍ଜନ ବେହେରାଙ୍କୁ ତାଙ୍କ କାର୍ଯ୍ୟାଳୟରେ କାବୁ କରିଥିବା ଜଣାପଡ଼ିଛି ।  ରଶ୍ମିଙ୍କୁ ଗିରଫ କରି ଭିଜିଲାନ୍ସ ଟିମ ଅନୁଗୁଳକୁ ନେଇଯାଇ ତଦନ୍ତ କରୁଥିବା ଜଣାପଡିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   30-Sep-2026
  ଜିଲ୍ଲା  
କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ   30-Sep-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026

You Might Also Like