-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଦେଶ ବିଦେଶ

କୃଷକଙ୍କୁ କହିଲେ ରାହୁଲ- ସରକାର ପ୍ରଥମେ ଆପଣଙ୍କ ଗୋଡରେ କୁରାଢି ମାରିଲେ, ଏବେ ଛାତିରେ ଛୁରି ଭୁଶିଲେ

29-Sep-2020



ନୂଆଦିଲ୍ଲୀ ୨୯।୦୯: କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀ କୃଷି ସମ୍ବନ୍ଧିତ ନୂତନ ଆଇନକୁ ନେଇ ମଙ୍ଗଳବାର ପୁଣି ଥରେ ସରକାରଙ୍କ ଉପରେ ନିଶାଣ ସାଧିଛନ୍ତି। ସେ କହିଛନ୍ତି ଦେଶର ଭବିଷ୍ୟତ ପାଇଁ ଏହି ଆଇନର ବିରୋଧ କରିବା ଜରୁରୀ। ଚାଷୀଙ୍କ ସହ ଡିଜିଟାଲ ସମ୍ବାଦ ସମୟରେ ସେ କହିଛନ୍ତି ବିମୁଦ୍ରୀକରଣ ଓ ଜିଏସଟି ପରି ଏହି ଆଇନର ଲକ୍ଷ୍ୟ କେବଳ କୃଷକ ଓ ଶ୍ରମିକଙ୍କୁ ଦୁର୍ବଳ କରିବା ରହିଛି। ଏହି ଡିଜିଟାଲ ସମ୍ବାଦରେ ପଞ୍ଜାବ, ହରିୟାଣା, ମହାରାଷ୍ଟ୍ର, ବିହାର ଓ ଅନେକ ରାଜ୍ୟର କୃଷକ ନୂତନ ଆଇନ ସମ୍ବନ୍ଧରେ ନିଜର ମତାମତ ରଖିଥିଲେ।*

*ରାହୁଲ ଦାବି କରିଛନ୍ତି, ନୋଟ୍‌ବନ୍ଦୀ ସମୟରେ କୁହାଯାଇଥିଲା ଯେ ଏହା କଳାଧନ ବିପକ୍ଷରେ ଲଢେଇ। ତାହା ସବୁ ମିଥ୍ୟା ଥିଲା। ଏହାର ଲକ୍ଷ୍ୟ କୃଷକ ଓ ଶ୍ରମିକଙ୍କୁ ଦୁର୍ବଳ କରିବାର ଥିଲା। ଏହା ପରେ ଦେଶରେ ଜିଏସଟି ଲାଗୁ ହେଲା, ଏହାର ଲକ୍ଷ୍ୟ ମଧ୍ୟ ତାହା ଥିଲା। କରୋନା ସଙ୍କଟ ସମୟରେ କୃଷକ, ଶ୍ରମିକ ଓ ଗରିବଙ୍କୁ ଆର୍ଥିକ ସହାୟତା ଦିଆଗଲା ନାହିଁ। କେବଳ କିଛି ବଡ ଉଦ୍ୟୋଗପତିଙ୍କୁ ଟଙ୍କା ଦିଆଗଲା। କରୋନା କାଳରେ ଉଦ୍ୟୋଗପତିଙ୍କ ଆୟ ବଢି ଚାଲିଲା ଏବଂ ଆପଣଙ୍କ ଆୟ କମ ହୋଇ ଚାଲିଲା। ଏହା ସତ୍ଵେ ବି ଉଦ୍ୟୋଗପତିଙ୍କୁ ଟଙ୍କା ଦିଆଗଲା ବୋଲି ରାହୁଲ କହିଛନ୍ତି।*

*ସେ ଅଭିଯୋଗ କରିଛନ୍ତି, ଏହି ତିନି କୃଷି ସମ୍ବନ୍ଧିତ ଆଇନ୍‌ ଏବଂ  ନୋଟବନ୍ଦୀ ଓ ଜିଏସଟି ମଧ୍ୟରେ ଅଧିକ କିଛି ଫରକ ନାହିଁ। ଫରକ କେବଳ ଏତିକି ପ୍ରଥମେ ଆପଣଙ୍କ ଗୋଡରେ କୁରାଢି ମରାଗଲା ଏବଂ ଏବେ ଛାତିରେ ଛୁରା ମରାଯାଇଛି। ରାହୁଲ କହିଛନ୍ତି, ଏହି ଆଇନ କୃଷକଙ୍କ ପାଇଁ ନୁହେଁ। ତେଣୁ ଆଇନକୁ ଦେଶର ଭବିଷ୍ୟତ ପାଇଁ ବିରୋଧ କରିବାକୁ ପଡିବ।*

 

 

 

 


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like