-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||     

HOME   ଜିଲ୍ଲା

ସୋନପୁର ମହାବିଦ୍ୟାଳୟରେ ତାଜା ହେଲା ପୁରୁଣା ସ୍ମୃତି : ୩୫ ବର୍ଷ ପରେ ବନ୍ଧୁ ମିଳନ

31-Oct-2021



ସୋନପୁର (ମନୋରଞ୍ଜନ ତ୍ରିପାଠୀ) ସୋନପୁର ମହାବିଦ୍ୟାଳୟରେ ଯୁକ୍ତ ଦୁଇରେ ଅଧ୍ୟୟନ କରି ପଂଚାଅଶୀ ମସିହାରୁ ବନ୍ଧୁତ୍ବ ଅତୁଟ ରଖିଥିବା ପୁରୁଣା ବଂଧୁମାନେ ଦୀର୍ଘ ସଇଁତିରିଶ ବର୍ଷ ପରେ ସୁବର୍ଣ୍ଣପୁରସ୍ଥ ସୁବର୍ଣ୍ଣମେରୁ ମନ୍ଦିରରେ ଏକତ୍ରିତ ହୋଇଥିଲେ ।ଶ୍ରୀ ସୁଦାମ ଚରଣ ସାହୁ ଓ ଶ୍ରୀ ଗୋପାଳ ଚରଣ ସାହୁଙ୍କ ନେତୃତ୍ବରେ ଅନୁଷ୍ଠିତ ଏଇ ବନ୍ଧୁମିଳନ ଉତ୍ସବରେ ଏକ ସଭାକାର୍ଯ୍ୟ ଅନୁଷ୍ଠିତ ହୋଇଥିଲା। ।ଇତ୍ୟବସରରେ ଇହଧାମ ତ୍ୟାଗ କରି ସାରିଥିବା ଦିବଂଗତ ବନ୍ଧୁ ମହେନ୍ଦ୍ର କୁମାର ମିଶ୍ର ,ଭାସ୍କର ଦାଶ ଓ ନୀଳେନ୍ଦ୍ରି ସାହୁଙ୍କ ଆତ୍ମାର ସଦ୍ଗତି ନିମନ୍ତେ ଏକ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା ।ବହୁବର୍ଷ ପରେ ମିଳିତ ହୋଇଥିବା ବନ୍ଧୁମାନେ ନିଜନିଜ ପରିବାର ବିଷୟରେ ପରସ୍ପର ଅବଗତ ହେବା ସହ ପୁରୁଣା ଦିନର ସ୍ମୃତିକୁ ଉଖାରି ଭାବ ଗଦଗଦ ହୋଇଥିଲେ ।ଗୀତ ବାଦ୍ୟ ନୃତ୍ୟ ଓ ଅଭିନୟର ଆସର ଓ ଭୋଜିଭାତର ସ୍ବତନ୍ତ୍ର ପର୍ବ ଅନୁଷ୍ଠିତ ହୋଇଥିଲା ।ଏହି ବନ୍ଧୁ ମିଳନ ପର୍ବରେ ରାଜ୍ୟ ସରକାରଙ୍କର ପ୍ରୋଜେକ୍ଟ ଏଡମିନିଷ୍ଟ୍ରେଟର ଭାବେ ଭବାନି ପାଟଣାରେ ଅବସ୍ଥାପିତ ଶ୍ରୀ ବରଂଚି ନାରାୟଣ ଦରୁୱାନ, ଡକ୍ଟର ପୁରୁଷୋତ୍ତମ ମିଶ୍ର, ଡକ୍ଟର ସୌରଭ ରଂଜ ଖମାରୀ ,ବାଉଁଶୁଣୀ ମାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀ ଅନିରୁଦ୍ଧ ମହାକୁଡ,ପିକାଶ୍ରୀ ରବୀନ୍ଦ୍ର ଠେଟୁଆଲ୍ ,ଶ୍ରୀ ପ୍ରବୀର ରଥ ,ଶ୍ରୀ ବସନ୍ତ କୁମାର ଦାଶ ,ଅଧ୍ୟପକ ପ୍ରକାଶ ମହାକୁଡ ,ଅଧ୍ୟାପିକା ଭାରତୀ ଦର୍ଜି ,ଅଧ୍ୟାପିକା ସଂଜୁରାଣୀ ସିଂ  ଆଦି ପୁରୁଣା ବନ୍ଧୁମାନେ ଉତ୍ସବରେ ଅଂଶଗ୍ରହଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026

You Might Also Like