-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||     

HOME   ଜିଲ୍ଲା

ସରକାରୀ ଆୟୁର୍ବେଦ ଚିକିତ୍ସାଳୟରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା

31-Oct-2021



ପଦ୍ମପୁର(ନିରଞ୍ଜନ ତ୍ରିପାଠୀ) : ପାଇକମାଲ ରଣଜିତପୁର ସ୍ଥିତ ସରକାରୀ ଆୟୁର୍ବେଦ ଚିକିତ୍ସାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା ସଭା ଡାକ୍ତର ପ୍ରଦିପ କୁମାର  ଦୋରାଙ୍କ ଅଧ୍ୟକ୍ଷତାରେ ରବିବାର ଅନୁଷ୍ଠିତ ହୋଇଯାଇଛି । ଚିକିତ୍ସାଳୟର ଫାମାସିଷ୍ଟି ମାତୃ ପ୍ରସାଦ ରଥ ଦୀର୍ଘ ୩୪ ବର୍ଷ ଧରି ଏଠାରେ ଗୋଟିଏ ସ୍ଥାନରେ ରହି କାମ କରି   ଅବସର ନେଇଛନ୍ତି । ଅତିଥି ଭାବେ ନୃସିଂହନାଥ ଆୟୁର୍ବେଦ ମହାବିଦ୍ୟାଳୟ ପ୍ରଶାସକ ମନୋଜ

କୁମାର ତ୍ରିବେଦୀ, ମହାବିଦ୍ୟାଳୟର ଅଧ୍ୟକ୍ଷା ଖିରାବ୍ଧୀ ତନୟା ରାଉତରାୟ, ପ୍ରଫେସର ଶିବ ପ୍ରସାଦ ମହାନ୍ତି, ଡା. ମାନଭଞ୍ଜନ ପଣ୍ତା, ଡା. ଶ୍ରୀକାନ୍ତ ରାଉତ ଯୋଗଦାନ କରିଥିଲେ । ଅବସର ନେଇଥିବା ଶ୍ରୀ ରଥଙ୍କୁ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ଶ୍ରୀ ରଥ ତାଙ୍କ ଭାଷଣରେ ସେବା ମନଭାବ ନେଇ କାମ କରିବାକୁ କହିଥିଲେ । ଅତିଥି ମାନଙ୍କ ସହ ଶଙ୍କର ପ୍ରସାଦ ଦାସ,  ଶୌକିଲାଲ ସେଠ ପ୍ରମୁଖ ଯୋଗ ଦେଇ ରଥ ବାବୁଙ୍କ ଚାକିରି ଜିବନୀ ଉପରେ ଆଲୋକପାତ କରିଥିଲେ । ଶେଷରେ  ପାରେଶ୍ବର ପାଣିଗ୍ରାହୀ ଧନ୍ୟବାଦ ଅର୍ପଣ କରିଥିଲେ


News Comment




Photo in News

Advertisment
Lastest News
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026

You Might Also Like