-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||     

HOME   ଜିଲ୍ଲା

ଲାଲ ବାହାଦୁର ଶାସ୍ତ୍ରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ନୂତନ ପରିଚାଳନା କମିଟି ଗଠିତ            

31-Oct-2021



ପଦ୍ମପୁର(ନିରଞ୍ଜନ ତ୍ରିପାଠୀ) : ଅମରଦୀପ ଅଗ୍ରୱାଲଙ୍କ ଅଧ୍ୟକ୍ଷତାରେ ଓ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଭକ୍ତହରି ମେହେର ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଲାଲ ବାହାଦୁର ଶାସ୍ତ୍ରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ନୂତନ ପରିଚାଳନା କମିଟି ଗଠନ କରାଯାଇଛି । ଏହି ସଭାରେ ଏ.ବି.ଇ.ଓ ଶ୍ରୀଯୁକ୍ତ ଜୟକୁମାର ସାହୁ ଓ ସି.ଆର.ସି.ସି ଶ୍ରୀଯୁକ୍ତ ଶେଷ ଦେବ ସାହୁ ପର୍ଯ୍ୟବେକ୍ଷକ ଓ ମାର୍ଗଦର୍ଶକ ଭାବେ ଯୋଗଦେଇ ବିଦ୍ୟାଳୟ ଉନ୍ନତିରେ କମିଟିର ଭୂମିକା ଉପରେ ଆଲୋକପାତ କରିଥିଲେ ।ସେବା ଓ ତ୍ୟାଗ, ଯୋଜନା ଓ ଫଳପ୍ରଦ ଉପରେ ଆଧାରିତ ଏହି ବିଦ୍ୟାଳୟର ଅତୀତ ପୃଷ୍ଠା ଉପରେ ଆଲୋକପାତ କରିଥିଲେ । ଶ୍ରୀଯୁକ୍ତ ମେହେର କମିଟି ଗଠନର ଗଣତାନ୍ତ୍ରିକ ଉପାୟ ଦର୍ଶାଇବା ପରେ  ଚେୟାରମେନ ପୁରାତନ କମିଟି ଭଙ୍ଗ ଘୋଷଣା କରିଥିଲେ । ନୂତନ କମିଟିରେ ଶ୍ରୀଯୁକ୍ତ ସଞ୍ଜୟ କୁମାର ଦାସ ଚେୟାରମେନ ଭାବେ ଓ ଶ୍ରୀମତୀ ଗାୟତ୍ରୀ ସେନ୍ଦ୍ରିଆ ଭାଇସ ଚେୟାରମେନ ଭାବେ ନିର୍ବାଚିତ ହୋଇଥିଲେ । ଏହି କମିଟି ରେ ଅନ୍ୟମାନଙ୍କ ମଧ୍ୟରେ  ଆକାଶ ସାହୁ, ପ୍ରକାଶ ମିଶ୍ର, ଚୂଡାମଣି ମାଝୀ, ପ୍ରଦୀପ ମହାନନ୍ଦ, ମୀନ କେତନ ମେହେର, ମୀନାକ୍ଷୀ ଗୁଆଲ, ସୀତା ମହାରଣା,

ସୁଜାତା ରଣା, ରୀତା ଭୋଇ, ଗୀତା ପଧାନ ସଦସ୍ୟ ଭାବରେ ମନୋନୀତ ହୋଇଛନ୍ତି । ଶ୍ରୀଯୁକ୍ତ ଅଗ୍ରୱାଲ ଏକ ଅଭିଜ୍ଞତା ପୂର୍ଣ୍ଣ ଭାଷଣରେ କମିଟିର କାର୍ଯ୍ୟ ବିଦ୍ୟାଳୟର ମାର୍ଗ ହୋଇଥାଏ ବୋଲି ଜଣାଇ ଥିଲେ । ସଭାଟିକୁ ଠିକ ଭାବରେ ପରିଚାଳିତ କରିବାରେ ଶିକ୍ଷକ ଲଳିତ ମୋହନ ଲୁହାର, ଦେବାନନ୍ଦ ତୁରିଆ,ଗଉର ହୋତା, ସୁବ୍ରତ ଚାନ୍ଦ, ଶିକ୍ଷୟିତ୍ରୀ ସଂଯୁକ୍ତା ରଥ,ସୁବାସିନୀ କଣ୍ଟା,ପ୍ରେମଶିଳା ପ୍ରଧାନ,ସାଗରୀକା ଯୋଶୀ,ନୀଳିମା ପ୍ରଧାନ,ସଙ୍ଘମିତ୍ରା ଭୋଇ, ସସ୍ମିତା ଦାଶ ଓ ମଧୁସ୍ମିତା ବାରିକ ସହଯୋଗ କରିଥିଲେ । ଶେଷରେ   ଶିକ୍ଷୟିତ୍ରୀ ସଂଯୁକ୍ତା ରଥ ନୂତନ ପରିଚାଳନା କମିଟିର କର୍ମକର୍ତ୍ତା ମାନଙ୍କୁ ସ୍ବାଗତ କରିଥିଲେ ଓ ଅତିଥି, ଅଧିକାରୀ, ପୁରାତନ କମିଟି, ପିତା ମାତାଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026

You Might Also Like