-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||     

HOME   ଜିଲ୍ଲା

‘ସକାଳ’ ଖବରକାଗଜ ତରଫରୁ ବିତର୍କ ପ୍ରତିଯୋଗିତା ଉଭୟ ବିଭାଗରେ ଛାତ୍ରୀ ମାନେ ପ୍ରଥମ 

31-Oct-2021



ସୁବର୍ଣ୍ଣପୁର ,(ମନୋରଞ୍ଜନ ତ୍ରିପାଠୀ) – ଦୈନିକ ଓଡିଆ ଖବରକାଗଜ ‘ସକାଳ’ର ପ୍ରଥମ ସ୍ୱନକ୍ଷତ୍ର ଉପଲକ୍ଷେ ବିତର୍କ ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି । ସ୍ଥାନୀୟ ପ୍ରଜ୍ଞା ଭାରତୀ ହାଇସ୍କୁଲ ପରିସରରେ ରବିବାର ଅନୁଷ୍ଠିତ ହୋଇଛି ଜିଲ୍ଲା ସ୍ତରୀୟ  ବିତର୍କ ପ୍ରତିଯୋଗିତା । ଏହି ପ୍ରତିଯୋଗିତାର ଜୁନିଅର ବିଭାଗରେ ୧୩  ଜଣ ପ୍ରତିଯୋଗୀ ଏବଂ ସିନିଅର ବିଭାଗରେ  ୨୦ ଜଣ ପ୍ରତିଯୋଗୀ ସାମିଲ ଥିଲେ । ତେବେ ଜୁନିଅର ବିଭାଗରେ ସରସ୍ବତୀ ଶିଶୁ ମନ୍ଦିରର ଛାତ୍ରୀ ଶ୍ରଦ୍ଧାଞ୍ଜଳି ତ୍ରିପାଠୀ  ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ସିନିଅର ବିଭାଗରେ  କେନ୍ଦ୍ରୀୟ ବିଦ୍ୟାଳୟର ଛାତ୍ରୀ ସଞ୍ଚିତା ମିଶ୍ର  ପ୍ରଥମ ସ୍ଥାନ ଅଧିକାର କରିଥିଲେ । ତେବେ ପ୍ରଥମ ସ୍ଥାନ ଅଧିକାର କରିଥିବା ଉଭୟ ପ୍ରତିଯୋଗୀଙ୍କୁ ଭୁବନେଶ୍ୱରଠାରେ ହେବାକୁ ଥିବା ରାଜ୍ୟସ୍ତରୀୟ ବିତର୍କ ପ୍ରତିଯୋଗିତାରେ ଭାଗ ନେବା ପାଇଁ ସୁଯୋଗ ମିଳିବ । ଏହି ଅବସରରେ ଆୟୋଜିତ ପୁରସ୍କାର ବିତରଣ ସମାରୋହର ମୁଖ୍ୟ ଅତିଥି ଭାବେ ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ ଯୋଗ ଦେଇ କୃତି ପ୍ରତିଯୋଗୀଙ୍କୁ ମାନପତ୍ର ଏବଂ ପୁରସ୍କାର ରାଶି ପ୍ରଦାନ କରିଥିଲେ । ତେବେ ସମସ୍ତ ପ୍ରତିଯୋଗୀଙ୍କ ଅଭିଭାଷଣ ପ୍ରଦାନର ଦକ୍ଷତାକୁ ସେ ଭୂୟସୀ ପ୍ରଶଂସା କରିଥିଲେ । ତେବେ ବିଚାରକ ଭାବେ ଜୁନିଅର ବିଭାଗରେ ମହିଳା ମହାବିଦ୍ୟାଳୟର ପ୍ରଫେସର ମଦନସୁନ୍ଦର କ୍ଷେତୀ, କବି ତଥା ଆଇନଜୀବୀ ଅଦ୍ୱେତ ପ୍ରସାଦ ପଣ୍ଡା ଏବଂ ରାଜ୍ୟ ସଂଗୀତ ନାଟକ ଏକାଡେମୀର ସଦସ୍ୟ ଶାଶ୍ୱତ ତ୍ରିପାଠୀ  ଯୋଗ ଦେଇଥିଲେ । ସିନିଅର ବିଭାଗର ବିଚାରକ ଭାବେ ଅବସରପ୍ରାପ୍ତ ପ୍ରଧ୍ୟାପକ ଲୋକେଶ ପ୍ରଧାନ, ବିଶିଷ୍ଟ ଶିକ୍ଷାବିତ୍ ରମେଶ ନାୟକ ଏବଂ କବି ତଥା ଶିକ୍ଷାବିତ୍ ଶ୍ରୀଧର ବାଗ ଯୋଗଦେଇ ଥିଲେ । ତେବେ ପ୍ରଜ୍ଞା ଭାରତୀ ହାଇସ୍କୁଲ ମୁଖ୍ୟ ସନ୍ତୋଷ ପୂଜାରୀ, ନାଟ୍ୟଚକ୍ର ନିର୍ଦ୍ଦେଶକ ମନୋଜ ବାରିକ, ସ୍ୱେଚ୍ଛାସେବୀ ଗୋବିନ୍ଦ ଡାଙ୍ଗ ପ୍ରମୁଖ ବିତର୍କ ପ୍ରତିଯୋଗିତା ଆୟୋଜନ ପାଇଁ ସହଯୋଗ କରିଥିଲେ । ଶେଷରେ ସକାଳ ଜିଲ୍ଲା ପ୍ରତିନିଧି ଧରଣୀ ଧର ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026

You Might Also Like