-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||     

HOME   ଜିଲ୍ଲା

ଝାରବନ୍ଧ ବ୍ଲକ କଳା ସଂସ୍କୃତି ସଂଘର ଉପ-ସଭାପତି ଭାବେ ଦାୟିତ୍ଵ ନେଲେ ଯୁବ ସଞ୍ଚାର ବାୟକ ହର୍ଷବର୍ଦ୍ଧନ ଲୁହାର

31-Oct-2021



ପଦ୍ମପୁର(ନିରଞ୍ଜନ ତ୍ରିପାଠୀ) :- ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଝାରବନ୍ଧ ବ୍ଲକର କଳା ସଂସ୍କୃତି ସଂଘର ଉପ-ସଭାପତି ଭାବେ ଯୁବ ସଞ୍ଚାର ବାୟକ ହର୍ଷବର୍ଦ୍ଧନ ଲୁହାରଙ୍କୁ ଜିଲ୍ଲା ସଂସ୍କୃତି ଅଧିକାରୀ  ଅନୁମୋଦନ କରିଛନ୍ତି। ଝାରବନ୍ଧ ବ୍ଲକର ୧୪ ଗୋଟି ଗ୍ରାମ ପଞ୍ଚାୟତର କଳାକାର ମାନଙ୍କ ଅନେକ ଦିନର ଆଶା ଓ ଆକାଂକ୍ଷା ସଫଳ ହୋଇଛି। ବ୍ଲକର ସବୁ ବର୍ଗର ସମସ୍ତ କଳାକାର ଏକ ବୈଠକ କରି ସର୍ବସମ୍ମତି କ୍ରମେ ଯୁବ ସଞ୍ଚାର ବାୟକ ହର୍ଷବର୍ଦ୍ଧନ ଲୁହାରଙ୍କୁ ଝାରବନ୍ଧ ବ୍ଲକ କଳା ସଂସ୍କୃତି ସଂଘର ଉପ-ସଭାପତି କରାଯିବା ପାଇଁ ତଥା କଳାକାରମାନଙ୍କର ହକଅଧିକାର ପାଇଁ ଏକ ବିରାଟ ରେଲି ରେ  ଶହ ଶହ କଳାକାର ଝାରବନ୍ଧ  ବିଡିଓ ଙ୍କୁ ଦାବି ପତ୍ର  ପ୍ରଦାନ   କରିଥିଲେ l ଯାହାକୁ ଆଜି  ବରଗଡ କଳା ସଂସ୍କୃତି ଅଧିକାରୀ   ଯୁବ ସଞ୍ଚାର ବାୟକ ଶ୍ରୀ ଲୁହାର ଙ୍କୁ ଝାରବନ୍ଧ ବ୍ଲକ କଳା ସଂସ୍କୃତି ସଂଘର ଉପ-ସଭାପତି ଭାବେ ଅନୁମୋଦନ  କରିଥିବା ଚଠି ବିଭାଗୀୟ ଅଧିକାରୀ, ଶ୍ରୀ ଲୁହାର ଏବଂ ପୂର୍ବତନ ଉପସଭାପତି ଙ୍କ ଅବଗତି ନିମନ୍ତେ ପ୍ରେରଣ କରିଛନ୍ତି ।ଏହି ଖବର ପାଇ ଝାରବନ୍ଧ ବ୍ଲକ ଅଞ୍ଚଳର ସବୁ ବର୍ଗର କଳାକାର, କଳାପ୍ରେମୀ, ସଂସ୍କୃତି ପ୍ରେମୀ  ତଥା ବୁଦ୍ଧିଜୀବୀ ମାନଙ୍କ ମଧ୍ୟରେ ଖୁସିର ଲହରି ଖେଳିଯାଇଛି ଏବଂ ଶ୍ରୀ ଲୁହାରଙ୍କୁ ଶୁଭେଚ୍ଛା ର ସୁଅ ଛୁଟିଛି । ଶ୍ରୀ ଲୁହାର ଜଣେ ସଂଚାର ବାୟକ ଭାବେ ଓଡିଶା ତଥା ପଡୋଶୀ ରାଜ୍ୟ ମାନଙ୍କରେ ବେଶ ସୁପରିଚିତ ,ତାଙ୍କ ଦର୍ଶକ ମହଲରୁ ମଧ୍ୟ ଶୁଭେଚ୍ଛା ବାର୍ତ୍ତା ଆସିଛି । ଶ୍ରୀ ଲୁହାର ଙ୍କୁ ଏହି ବିଷୟରେ ପଚାରିବାରୁ....  ମୁଁ ତୃତୀୟ ଶ୍ରେଣୀରେ ଅଧ୍ୟୟନ କରୁଥିବା ସମୟରୁ ସଂଚାର କଳା ପ୍ରତି ଆକର୍ଷିତ ହୋଇଥିଲି ଏବଂ ମୋର ବଡ ବାପା କୁଞ୍ଜ ବିହାରୀ ଲୁହାର ଙ୍କ ଠାରୁ ପ୍ରେରଣା ପାଇ ସଂଚାର କଳାକୁ ନିଜର ନିଶା ଭାବେ ଗ୍ରହଣ କଲି, ଯାହା ମୋର ଜିବନର ସବୁକିଛି ଅଟେ । କଳା ସଂସ୍କୃତି ଏବଂ କଳାକାର ମାନଙ୍କର ବିକାଶ  ପାଇଁ ମୁଁ  ସଦାସର୍ବଦା କଳାକାର ମାନଙ୍କ ପାଇଁ ସମର୍ପିତ । ଆଜିର ଏହି ଗୁରୁ ଦାୟିତ୍ବ ପାଇବାରେ ସମସ୍ତ କଳାକାର , କଳାପ୍ରେମୀ ଏବଂ ଗୁରୁଜନ ଙ୍କ ଭଳପାଇବା  ଆର୍ଶିବାଦ ର ଫଳ ଅଟେ । ଆଗାମୀ ଦିନରେ ଝାରବନ୍ଧ ବ୍ଲକ ଅଞ୍ଚଳର ସମସ୍ତ କଳାକାର ମାନଙ୍କର ଦୁଃଖ ସୁଖରେ ସାମିଲ ହୋଇ ସରକାରଙ୍କର ଆଦେଶ ଅନୁସାରେ ଆସୁଥିବା ସମସ୍ତ କାର୍ଯ୍ୟକ୍ରମ ମିଳିମିଶି କରାଯିବ l କଳା ସଂସ୍କୃତି କ୍ଷେତ୍ରରେ କଳାକାର ଦକ୍ଷତା ବୃଦ୍ଧି ଏବଂ କଳାକାରଙ୍କ ହକ ଅଧିକାର ବିଷୟ ମାନଙ୍କରେ ସଦା ସର୍ବଦା ଉପଯୁକ୍ତ ପଦକ୍ଷେପ ନେଇ ଉତ୍ସର୍ଗିକୃତ ଭାବରେ କାର୍ଯ୍ୟ କରିବି ବୋଲି ସେ ମତପ୍ରଦାନ କରିଛନ୍ତି l


News Comment




Photo in News

Advertisment
Lastest News
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026

You Might Also Like