-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||     

HOME   ଜିଲ୍ଲା

ପ୍ରଜାପିତା ବ୍ରହ୍ମା କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ନୂତନ ଭବନ ପ୍ରଭୁ ଉପହାର ଉଦଘାଟିତ।

31-Oct-2021



ରେଢାଖୋଲ ( ଅନିଲ କୁମାର ପୃଷ୍ଟି ) ବିଶ୍ୱ ବରେଣ୍ୟ ସନ୍ଥ କବି ଭୀମ ଭୋଇଙ୍କ ମାଟି ତଥା ପଶ୍ଚିମ ଓଡିଶା ମୁଖ୍ୟ ଦ୍ୱାର ସମ୍ବଲପୁର ଜିଲ୍ଲା ରେଢାଖୋଲ  ସ୍ଥିତ ପ୍ରଜାପିତା ବ୍ରହ୍ମା କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ଉପସେବା କେନ୍ଦ୍ରର ନୂତନ ଭବନ "ପ୍ରଭୁ ଉପହାର'  ରବିବାର ଉଦଘାଟିତ ହୋଇ ଯାଇଛି। ଏହି ଉଦଘାଟନୀ ଉତ୍ସବରେ ନୂତନ ଭବନକୁ ବ୍ରହ୍ମା କୁମାରିସ  ପଶ୍ଚିମ ଓଡିଶା ସେବା କେନ୍ଦ୍ର ସମୂହ ତଥା  ସମ୍ବଲପୁର ସେବା କେନ୍ଦ୍ରର ମୁଖ୍ୟ ସଞ୍ଚାଳିକା  ରାଜଯୋଗିନୀ ବ୍ରହ୍ମା କୁମାରୀ ପାର୍ବତୀ ଭଉଣୀ,ରାଜ୍ୟ ସଭା ସାଂସଦ ପ୍ରସନ୍ନ ଆଚାର୍ଯ୍ୟ  ପ୍ରମୁଖ ଅତିଥି ଭାବରେ ଯୋଗ ଦେଇ  ନୂତନ ଭବନର  ଶୁଭ ଉଦଘାଟନ କରିଥିଲେ। ଏହି  ନୂତଟ ଭବନର ଉଦଘାଟନ ଓ  ସମ୍ବଲପୁର ମୁଖ୍ୟ ସେବାକେନ୍ଦ୍ରର ସଞ୍ଚାଳିକା ରାଜ ଯୋଗିନୀ ବ୍ରହ୍ମା କୁମାରୀ ପାର୍ବତୀ ଭଉଣୀଙ୍କ  ଈଶ୍ୱରୀୟ ସେବାରେ ୫୦ ବର୍ଷ ସମର୍ପିତ  ଜୀବନ ଅବସରରେ  ଏକ ସ୍ବର୍ଣ୍ଣିମ ଦିବସ ଉତ୍ସଵ ଅନୁଷ୍ଠିତ ହୋଇ ଥିଲା। ସମ୍ବଲପୁର ସେବାକେନ୍ଦ୍ରର  ବ୍ରହ୍ମା କୁମାରୀ ଆରତୀ ଭଉଣୀଙ୍କ  ମଞ୍ଚ ପରିଚାଳନାରେ ଅନୁଷ୍ଠିତ ସମାରୋହରେ  ରାଜ୍ୟ ସଭା ସାଂସଦ ପ୍ରସନ୍ନ ଆଚାର୍ଯ୍ୟ ମୁଖ୍ୟ ଅତିଥି ଭାବରେ ଦେଇ  ଆଧ୍ୟାତ୍ମିକ ଜ୍ଞାନ  ମାନବ ସମାଜ କିପରି ଦିଗ ଦର୍ଶନ ଦେଇ ଆସିଛି ଏବଂ କିପରି ସାରା ବିଶ୍ୱରେ ଶାନ୍ତି ପ୍ରତିଷ୍ଠା ହୋଇ ପାରିବ ତାଙ୍କର ନିଜସ୍ୱ ଅନୁଭୂତିକୁ ପ୍ରକାଶ କରିଥିଲେ। ସେହିପରି ବରିଷ୍ଠ ବିଜେପି ନେତା ଗୋବିନ୍ଦ ଅଗ୍ରୱାଲ, ଜିଲ୍ଲା ପରିଷଦ ସଭ୍ୟ ପ୍ରଦୀପ ପ୍ରଧାନ ପ୍ରମୁଖ ସଂମାନିତ ଅତିଥି ଭାବରେ ଯୋଗ ଦେଇଥିଲେ।  ଅନ୍ୟ ମାନଙ୍କ ମଧ୍ୟରେ  ପ୍ରଜାପିତା ବ୍ରହ୍ମା କୁମାରୀ ଇଶ୍ୱରୀୟ ବିଶ୍ୱ ବିଦ୍ୟାଳୟର  ଅନ୍ତରାଷ୍ଟ୍ରୀୟ ମୁଖ୍ୟାଳୟ ମାଉଣ୍ଟ ଆବୁ (ରାଜସ୍ଥାନ)ର  ସରତ ଭାଇ, ରୀଙ୍କୁ ଭାଇ, ହିମାଂଶୁ ଭାଇ ,ରୋହିତ ଭାଇ, ସୁଧାଂଶୁ ଭାଇ, ବ୍ରହ୍ମା କୁମାରୀ ସୁଶୀଳା, ଲକ୍ଷ୍ମୀ, ସୁଜାତା, ଗୀତା , ମାମିନା, ଯଶୋଦା, ସୁନିତା, ଜୟଶ୍ରୀ  ପ୍ରମୁଖ ମଞ୍ଚାସିନ ଥିଲେ।ଏହି ଅଵସରରେ ବ୍ରହ୍ମା କୁମାରୀ ପାର୍ବତୀ

ଭଉଣୀଙ୍କ ସମେତ  ସମସ୍ତ ଅତିଥି,  ମଞ୍ଚାସିନ  ଭାଇ ଓ ଭଉଣୀ ମାନଙ୍କୁ   ଉପଧୌକନ ଦେଇ ସଂମାନିତ କରିଥିଲେ। ଏହି କାର୍ଯ୍ୟକ୍ରମରେ ରେଢାଖୋଲ  ବ୍ରହ୍ମା କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ଉପ ସେବା କେନ୍ଦ୍ର ସଞ୍ଚାଳିକା ବ୍ରହ୍ମା କୁମାରୀ ମଞ୍ଜୁ ଭଉଣୀ ସ୍ୱାଗତ ଭାଷଣ ପ୍ରଦାନ କରି ଥିଲେ।  କାର୍ଯ୍ୟକ୍ରମ ପ୍ରାରମ୍ଭରେ ଅତିଥି ମାନଙ୍କ ଦ୍ୱାରା  ଦୀପ  ପ୍ରଜ୍ଵଳନ , କେକ କାଟି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା।ଆରମ୍ଭରେ ଏକ ଆଧ୍ୟାତ୍ମିକ ଅନୁଭୂତି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମକୁ ବ୍ରହ୍ମା କୁମାର ଡ. ଭାଗିରଥି ଭାଇ ପରିଚାଳନା   କରି ଥିବା ବେଳେ ବ୍ରହ୍ମା କୁମାର ପ୍ରସନ୍ନ   ଭାଇ ରେଢାଖୋଲ ଉପ ସେବାକେନ୍ଦ୍ରର ଇତିହାସ ବିଷୟରେ କହିବା ସହିତ  ବ୍ରହ୍ମା କୁମାରୀ ଜ୍ୟୋତି ଭଉଣୀ ୫୦ ବର୍ଷର ସେବା ସମ୍ୱନ୍ଧରେ ପ୍ରକାଶ କରିଥିଲେ। ଶେଷରେ ବ୍ରହ୍ମା କୁମାର ହାଡ଼ିବନ୍ଧୁ ଭାଇ ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମରେ ସ୍ୱାଗତ ନୃତ୍ୟ ପରିବେଷଣ କରାଯାଇଥିଲା।


News Comment




Photo in News

Advertisment
Lastest News
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026

You Might Also Like