-+91-9937148622 |

prerana_bgr@rediffmail.com |

  Saturday 1st August 2026 |

| | | |

R.N.I. Regd No. ODIODI/2010/46693

Breaking News

ଚାଷୀଙ୍କ ସମସ୍ୟା ନେଇ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (01-Aug-2026)       ||      *ଅବସର କାଳୀନ ସମାରୋହରେ ବୃକ୍ଷରୋପଣ କରି ଅଭିନବ ପରମ୍ପରାର ଶୁଭାରମ୍ଭ କଲା ଭାରତ ବିକାଶ ପରିଷଦ ସୋନପୁର ଶାଖା*-   (01-Aug-2026)       ||      *ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ପୌର ପରିଷଦ ପକ୍ଷରୁ ସହରରେ ରେ ମଶା ବଂଶ ନିପାତ ପାଇଁ ବଳିଷ୍ଠ ପଦକ୍ଷେପ*   (01-Aug-2026)       ||      ଚାଷୀଙ୍କ କ୍ଷତିପୂରଣ ଦାବିକଲା ଲିବରେସନ୍ ସାମାଜିକ ଅନୁଷ୍ଠାନ   (01-Aug-2026)       ||      ଦୟାନନ୍ଦ ପବ୍ଲିକ ସ୍କୁଲର ଷ୍ଟାଫ ଡେ ଓ ନର୍ସରୀ ଟିଚର୍ସ୍ ଟ୍ରେନିଂ ଛାତ୍ରୀମାନଙ୍କ ସମାବର୍ତ୍ତନ ଉତ୍ସବ   (01-Aug-2026)       ||      ଏଡିଇଓ ରଞ୍ଜିତ ଘିବେଲାଙ୍କୁ ବିଦାୟକାଳୀନ ସମ୍ବଦ୍ଧନା    (01-Aug-2026)       ||      ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||      ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||      *ଗାନ୍ଧି ଷ୍ଟାଡିୟମ୍ ପାଇଁ ୨୫ କୋଟି ୭୫ ଲକ୍ଷ ଓ ଭୀମଭୋଇ ସମାଧିପୀଠ ଖଲିଆପାଲି ପାଇଁ ୩୪କୋଟି ଅର୍ଥ ମଞ୍ଜୁରୀ - ଜିଲ୍ଲାପାଳ ଙ୍କୁ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଶୁଭେଛା ସମ୍ୱର୍ଦ୍ଧନା ଜ୍ଞାପନ*-   (31-Jul-2026)       ||      ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା,,,,,,, .୩୫ ବର୍ଷ ୨ମାସର କାର୍ଯ୍ୟଧାରା .ନମ୍ରତା ଓ ସରଳତା ଥିଲା ମୂଳମନ୍ତ୍ର   (31-Jul-2026)       ||      ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ   (31-Jul-2026)       ||      ଲୋୟର ସୁକତେଲ ଡ୍ୟାମ୍‌ ଅଞ୍ଚଳରେ ୧୬୩ ଧାରା ଲାଗୁ: ପ୍ରବେଶ, ଗାଧୋଇବା ଓ ସେଲଫି ନେବା ଉପରେ କଟକଣା   (31-Jul-2026)       ||      *ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   (31-Jul-2026)       ||      ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   (31-Jul-2026)       ||      ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   (31-Jul-2026)       ||      ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   (31-Jul-2026)       ||      *ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   (31-Jul-2026)       ||      ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||      ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜ଼ିଲ୍ଲା ପ୍ରଶାସନ ପକ୍ଷରୁ ବରିଷ୍ଠ ନାଗରିକ ମାନଙ୍କ ପାଇଁ କାର୍ଯ୍ୟକ୍ରମ, ବରିଷ୍ଠ ନାଗରିକ ମାନଙ୍କ ପାଇଁ ପ୍ରତିମାସ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯିବ - ଜିଲ୍ଲାପାଳ

31-Oct-2021



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ): ଆଜି ସୁବର୍ଣ୍ଣପୁର ଜ଼ିଲ୍ଲା ପ୍ରଶାସନ ପକ୍ଷରୁ ବରିଷ୍ଠ ନାଗରିକ ମାନଙ୍କ ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଇ ସମ୍ବର୍ଦ୍ଧିତ କରାଯାଇଥିଲା l ସୁବର୍ଣ୍ଣପୁର ଜ଼ିଲ୍ଲା ସଂସ୍କୃତି ବିଭାଗ ପକ୍ଷରୁ ଆୟୋଜିତ ବିଭିନ୍ନ କାର୍ଯ୍ୟକ୍ରମ ରେ ପ୍ରଥମେ ସ୍ଥାନୀୟ ଫୋରେଷ୍ଟ ପାର୍କ ଠାରେ ବରିଷ୍ଠ ନାଗରିକ ଙ୍କୁ ଯୋଗ  କ୍ରିୟା ଓ ପ୍ରାଣାୟାମ ଉପରେ  ଯୋଗ ଗୁରୁ  ଗୋରେଖ ନାଥ ସାହୁ ଅତି ସୁନ୍ଦର ଭାବେ ବୁଝାଇ  ଯୋଗାଭ୍ୟାସ  କରାଇ ଥିଲେ  l ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ସୁବର୍ଣ୍ଣପୁର ଜ଼ିଲ୍ଲାପାଳ ଅବୋଲି ସୁନୀଲ ନରୱଣେ  ଯୋଗ ଦେଇ ବରିଷ୍ଠ ନାଗରିକ ମାନଙ୍କୁ ସ୍ୱାଗତ କରିବା  ସହିତ ସମ୍ମାନ ଜଣାଇଥିଲେ ଓ ନିୟମିତ ଯୋଗ ଓ ପ୍ରାଣାୟାମ କଲେ  କେବେ ବି ଆପଣ ମାନଙ୍କୁ କୋଭିଡ  ବା କୌଣସି ରୋଗ ଛୁଇଁ ପାରିବନି ବୋଲି କହିଥିଲେ ଏବଂ ସମସ୍ତଙ୍କ ଉପସ୍ଥିତି  ପାଇଁ କୃତଜ୍ଞତା ଦେଇଥିଲେ l ଏହି ଯୋଗଭ୍ୟାସ ଓ ପ୍ରାଣାୟାମ କାର୍ଯ୍ୟକ୍ରମ ଅବସରରେ, ପି ଡ଼ି ଡ଼ି ଆର ଡ଼ି ଏ ଶ୍ରୀ ଡୋଳାମଣି ପଟେଲ, ଡେପୁଟି କଲେକ୍ଟର ଅଭିଳାଷ ପୁରୋହିତ , ପ୍ରମୁଖ ଯୋଗଦାନ କରିଥିଲେ l   ପରେ ପରେ ଜିଲ୍ଳା ସଂସୃତି ଭବନ ଠାରେ ଆଲୋଚକ ଯୋଗେନ୍ଦ୍ର ପ୍ରସାଦ ପଣ୍ଡା ଜୀବନ ର ମୂଲ୍ୟ, ମଣିଷ ପଣିଆ ଉପରେ ଓ  ସକାରାତ୍ମକ ଭାବନା ନେଇ  କାର୍ଯ୍ୟ କରିବାକୁ  ପରାମର୍ଶ କରି ଆଧ୍ୟାତ୍ମିକତା  ଉପରେ ଅନେକ ପରାମର୍ଶ ଦେଇଥିଲେ l ତୃତୀୟ ସେସନ ରେ ଡାକ୍ତର ପ୍ରଦୀପ ଗୁରୁ ସୁଷମ ଓ ସାତ୍ଵିକ ଖାଦ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ ଉପରେ ପୁଙ୍ଖାନୁପୁଙ୍ଖ ଭାବେ ବୁଝାଇ ସ୍ୱାସ୍ଥ୍ୟ ହିଁ ସମ୍ପଦ ବୋଲି କହିବା ସହ ନିୟମିତ  ସୁଷମ ଖାଦ୍ୟ  ଓ ବ୍ୟାୟାମ  ମାଧ୍ୟମରେ ସ୍ୱାସ୍ଥ୍ୟ ର ଉପଯୁକ୍ତ ଯତ୍ନ ନେବାକୁ ପରାମର୍ଶ କରି  ସବୁବେଳେ ଚାପ ମୁକ୍ତ  ଓ ଖୁସିରେ ରହିବାକୁ କହିଥିଲେ l  ଆଜିର ସମସ୍ତ କାର୍ଯ୍ୟକ୍ରମ କୁ ଜ଼ିଲ୍ଲା ସଂସ୍କୃତି  ଅଧିକାରୀ ଈପସିତା ପ୍ରିୟଦର୍ଶନୀ ମିଶ୍ର ସୁନ୍ଦର ଭାବେ ସଂଯୋଜନା  ଓ ପରିଚାଳନା କରିଥିବା ବେଳେ ସଂସ୍କୃତି ବିଭାଗ ର ଦୁଃଖିଶ୍ୟାମ ସେଠି, ସଞ୍ଜୟ ବାରିକ,  ଲୋକ ସମ୍ପର୍କ ବିଭାଗ ଅଧିକାରୀ ଅଶ୍ୱିନୀ କୁମାର ଭୋଇ, ଓ ସମସ୍ତ କର୍ମଚାରୀ, ଜ଼ିଲ୍ଲା ସାମାଜିକ ସୁରକ୍ଷା ବିଭାଗ ଅଧିକାରୀ, କର୍ମଚାରୀ ସହଯୋଗ କରି ବରିଷ୍ଟ ନାଗରିକ ଙ୍କୁ ଉତ୍ସାହିତ କରିଥିଲେ l  ଏ କାର୍ଯ୍ୟକ୍ରମ ରେ ବରିଷ୍ଠ ନାଗରିକ ଶ୍ରୀବତ୍ସ ମଲ୍କିକ,  ସ୍ୱଚ୍ଛ ଭାରତ  ସଭାପତି ଲଷ୍ମୀ ନାରାୟଣ ମେହେର ,

ଅଳିମୁଲ ଇସଲାମ, ପଦ୍ମା ବତୀ ମେହେର, ବିନୋଦ ମେହେର, ଶାନ୍ତି ମେହେର, ବୃନ୍ଦାବନ ରଥ, ଜୟନ୍ତୀ ରଥ, ଓ ଅନ୍ୟ କର୍ମକର୍ତ୍ତା, ଵୃଦ୍ଧା ଶ୍ରମ ର ଅନେକ ଅନ୍ତେବାସୀ, ଜ୍ୟୋତି ରଞ୍ଜନ ପଟ୍ଟନାୟକ,ପ୍ରଫେସର  ନୀଳାମ୍ବର ରାଏ ଗୁରୁ, ଜୟଦେବ ଦଣ୍ଡସେନା, ପ୍ରମୁଖ  ଯୋଗ ଦେଇଥିଲେ l ଶେଷରେ ସଂସ୍କୃତି ଅଧିକାରୀ ଶ୍ରୀମତୀ  ମିଶ୍ର ବରିଷ୍ଠ ନାଗରିକ ଙ୍କ ପାଇଁ ପ୍ରଯୁଜ୍ୟ ସାମାଜିକ ସୁରକ୍ଷା ଆଇନ ଉପରେ ବହୁମୂଲ୍ୟ ବକ୍ତବ୍ୟ ରଖିଥିଲେ, ଦିବସ ପରିପ୍ରେକ୍ଷୀରେ ବରିଷ୍ଠ ନାଗରିକଙ୍କୁ  ଲାଇବ୍ରେରୀ  ପାଇଁ ମାଗଣା କାର୍ଡ ଓ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଚାଷୀଙ୍କ ସମସ୍ୟା ନେଇ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   01-Aug-2026
  ଜିଲ୍ଲା  
*ଅବସର କାଳୀନ ସମାରୋହରେ ବୃକ୍ଷରୋପଣ କରି ଅଭିନବ ପରମ୍ପରାର ଶୁଭାରମ୍ଭ କଲା ଭାରତ ବିକାଶ ପରିଷଦ ସୋନପୁର ଶାଖା*-   01-Aug-2026
  ଜିଲ୍ଲା  
*ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ପୌର ପରିଷଦ ପକ୍ଷରୁ ସହରରେ ରେ ମଶା ବଂଶ ନିପାତ ପାଇଁ ବଳିଷ୍ଠ ପଦକ୍ଷେପ*   01-Aug-2026
  ରାଜ୍ୟ  
ଚାଷୀଙ୍କ କ୍ଷତିପୂରଣ ଦାବିକଲା ଲିବରେସନ୍ ସାମାଜିକ ଅନୁଷ୍ଠାନ   01-Aug-2026
  ଜିଲ୍ଲା  
ଦୟାନନ୍ଦ ପବ୍ଲିକ ସ୍କୁଲର ଷ୍ଟାଫ ଡେ ଓ ନର୍ସରୀ ଟିଚର୍ସ୍ ଟ୍ରେନିଂ ଛାତ୍ରୀମାନଙ୍କ ସମାବର୍ତ୍ତନ ଉତ୍ସବ   01-Aug-2026
  ଜିଲ୍ଲା  
ଏଡିଇଓ ରଞ୍ଜିତ ଘିବେଲାଙ୍କୁ ବିଦାୟକାଳୀନ ସମ୍ବଦ୍ଧନା   01-Aug-2026
  ଜିଲ୍ଲା  
ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   31-Jul-2026
  ଜିଲ୍ଲା  
ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   31-Jul-2026
  ଜିଲ୍ଲା  
*ଗାନ୍ଧି ଷ୍ଟାଡିୟମ୍ ପାଇଁ ୨୫ କୋଟି ୭୫ ଲକ୍ଷ ଓ ଭୀମଭୋଇ ସମାଧିପୀଠ ଖଲିଆପାଲି ପାଇଁ ୩୪କୋଟି ଅର୍ଥ ମଞ୍ଜୁରୀ - ଜିଲ୍ଲାପାଳ ଙ୍କୁ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଶୁଭେଛା ସମ୍ୱର୍ଦ୍ଧନା ଜ୍ଞାପନ*-   31-Jul-2026
  ଜିଲ୍ଲା  
ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା,,,,,,, .୩୫ ବର୍ଷ ୨ମାସର କାର୍ଯ୍ୟଧାରା .ନମ୍ରତା ଓ ସରଳତା ଥିଲା ମୂଳମନ୍ତ୍ର   31-Jul-2026
  ଜିଲ୍ଲା  
ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ   31-Jul-2026
  ଜିଲ୍ଲା  
ଲୋୟର ସୁକତେଲ ଡ୍ୟାମ୍‌ ଅଞ୍ଚଳରେ ୧୬୩ ଧାରା ଲାଗୁ: ପ୍ରବେଶ, ଗାଧୋଇବା ଓ ସେଲଫି ନେବା ଉପରେ କଟକଣା   31-Jul-2026

You Might Also Like