-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||     

HOME   ଜିଲ୍ଲା

ଭାରତୀୟ ବିକାଶ ପରିଷଦ ପକ୍ଷରୁ ପାଳିତ ହେଲା ରାଷ୍ଟ୍ରୀୟ ଏକତା ଦିବସ

31-Oct-2021



ନୟାଗଡ଼, (ପ୍ରଦୀପ କୁମାର ପଣ୍ଡା) ନୟାଗଡ଼ ସର୍କିଟ ହାଉସ ନିକଟ ଭାରତ ବିକାଶ ପରିଷଦ କାର୍ୟ୍ୟାଳୟ ତଥା ପରିଷଦର ଶ୍ରୀକମଳାଦେବୀନ୍ୟାସ ପରିସରରେ  ରାଷ୍ଟ୍ରୀୟ ଏକତା ଦିବସ ଶାଖା ଅଧ୍ୟକ୍ଷ ପ୍ରାଧ୍ୟାପକ ହରେକୃଷ୍ଣ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି। ପ୍ରଥମେ ଶ୍ରୀଜଗନ୍ନାଥ, ସ୍ବାମୀ ବିବେକାନନ୍ଦ ଓ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ପ୍ରତିଛବିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇ ପ୍ରଦୀପ ପ୍ରଜ୍ବଳନ କାର୍ଯ୍ୟ ସମ୍ପାଦନ ହୋଇଥିଲା | ସରକାର ଙ୍କ କୋଭିଡ୍ ନିୟମ ଅନୁପାଳନ ପୂର୍ବକ ସଭାକାର୍ୟ୍ୟ ହୋଇଥିଲା। ପରିଷଦ ର ଶାଖା ସଦସ୍ୟା ସୌଦାମିନୀ ସ୍ବାଇଁ ଅତିଥି ମାନଙ୍କ ର ପରିଚୟ ପ୍ରଦାନ କରିଥିଲା ବେଳେ ଶାଖା ସଚିବ ଅନାଦି ଚରଣ ମହାନ୍ତି ବାର୍ଷିକ ବିବରଣୀ ପଠନ କରିଥିଲେ। ମୁଖ୍ୟ ଅତିଥି ଭାବେ ନୟାଗଡ଼ ସ୍ବୟଂ ଶାସିତ ମହାବିଦ୍ୟାଳୟର ଅଧ୍ୟକ୍ଷ ସୁରେଶ କୁମାର ପ୍ରଧାନ,ମୁଖ୍ୟବକ୍ତା ଭାବେ ବିଶିଷ୍ଟ ବୈଦିକ ପ୍ରବକ୍ତା ବିରେନ୍ଦ୍ର କୁମାର ପଣ୍ଡା ଓ ସମ୍ମାନିତ ଅତିଥି ଭାବେ କ୍ଷେତ୍ରୀୟ ସଚିବ ଶ୍ରୀଧର ସାହୁ ମଞ୍ଚାସୀନ ଥିଲେ | ଭାରତ ବିକାଶ ପରିଷଦର ଲକ୍ଷ୍ୟ ଏବଂ ଆଭିମୁଖ୍ୟ ବିଷୟରେ ଆଲୋଚନା କରିବା ସହିତ ରାଷ୍ଟ୍ରୀୟ ଏକତା ଦିବସ ବିଷୟରେ ଅତିଥି ମାନେ ବକ୍ତବ୍ୟ ରଖିଥିଲେ।ଏହି ଉତ୍ସବ ପାଳନ ଅବସରରେ ୧୭ ଜଣ ନୂତନ ସଦସ୍ୟ ଭାବେ ସଦସ୍ୟତା ଗ୍ରହଣ କରିଥିବାରୁ ମୁଖ୍ୟ ବକ୍ତା ମହୋଦୟ ସେମାନଙ୍କୁ ଶପଥ ପାଠ କରାଇଥିଲେ। ଶାଖା ଦ୍ବାରା କରାଯାଇଥିବା ବିଭିନ୍ନ ସେବା ମୂଳକ କାର୍ୟ୍ୟକ୍ରମ ଯଥା ବୃକ୍ଷ ରୋପଣ, ରକ୍ତଦାନ ଶିବିର, ଫନି ସହାୟତା, ଘରପୋଡି ସହାୟତା, କମ୍ବଳ ବଣ୍ଟନ, ସରକାରଙ୍କ ଟୀକାକରଣ କାର୍ୟ୍ୟକ୍ରମରେ ସହାୟତା,ପୋଷ୍ୟଗ୍ରାମରେ ଅନୁଷ୍ଠିତ ହୋଇଥିବା ବିଭିନ୍ନ ଉନ୍ନୟନ ମୂଳକ କାର୍ୟ୍ୟକ୍ରମ ବିଷୟରେ ସଚିବ ବିବରଣୀ ପାଠ କରିଥିଲେ | ପରିଶେଷରେ ଶାଖାର ସେବା ସଚିବ ଦୁର୍ୟ୍ୟୋଧନ ସାହୁ ଧନ୍ୟବାଦ ଅର୍ପଣ କରିଥିଲାବେଳେ ଏହି କାର୍ୟ୍ୟକ୍ରମରେ ଶାଖା ଅର୍ଥ ସଚିବ ପ୍ରଫୁଲ କୁମାର ନାୟକ, ସମାଜସେବୀ ଅରୁଣ କୁମାର ମହାନ୍ତି,ପ୍ରାକ୍ତନ ସଚିବ ପ୍ରଦୀପ କୁମାର ସାହୁ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026

You Might Also Like