-+91-9937148622 |

prerana_bgr@rediffmail.com |

  Saturday 7th March 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଗଲପୁର ରେ ନୂତନ ଥାନା ଗୃହର ଶୁଭ ଉଦଘାଟନ   (07-Mar-2026)       ||      ଡୁଙ୍ଗୁରିପାଲି ଧରିତ୍ରୀ ସାମ୍ବାଦିକଙ୍କ ପିତୃ ବିୟୋଗ |   (07-Mar-2026)       ||      ସୁଧୁରୁନାହିଁ ଟ୍ରାଫିକ ସମସ୍ୟା: ପୋଲିସ ନିରବ, ପ୍ରଶାସନ ଚୁପ   (07-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁବର୍ଣ୍ଣପୁର ରେ ଯୋଗ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ*   (06-Mar-2026)       ||      ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ସମୂହ ଯୋଗ ଶିବିର   (06-Mar-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ଠିକାଦାର ସଂଘ ପକ୍ଷରୁ ମୂଖ୍ୟମନ୍ତ୍ରୀ ଙ୍କୁ ଦାବୀ ପତ୍ର ପ୍ରଦାନ*-   (06-Mar-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ପୋଷ୍ଟ ଗ୍ରାଜୁଏସନ ଇତିହାସ ବିଭାଗ ତରଫରୁ ଏକ ଦିବସୀୟ ନେସନାଲ ସେମିନାର ଆସନ୍ତାକାଲି    (06-Mar-2026)       ||      ଦିବ୍ୟାଙ୍ଗ ଛାତ୍ରଙ୍କୁ ଚାରି ଚକିଆ ମୋଟର ସାଇକେଲ୍ ପ୍ରଦାନ କଲେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି   (06-Mar-2026)       ||      ମୀନକେତନ ଦାଶ ଚାକିରିରୁ ଅବସର ନେଲେ: ମାୟାବର୍ହା ଓ ପୈତୃକ ଗ୍ରାମ ଖଲିଆପାଲି ଉତ୍ସବ ମୁଖର   (06-Mar-2026)       ||      ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (06-Mar-2026)       ||      ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ    (05-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   (05-Mar-2026)       ||      *ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   (05-Mar-2026)       ||      ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   (05-Mar-2026)       ||      ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||      ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (05-Mar-2026)       ||      ହରିହର ଭେଟ ସମ୍ପନ୍ନ   (05-Mar-2026)       ||      ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||     

HOME   ରାଜ୍ୟ

ଡକ୍ଟର ଚନ୍ଦ୍ରମଣି ସ୍ୱାଇଁ ଓ ପ୍ରୋଫେସର ହରିହର ଦାସଙ୍କ ବିୟୋଗରେ ଶୋକ ପ୍ରକାଶ

04-Nov-2020



ବୁଗୁଡା, (ଦୀପକ ଷଡଙ୍ଗୀ) - ବିଶିଷ୍ଟ ସମାଜସେବୀ ଓ ସାହିତ୍ୟିକ ଡାକ୍ତର ଚନ୍ଦ୍ରମଣି ସ୍ଵାଇଁ ଓ ବିଶିଷ୍ଟ ଶିକ୍ଷାବିତ ଓ ଲେଖକ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ର ପୂର୍ବତନ କୁଳପତି ପ୍ରଫେସର ଡ଼ଃ ହରିହର ଦାଶଙ୍କ ବିୟୋଗରେ ବାଲିପଦରର ପ୍ରତିଷ୍ଠିତ ସାହିତ୍ୟ,କଳା, ସଂସ୍କୃତିର ଗବେଷଣା ପ୍ରତିଷ୍ଟାନ “ଘୁମୁସର ର ସ୍ୱର” ପକ୍ଷରୁ ଶୋକ ପ୍ରକାଶ କରାଯାଇଛି। ଘୁମୁସର ର ସ୍ୱର ର ସଭାପତି ଡ଼ଃ ପ୍ରକାଶ ଚନ୍ଦ୍ର ପାତ୍ର, ଡ଼ଃ କୁଳମଣି ଓଝା, ଡ଼ଃ ବ୍ରଜକିଶୋର ଦାଶ, ଡ଼ଃ ବାୟାମନୁ ଚର୍ଚ୍ଚି, ଡ଼ଃ ଅନ୍ତରାମ କର, କବି ଅନନ୍ତ କର, ଅଧ୍ୟାପକ ସଂଜୟ କୁମାର ଷଡଙ୍ଗୀ, ଗୌରୀପତି ଦାଶ, ଚିତ୍ତରଞ୍ଜନ ଦାସ, ଲୋକନାଥ ନାୟକ, ଅନିଲ କୁମାର ମହାରଣା, ଇ ନିଳାଞ୍ଚଳ ପାତ୍ର ପ୍ରମୁଖ ଶୋକ ବାର୍ତ୍ତାରେ ଡାକ୍ତର ଚନ୍ଦ୍ରମଣି ସ୍ଵାଇଁ ଏବଂ ପ୍ରଫେସର ଡ଼ଃ ହରିହର ଦାଶ ଙ୍କ ବିୟୋଗ ଓଡ଼ିଆ ସାହିତ୍ୟ ଜଗତ ପାଇଁ ଏକ ଅପୁରଣୀୟ କ୍ଷତି ବୋଲି ପ୍ରକାଶ କରିବା ସହ ଆତ୍ମାର ସଦଗତି କାମନା କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଗଲପୁର ରେ ନୂତନ ଥାନା ଗୃହର ଶୁଭ ଉଦଘାଟନ   07-Mar-2026
  ଜିଲ୍ଲା  
ଡୁଙ୍ଗୁରିପାଲି ଧରିତ୍ରୀ ସାମ୍ବାଦିକଙ୍କ ପିତୃ ବିୟୋଗ |   07-Mar-2026
  ଜିଲ୍ଲା  
ସୁଧୁରୁନାହିଁ ଟ୍ରାଫିକ ସମସ୍ୟା: ପୋଲିସ ନିରବ, ପ୍ରଶାସନ ଚୁପ   07-Mar-2026
  ଜିଲ୍ଲା  
*ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁବର୍ଣ୍ଣପୁର ରେ ଯୋଗ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ*   06-Mar-2026
  ଜିଲ୍ଲା  
ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ସମୂହ ଯୋଗ ଶିବିର   06-Mar-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ଠିକାଦାର ସଂଘ ପକ୍ଷରୁ ମୂଖ୍ୟମନ୍ତ୍ରୀ ଙ୍କୁ ଦାବୀ ପତ୍ର ପ୍ରଦାନ*-   06-Mar-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ପୋଷ୍ଟ ଗ୍ରାଜୁଏସନ ଇତିହାସ ବିଭାଗ ତରଫରୁ ଏକ ଦିବସୀୟ ନେସନାଲ ସେମିନାର ଆସନ୍ତାକାଲି   06-Mar-2026
  ଜିଲ୍ଲା  
ଦିବ୍ୟାଙ୍ଗ ଛାତ୍ରଙ୍କୁ ଚାରି ଚକିଆ ମୋଟର ସାଇକେଲ୍ ପ୍ରଦାନ କଲେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି   06-Mar-2026
  ଜିଲ୍ଲା  
ମୀନକେତନ ଦାଶ ଚାକିରିରୁ ଅବସର ନେଲେ: ମାୟାବର୍ହା ଓ ପୈତୃକ ଗ୍ରାମ ଖଲିଆପାଲି ଉତ୍ସବ ମୁଖର   06-Mar-2026
  ଜିଲ୍ଲା  
ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   06-Mar-2026
  ଜିଲ୍ଲା  
ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ   05-Mar-2026
  ଜିଲ୍ଲା  
*ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   05-Mar-2026

You Might Also Like