-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||     

HOME   ଜିଲ୍ଲା

ଓଡ଼ିଶା ସାମ୍ବାଦିକ ସଂଘ ବଲାଙ୍ଗିର ଶାଖା ଗଠିତ

01-Nov-2021



ବଲାଙ୍ଗୀର (ସନ୍ତୋଷ କୁମାର ଠାକୁର) : ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଗତ ରବିବାର ଅପରାହ୍ନରେ ଓଡ଼ିଶା ସାମ୍ବାଦିକ ସଂଘ (ଓଜେୟୁ)ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି। ମନୋଜ କୁମାର ଶତପଥୀଙ୍କ ପରିଚାଳନାରେ ଅନୁଷ୍ଠିତ ବୈଠକ ପ୍ରାରମ୍ଭରେ କରୋନା ସମୟରେ ମୃତ୍ୟୁବରଣ କରିଥିବା ସାମ୍ବାଦିକ ଓ ସଂଘର ପୂର୍ବତନ ସଭାପତି ସ୍ବର୍ଗତ ପ୍ରଭାତ ଦାଶଙ୍କ ଅମର ଆତ୍ମାର ସଦଗତି ପାଇଁ ୨ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥ୍‌ ଭାବେ ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ସିଂ ଭୋଇ, ସମ୍ମାନିତ ଅତିଥ୍‌ ଭାବେ ବିଡିଓ ଚନ୍ଦ୍ରମଣୀ ନାଗ, ଥାନାଧିକାରୀ ସଂଗ୍ରାମକେଶରୀ ପଟ୍ଟନାୟକ, ଓଜେୟୁ ରାଜ୍ୟ ସମ୍ପାଦକ ଶଶିଭୂଷଣ ପ୍ରହରାଜ ଓ ବିଜୁ ଯୁବ ଜନତାଦଳ ଦେଓଗାଁ ବ୍ଲକ ସଭାପତି ଶୈଳେନ୍ଦ୍ର କୁମାର ସାହୁ ପ୍ରମୁଖ ଯୋଗଦେଇ ସାମ୍ବାଦିକମାନେ ପ୍ରଶାସନ ଓ ସାଧାରଣ ଜନତାଙ୍କ ମଧ୍ୟରେ ସମ୍ପର୍କ ସ୍ଥାପନର ମାଧ୍ୟମ ବୋଲି ମତବ୍ୟକ୍ତ କରିଥିଲେ। କୃଷ୍ଣପ୍ରସାଦ ପାଣିଗ୍ରାହୀ ସ୍ୱାଗତ ଭାଷଣ ଦେଇଥିଲେ । ସର୍ବସମ୍ମତିକ୍ରମେ ବଲାଙ୍ଗିର ଜିଲ୍ଲା ଶାଖାର ନୂତନ ସଭାପତି ଭାବେ ପ୍ରମୋଦ କୁମାର ସେଲମା ଓ ସମ୍ପାଦକ ଭାବେ କୃଷ୍ଣପ୍ରସାଦ ପାଣିଗ୍ରାହୀ, ଉପସଭାପତି ଭାବେ ସତ୍ୟନାରାୟଣ ପୁଟେଲ, ସହ-ସମ୍ପାଦକ ଭାବେ ମନିଷ ଅଗ୍ରୱାଲ, କୋଷାଧ୍ୟକ୍ଷ ଭାବେ ଶରତ କୁମାର ପୁଟେଲ କାର୍ଯ୍ୟକାରୀ ସଦସ୍ୟଭାବେ ମନୋଜ କୁମାର ଶତପଥ୍ ପ୍ରମୁଖ ମନୋନୀତ ହୋଇଛନ୍ତି ବିଶେଷ କରି ଗ୍ରାମାଞ୍ଚଳରେ ସାମ୍ବାଦିକଙ୍କ ପ୍ରତି ସଂଘ ଦୃଷ୍ଟି ଦେବା ସହ ଆଗାମୀ ଦିନରେ ସଂଘର ସମସ୍ତ ସଦସ୍ୟଙ୍କ ଜୀବନ ବୀମା ଓ ସ୍ବାସ୍ଥ୍ୟ ବୀମା ସଂଘ ପକ୍ଷରୁ କରାଯିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା। ଶେଷରେ ନାରାୟଣ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ପ୍ରଦୀପ ବାଗ, ରୁଦ୍ରକିଶୋର ଦଣ୍ଡସେନା, ସନ୍ତୋଷ ଠାକୁର, ମାନୁ ମାହାକୁର, ରମାକାନ୍ତ ରାଜପଲିଆ, ବିନୋଦ ସୁନା, ଭଗବାନ ରାଜପଲିଆ, ବିପିନ ବିହାରୀ ସାହୁଙ୍କ ସମେତ ବହୁ ସାମ୍ବାଦିକ ଯୋଗଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026

You Might Also Like