-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||     

HOME   ରାଜ୍ୟ

ଚର୍ଚ୍ଚିତ ମମିତା ଙ୍କ ପରିବାର ବର୍ଗ ଙ୍କ ଅନୁପସ୍ଥିତିରେ ଘରକୁ ଗଲେ ବିଜେଡ଼ି ଦଳ ସ୍ଥାନୀୟ ପ୍ରଭାରୀ, ଫୋନ ରେ ଯୋଗାଯୋଗ କରି ମୁଖ୍ୟମନ୍ତ୍ରୀ ଙ୍କୁ ଜଣେଇବେ ବୋଲି ପ୍ରତିଶ୍ରୁତି ଦେଲେ

01-Nov-2021



ଟିଟିଲାଗଡ଼(ସନ୍ତୋଷ କୁମାର ନାଏକ): ବହୁଚର୍ଚ୍ଚିତ ମମିତା ମେହେର ମୃତ୍ୟୁ ମାମଲା ନେଇ ଉଭୟ ଶାସକ ଦଳର କଂଗ୍ରେସ ଓ ବିଜେପି ନେତା ମମିତାଙ୍କ ପରିବାର ଲୋକଙ୍କ ନିକଟରେ ପହଞ୍ଚି ସାନ୍ତ୍ୱନା ଦେବା ସହ ଘନଘନ ଗସ୍ତ କରି କାର୍ଯ୍ୟାନୁଷ୍ଠାନ ଦାବି କରି ଆସୁଛନ୍ତି ।  ଗତ ଶନିବାର ଦିନ ଏତେ ଦିନ ପରେ ପ୍ରଥମ ଥର ପାଇଁ ମୃତା ମମିତାଙ୍କ ସ୍ୱାସ୍ଥ୍ୟଵସ୍ଥା ଠିକ ନ ଥିବା ଓ ସେ ବିଶାଖାପାଟଣା ଯାଇ ଚିକିତ୍ସାଧିନ ଥିବା ବେଳେ ସ୍ଥାନୀୟ ବିଜେଡି ନେତା ଅଜୟ ଦାସ ସମର୍ଥକଙ୍କ ସହ ତାଙ୍କ ଘର ଝରଣୀ ଗାଁ କୁ ଯାଇ ପହଞ୍ଚିଥିଲେ । ପରିବାର ଲୋକଙ୍କୁ ସାକ୍ଷାତ କରି ନ ପାରି ମୃତା ମମିତାଙ୍କ ଭାଇ ବଣ୍ଟିଙ୍କୁ ପଡ଼ୋଶୀ ଘରୁ ଡାକି ଭେଟିଥିଲେ । ମମିତାଙ୍କ ପିତାଙ୍କ ସହ ଫୋନ ଯୋଗେ କଥା ହେଇ ଫେରିଆସି ନିଜ ହୁଆଟସଆପ୍ ନମ୍ବର ରୁ ନିଜ ଷ୍ଟାଟସ ରେ ଫୋଟୋ ପୋଷ୍ଟ କରି ତୁରନ୍ତ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଉପଯୁକ୍ତ ପଦକ୍ଷେପ ଗ୍ରହଣ କରିବା ଜଣେଇଥିଲେ । ସେହିପରି ପରିବାରର ସମସ୍ତ ଆପତ୍ତି, ଅଭିଯୋଗ ନେଇ ମୁଖ୍ୟମନ୍ତ୍ରୀଙ୍କୁ ସବୁ ଜଣାଇବେ ବୋଲି କହିଥିବା ବେଳେ ବର୍ତ୍ତମାନ ସୁଦ୍ଧା କିଛି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନ ଥିବା ପରିବାର ପକ୍ଷରୁ ଅଭିଯୋଗ ହୋଇଛି । ଏପରିକି ମୁଖ୍ୟମନ୍ତ୍ରୀ ବର୍ତ୍ତମାନ ସୁଦ୍ଧା ନିଜେ କିଛି ଜାଣି ନ ଥିବା ସେ କହିଥିବା ମମିତାଙ୍କ ପରିବାର ଅଭିଯୋଗ କରିଛନ୍ତି । ସେହିପରି ବିରୋଧୀ କଂଗ୍ରେସ ଓ ବିଜେପି କେବଳ ରାଜନୈତିକ ତାମସା କରୁଥିବା ସେ କହିଛନ୍ତି । ଅପର ପକ୍ଷରେ ମହିଳା ଓ ଶିଶୁ ବିକାଶ ତଥା ମିଶନ ଶକ୍ତି ମନ୍ତ୍ରୀ ଦାଇତ୍ୱରେ ଥିବା ଟିଟିଲାଗଡ଼ ବିଧାୟିକା ଟୁକୁନି ସାହୁ ନିରବ ରହିବା କାରଣ କଣ ବୋଲି ସାଧାରଣ ରେ ନାନା ପ୍ରକାର ଆଲୋଚନା ହୋଇଆସୁଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026

You Might Also Like