-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||     

HOME   ଜିଲ୍ଲା

ଦରଦାମ ବୃଦ୍ଧି ପ୍ରତିବାଦରେ କେନ୍ଦ୍ର ସରକାରଙ୍କ ବିରୁର୍ଦ୍ଧରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ

01-Nov-2021



କଣ୍ଟାବାଞ୍ଜି,(ଆନନ୍ଦ ମୋଟେ)  ଅହେତୁକ ଦରଦାମ ବୃଦ୍ଧି ପ୍ରତିବାଦରେ କେନ୍ଦ୍ର ସରକାର ବିରୁର୍ଦ୍ଧରେ ଋଣ ହୁଙ୍କାର ଦେଇଛି ବିଜେଡି । ବିଜୁ ମହିଳା ଦଳ ପକ୍ଷରୁ ସ୍ଥାନିୟ ଇନ୍ଦିରା ଛକ ଠାରେ ମହିଳା କର୍ମୀ ମାନେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ଦିନକୁ ଦିନ ପେଟ୍ରୋଲ, ଡିଜେଲ, ଖାଇବା ତେଳ ରୁ ଆରମ୍ଭ କରି ଇନ୍ଧନ ଗ୍ୟାସ ଦର ବଢି ବଢି ଚାଲିଛି । କେନ୍ଦ୍ର ସରକାର ଶାସନକୁ ଆସିବା ପୁର୍ବରୁ ପ୍ରଧାନମନ୍ତ୍ରୀ ନିର୍ବାଚନ ସମୟରେ “ଅଚ୍ଛେ ଦିନ ଆଏଙ୍ଗେ, ଦେଶ ବଦ୍‌ଲେଗା” କହି ଲୋକଙ୍କ ଭୋଟ ପାଇଥିଲେ । କେନ୍ଦ୍ରରେ ବିଜେପି ଶାସନ କରିବା ଦିନଠୁ ସବୁ ସାମଗ୍ରୀର ଦରଦାମ ବୃଦ୍ଧି ପାଉଛିଁ । ବିଶେଷ କରି ପେଟ୍ରୋଲ, ଡିଜେଲ ବୃଦ୍ଧି ପାଉଥିବା ଯୋଗୁ ଟ୍ରାନ୍ସପୋଟିଙ୍ଗ ଖର୍ଚ୍ଚ ମଧ୍ୟ ବଢୁଛି । ଯାହା ଫଳରେ ଖାଇବା ଠୁ ଆରମ୍ଭ କରି ନିତି ଦିନନିଆ ବ୍ୟବହାର ସାମଗ୍ରୀର ଦର ବଢି ବଢି ଚାଲିଛି । କେନ୍ଦ୍ର ସରକାର ଦରଦାମ ବୃଦ୍ଧି ନିୟନ୍ତ୍ରଣ କରୁପାରୁନାହିଁ କହି ମୋଦି ସରକାର ବିରୁର୍ଦ୍ଧରେ ନାରାବାଜି କରିବା ସହ ବିକ୍ଷୋଭ ପ୍ରଦର୍ଶନ କରିଥିଲେ ବିଜୁ ମହିଲା ଦଳର କର୍ମୀ । ଏହି ବିକ୍ଷୋଭ ପ୍ରଦର୍ଶନ ସମୟରେ ବିଜୁ ମହିଲା ଦଳ ରାଜ୍ୟ ଉପସଭାନେତ୍ରି ଗୋପା ମହାନନ୍ଦ, ଜିଲ୍ଲା ସାଧାରଣ ସଂପାଦିକା ପିଙ୍କି ଖର୍ସେଲ, ଜିଲ୍ଲା ସଂପାଦିକା ତପସ୍ୱନି ରଣା, ଚିତ୍ରଲେଖା ତାଣ୍ଡି,  ସୁଶିଲା ରଣା, ନଗର ସଭାନେତ୍ରି ଶାଲିନି ଜୈନ, କାର୍ଯ୍ୟକାରି ସଭାନେତ୍ରି ସସ୍ମିତା ଦଣ୍ଡସେନା, ତୁରେକେଲା ବ୍ଲକ ସଭାନେତ୍ରି ସରସ୍ୱତି ମେହେର, ବଙ୍ଗୋମୁଣ୍ଡା ବ୍ଲକ ସଭାନେତ୍ରି ଅନିତା ଦଣ୍ଡସେନା, ମୁରିବାହାଲ ବ୍ଲକ ସଭାନେତ୍ରୀ ରଜନି ବାଗ, ନିଶା ମହାନନ୍ଦ , ଛାତ୍ର ନେତ୍ରି ସିମରନ କୌର ସହ ଅନ୍ୟ ବିଜୁ ମହିଲା ଦଳ ସଦସ୍ୟା ଉପସ୍ଥିତ ଥିବା ବେଳେ ବିଜୁ ଜନତା ଦଳ ଜିଲ୍ଲା ସାଧାରଣ ସଂପାଦକ ଫିରୋଜ ଖାଁ, ରାଜେନ୍ଦ୍ର ବେହେରା, ଜିଲ୍ଲା କୃଷକ ମୋର୍ଚ୍ଚା ସଭାପତି ଅଜୟ ଦାସ, ଜିଲ୍ଲା ଉପସଭାପତି ଉମା ସାହୁ, ଜିଲ୍ଲା ଯୁବ ସଂପାଦକ ଶାନ୍ତନୁ ବିଭାର, ତୁରେକେଲା ବ୍ଲକ ସଭାପତି ଆଶାଦୁଲ୍ଲା ଖାଁ, ବରିଷ୍ଠ ବିଜେଡିି ନେତା ଉର୍ଦ୍ଧବ ବେହେରା, ଦେବାର ବାରିକ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026
  ଜିଲ୍ଲା  
ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ   29-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026

You Might Also Like