-+91-9937148622 |

prerana_bgr@rediffmail.com |

  Tuesday 28th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   (28-Jul-2026)       ||      "ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   (28-Jul-2026)       ||      ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ    (28-Jul-2026)       ||      ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   (28-Jul-2026)       ||      ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   (28-Jul-2026)       ||      ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (28-Jul-2026)       ||      ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||     

HOME   ଜିଲ୍ଲା

ପାଟଣାଗଡ : ସରକାରୀ ଓକିଲ ରାଧାକାନ୍ତ ଭୋଇଙ୍କ ଦେହାନ୍ତ

01-Nov-2021



ପାଟଣାଗଡ (ପ୍ରେରଣା ଖବର) ପାଟଣଗଡ କୋର୍ଟର ସରକାରୀ ଓକିଲ ରାଧାକାନ୍ତ ଭୋଇଙ୍କ ଦେହାନ୍ତ ହୋଇଯାଇଛି।ଦମକିପାଲି ନିବାସୀ ଶ୍ରୀ ଭୋଇ ପିତା ବିରାଟଚନ୍ଦ୍ର ଭୋଇ ଓ ଯାଜ୍ଞସେନୀ ଭୋଇଙ୍କ ଔରସରୁ ଜନ୍ମ ଗ୍ରହଣ କରିଥିଲେ।୨୩ତାରିଖରେ ଏକ ଅଜଣା ବାଇକ ଆରୋହୀ ଶ୍ରୀ ଭୋଇଙ୍କ ଗାଡିକୁ ଧକ୍କା ଦେବା ଫଳରେ ଦୁର୍ଘଟଣା ଯୋଗୁଁ ଗୁରୁତର ଅବସ୍ଥାରେ ବଲାଙ୍ଗୀର ଡାକ୍ତରଖାନାକୁ ଚିକିତ୍ସା ପାଇଁ ଯାଇଥିଲେ।ସେଠୁ ପୁଣି ଡାକ୍ତରଙ୍କ ପରାମର୍ଶରେ ବୁର୍ଲାକୁ ସ୍ଥାନାନ୍ତରିତ କରାଯାଇଥିଲା।ସେଠାରେ ଡାକ୍ତର ଔଷଧ ଦ୍ଵାରା ଭଲ ହୋଇଯିବେ ବୋଲି କହି ଚିକିତ୍ସା କରିଥିଲେ। ଚିକିତ୍ସାର ପାଞ୍ଚ ଦିନ ପରେ ହଠାତ ଦେହ ଅସୁସ୍ଥ

ହେବାପରେ ତାଙ୍କର ମୃତ୍ୟୁ ଘଟିଥିଲା।ଶ୍ରୀ ଭୋଇ ୧୯୯୧ ମସିହାରେ ରାଜେନ୍ଦ୍ର ମହାବିଦ୍ୟାଳୟରେ ଆଥେଲେଟିକ ସେକ୍ରେଟାରୀ,ଓବିସି ମଞ୍ଚ ପାଟଣଗଡର ସଭାପତି,କୁଲତା ସମାଜର ଉପଦେଷ୍ଟା,୧୯୯୭ରୁ ୨୦୦୨ ପର୍ଯ୍ୟନ୍ତ ଡାଙ୍ଗବାହାଲ ଗ୍ରାମ ପଞ୍ଚାୟତର ସରପଞ୍ଚ,ଶ୍ରୀ ଶ୍ରୀ ଜଗନ୍ନାଥ କ୍ଳବ ଓ ଈଶ୍ୱର ଚନ୍ଦ୍ର ଉଚ୍ଚ ବିଦ୍ୟାଳୟ ଦମକିପାଲିର ଉପଦେଷ୍ଟା ରହିବା ସହିତ ଜଣେ ସମାଜସେବୀ ଭାବେ ବେଶ ଜଣାଶୁଣା ଥିଲେ।ତାଙ୍କ ବିୟୋଗରେ ସାରା ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   28-Jul-2026
  ଜିଲ୍ଲା  
"ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   28-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ   28-Jul-2026
  ରାଜ୍ୟ  
ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   28-Jul-2026
  ରାଜ୍ୟ  
ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   28-Jul-2026
  ଜିଲ୍ଲା  
ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   28-Jul-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   28-Jul-2026
  ଜିଲ୍ଲା  
ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   27-Jul-2026
  ଜିଲ୍ଲା  
ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   27-Jul-2026
  ଜିଲ୍ଲା  
ପାଣି ଘେରରେ ଲୋଇସିଂହା ବ୍ଲକ   27-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026
  ଜିଲ୍ଲା  
ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ   27-Jul-2026

You Might Also Like