-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||     

HOME   ଜିଲ୍ଲା

ଭାଲୁମୁଣ୍ଡାରେ ରକ୍ତଦାନ ଶିବିର

01-Nov-2021



କଣ୍ଟାବାଞ୍ଜି (ଆନନ୍ଦ ମୋଟେ) : ଶ୍ରୀ ସତ୍ୟ ସାଇ ସେବା ସଂଗଠନ ଭାଲୁମୁଣ୍ଡା ଓ ଆମ ଓଡ଼ିଶାର ମିଳିତ ଆନୁକୂଲ୍ୟରେ ଭାଲୁମୁଣ୍ଡାସ୍ଥିତ ସାଇ ଭଜନ ସମିତି ମନ୍ଦିରରେ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଯାଇଛି।ଏହି ଶିବିରରେ ବେଲପଡା ଗ୍ରାମପଞ୍ଚାୟତର ସରପଞ୍ଚ ଅଞ୍ଜନା ମେହେର ମୁଖ୍ୟଅତିଥି, କର୍ଲାପଡା ମହାବିଦ୍ୟାଳୟର ଅଧ୍ୟାପକ
ରଞ୍ଜିତ ମେହେର ଓ ଜୁନିୟର ରେଡକ୍ରସ ପରାମର୍ଶ ଦାତା ବିରଞ୍ଚି ନାରାୟଣ ଦାଶ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ।ଏହି ଶିବିରରେ ଶିକ୍ଷକ ବିବେକାନନ୍ଦ ରାଏ,ପ୍ରେସ କ୍ଲବ, ମାରୱାଡ଼ି ଯୁବା ମଞ୍ଚ ବଙ୍ଗୋମୁଣ୍ଡା, ସନ୍ତୋଷ

ଅଗ୍ରୱାଲ,ବିପିନ ବିହାରୀ ସାହୁ, ରକ୍ତ ନାୟକ ସଂଗ୍ରାମ ତ୍ରିପାଠୀ, ଡାକ୍ତର ସୁଜିତ ପାତ୍ର, ଡାକ୍ତର ବିଶ୍ବମ୍ବର ମେହେର, ଡାକ୍ତର ପ୍ରଦ୍ୟୂମ୍ନ ଆଚାର୍ଯ୍ୟ,ରାଜେନ୍ଦ୍ର ପ୍ରସାଦ ସାହୁ, କୁନାଲ ଦାସ,ପ୍ରଶାନ୍ତ ସାହୁ,ଗୁରୁବାରୁ ରଣା ଓ ସାଇଭକ୍ତମାନେ ସହଯୋଗ କରିଥିଲେ। ଏହି ଶିବିରରେ ଜ୍ୟୋତିରଂଜନ ମିଶ୍ର, ଲିଙ୍ଗରାଜ ପାତ୍ର, ଚୌବନ ମେହେର, ବ୍ରଜେନ୍ଦ୍ର କୁମାର ସାହୁ ରୁକ୍ଷ ରଣା, ବିନୟ ମେହେର, ଅମୂଲ୍ୟ ମେହେର, ବଳି ଭୋଇ,ଭଗତ ରଣା, ମାନସ କୁମାର ଜେନା, ମିନିକେତନ ବାଗ ,ପ୍ରିତି ପାୟଲ ରାଉତ, ଦିଲେଶ୍ରର ସାହୁ, ସୁଦର୍ଶନ ବାରିକ,ଗୋପାଳ ମେହେର, ଭୂପେନ୍ଦ୍ର ମେହେର, ଗୌରୀଶଙ୍କର ସଗ୍ରିଆ,ଅଞ୍ଜନା ମେହେର, ବିନୋଦ ମେହେର, ଲୋକନାଥ ମେହେର, ଶୋଭରାଜ ସିଂ ମାଝୀ, ମୁରଲୀ ଭୋଇ,ଘାସିରାମ ମେହେର, ସୁରେଶ ମାଝୀ, ଶ୍ରୀ ନିବାସ ମାଝୀ, ଧର୍ମେନ୍ଦ୍ର ପୁଟେଲ, କ୍ଷୀରସିନ୍ଦୁର ଲହା ସମେତ ସତେଇଶ ଜଣ ରକ୍ତଦାତା ରକ୍ତଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026
  ଜିଲ୍ଲା  
ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ   29-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026

You Might Also Like